Browsing Tag

rourakela news

ସେକ୍ଟର ୬ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ପରିସରରେ ୪୯ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆର୍‌ଏସ୍‌ପି ସହର ସେବା
Read More...

୨୨ତମ ଆମନ୍ତ୍ରଣ ନକଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ୨୨ତମ ଆମନ୍ତ୍ରଣ ନକଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଜଲଦା ତରଫରୁ ଜଲଦା ସି ବ୍ଲକ ପଡ଼ିଆ ଠାରେ ଆରମ୍ଭ ହୋଇଛି । ଏହି ପ୍ରତିଯୋଗିତା ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ଏଥିରେ ଜିଲ୍ଲାର ୧୬ଟି ଟିମ୍ ଅଂଶଗ୍ରହଣ କରିଛନ୍ତି । ଟୁର୍ଣ୍ଣାମେଣ୍ଟର
Read More...

ଡିସେମ୍ବର ୨୦, ୨୧ ଓ ୨୨ ତାରିଖରେ ଆର୍‌.ସି.ସି.ଆଇ ପକ୍ଷରୁ ବିଜନେସ୍ କନକ୍ଲେଭ ୨୦୨୪

୬୦ଟି ଷ୍ଟଲରେ ଶୋଭାମଣ୍ଡିତ ହେବ ବିମାନବନ୍ଦର ନିକଟସ୍ଥ ପ୍ରଦର୍ଶନୀ ପଡିଆ ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ମାସ ୨୦, ୨୧ ଓ ୨୨ ତାରିଖ ୩ ଦିନଧରି ରାଉରକେଲା ବିମାନ ବନ୍ଦର ନିକଟସ୍ଥ ପ୍ରଦର୍ଶନୀ ପଡ଼ିଆ ଠାରେ ରାଉରକେଲା ଚ୍ୟାମ୍ବର ଅଫ୍ କମର୍ସ ଏଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ବିଜନେସ୍
Read More...

ରାଉରକେଲାରେ ଚାଲିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସ୍ଥିତି ସମୀକ୍ଷା କଲେ ଉପବାଚସ୍ପତି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଥିବା ସଭାଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମାନ୍ୟବର ଉପବାଚସ୍ପତି ରାଉରକେଲା ସହରାଞ୍ଚଳରେ ଚାଲିଥିବା
Read More...

ଡିସେମ୍ବର ୨୦ ଓ ୨୧ରେ ଜିମ୍ନାଷ୍ଟିକ୍ ଲେଭଲ୍ ୧ ଓ ଲେଭଲ୍ ୨ ପରୀକ୍ଷା

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ମାସ ୨୦ ଓ ୨୧ ତାରିଖରେ ଏମ୍‌.ପି.ଆଇ.ଏସ୍‌ ସେଣ୍ଟର୍‌ରେ ଥିବା ଜିମ୍ନାଷ୍ଟିକ୍ ସେଣ୍ଟର୍‌ରେ ଜିମ୍ନାଷ୍ଟିକ୍ ଖେଳାଳୀଙ୍କ ଲେଭଲ୍ ୧ ଓ ୨ର କୌଶଳ ପରୀକ୍ଷା ଅନୁଷ୍ଟିତ ହେବ ବୋଲି ଓଡ଼ିଶା ଏଚ୍‌.ପି.ସିର ମୁଖ୍ୟ କୋଚ୍ ଅଶୋକ ମିଶ୍ର ସୂଚନା ଦେଇଛନ୍ତି ।
Read More...

ରାଉରକେଲା ଫିଲ୍ମ କ୍ଲବ ପକ୍ଷରୁ ରାଉରକେଲା ଫିଲ୍ମ ଫେଷ୍ଟିଭାଲର ସପ୍ତମ ସଂସ୍କରଣ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଫିଲ୍ମ କ୍ଲବ ପକ୍ଷରୁ ରାଉରକେଲା ଫିଲ୍ମ ଫେଷ୍ଟିଭାଲର ସପ୍ତମ ସଂସ୍କରଣ ସେକ୍ଟର - ୪ ସ୍ଥିତ କମ୍ୟୁନିଟି ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ଯୋଗ ଦେଇଥିଲା ବେଳେ ବିଶେଷ ଅତିଥି ଭାବେ
Read More...

ବେଦବ୍ୟାସ ପୀଠର ଉନ୍ନତିକରଣ ଦାବି

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ଝୁଲାପୋଲ ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦନ ହାସଲ କଲା ପରେ ଦ୍ଵିତୀୟ ଦାବି ଭାବରେ ବେଦବ୍ୟାସ ବିକାଶ ମଞ୍ଚ ତରଫରୁ ଶଙ୍ଖ-କୋଇଲି-ସରସ୍ୱତୀ ନଦୀମାନଙ୍କର ସଙ୍ଗମ ସ୍ଥଳରୁ ଉତ୍ପତ୍ତି ହୋଇଥିବା ପୁଣ୍ୟତୋୟା ବ୍ରାହ୍ମଣୀ ମିଳିତ ହୋଇ ଇଂରାଜୀ ଅକ୍ଷର
Read More...

‘ସୁର ତରଙ୍ଗ’ ଦ୍ଵାରା ସ୍ଵର ସମ୍ରାଟ କିଶୋର କୁମାର ଓ ସ୍ଵର କୋକିଳା ଲତା ମଙ୍ଗେସକରଙ୍କୁ ସଙ୍ଗୀତମୟ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ଅଗ୍ରଣୀ କ୍ରୀଡା, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ‘ସେୟାର’ର ସଙ୍ଗୀତ ଶାଖା ‘ସୁର ତରଙ୍ଗ’ ଆନୁକୂଲ୍ୟରେ ରାଉରକେଲା କ୍ଲବ ଠାରେ ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ମାସିକ ସଙ୍ଗୀତ କାର୍ଯ୍ୟକ୍ରମରେ ସ୍ଵର ସମ୍ରାଟ କିଶୋର କୁମାର ଓ ସ୍ଵର
Read More...

ଡି.ଏ.ଭି. ପବ୍ଲିକ ସ୍କୁଲରେ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗର ସ୍ଥିତ ଡିଏଭି ପବ୍ଲିକ ସ୍କୁଲରେ ଏକ ସ୍ୱାସ୍ଥ୍ୟ ସେବା ଶିବିରର ଆୟୋଜନ କରାଯାଇଥିଲା । ରାଉରକେଲା ସରକାରୀ ମୁଖ୍ୟ ଚିକିତ୍ସାଳୟର ଡାକ୍ତର ସମୀର କୁମାର ପାତ୍ର, ଡାକ୍ତର ମ୍ରିଣ୍ମୟୀ, ଡାକ୍ତର ଅଞ୍ଜନା ରାଣୀ ମହାପାତ୍ରଙ୍କ ସମେତ ୩ ଜଣ କର୍ମଚାରୀ
Read More...

ସୁନ୍ଦରଗଡ଼ ଜିଲା ସାମ୍ବାଦିକ ୟୁନିୟନର ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ସଂଜୀବ ସଭାପତି ଓ ସତ୍ୟାନନ୍ଦ ସାଧାରଣ ସମ୍ପାଦକ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସାମ୍ବାଦିକ ୟୁନିୟନ(ଓୟୁଜେ) ଅନୁବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ସାମ୍ବାଦିକ ୟୁନିୟନ (ଏସ୍‌ୟୁଜେ)ର ସାଧାରଣ ପରିଷଦ ବୈଠକ ପୂର୍ବତନ ସଭାପତି ଅଶୋକ ଦାସଙ୍କ ଅଧ୍ୟକ୍ଷତାରେ ବାଲୁଘାଟ ସ୍ଥିତ ଜାତୀୟ
Read More...