Browsing Tag

rourakela news

ଶ୍ରଦ୍ଧାର ୨୦୨୫- ୨୦୨୮ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ଅଧ୍ୟକ୍ଷତାରେ ଶ୍ରଦ୍ଧାର ବାର୍ଷିକ ସମ୍ମିଳନୀ ଶ୍ରଦ୍ଧା ଅଫିସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ କାର୍ତ୍ତିକ ଚନ୍ଦ୍ର ପାଣ୍ଡବ ଗତ ଦୁଇବର୍ଷର କାର୍ଯ୍ୟକ୍ରମ ଓ ଆୟବ୍ୟୟର ବିବରଣୀ ଦେବାସହ ଆଗାମୀ
Read More...

୧୯୮୮/୯୦ ବ୍ୟାଚ ଆଇଟିଆଇ ଛାତ୍ରଙ୍କ ବନ୍ଧୁମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ୧୯୮୮/୯୦ ବ୍ୟାଚ ଆଇଟିଆଇ ଛାତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସ୍ଥାନୀୟ ପାନ୍ଥନିବାସଠାରେ ଅନୁଷ୍ଠିତ ହୋଇଯାଇଛି । ସଂକୀର୍ତ୍ତନ ଜୟପୁରିଆଙ୍କ ଅଧ୍ୟକ୍ଷତା ଓ ଅଶ୍ୱିନୀ କୁମାର ପଟେଲଙ୍କ ଆବାହକତ୍ଵରେ ଆୟୋଜିତ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ
Read More...

ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ପାଇଁ ୪୮ ଅଦିବାସୀ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଅଦିବାସୀ ମଞ୍ଚ, ଅଙ୍ଗନା ଓ ସାମାଜିକ ସେବା ସଦନଙ୍କ ସଂଯୁକ୍ତ ଉଦ୍ୟମରେ ଏକ ସମ୍ମାନ ସମାରୋହ ଉପାୟ ରାମାବହାଲଠାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ୪୮ ଜଣ ଅଦିବାସୀ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା ।
Read More...

ରାଉରକେଲାରେ ଦ୍ୱାଦଶତମ ଆର୍ଟ ଅଫ ଗିଭିଙ୍ଗ ଡେ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଜଗଦା ସାଂସ୍କୃତିକ ପରିଷଦର ସଭାଗୃହରେ ଦ୍ୱାଦଶତମ ଆର୍ଟ ଅଫ ଗିଭିଙ୍ଗ ଡେ ପାଳିତ ହୋଇଯାଇଛି । ସମାଜସେବୀ ସଞ୍ଜିବ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଆର୍ଟ ଅଫ ଗିଭିଙ୍ଗ ଡେ ର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ସାରଦା
Read More...

ସେଲ୍ଫି ହେଲା କାଳ : କୋଏଲ ନଦୀରେ ବୁଡ଼ି ଛାତ୍ର ମୃତ

ରାଉରକେଲା : ଛେଣ୍ଡ ଥାନା ଅନ୍ତର୍ଗତ କୋଏଲ ନଦୀର ପ୍ରଧାନପାଲି ଘାଟରେ ସେଲ୍ଫିନେବା ହେଲା କାଳ । ନଦୀରେ ବୁଡ଼ି ଯାଇ ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଛାତ୍ର ଉଦ୍ଧାର ହୋଇଛନ୍ତି । ମୃତ ଛାତ୍ର ଜଣକ ହେଲେ ସୁନ୍ଦରଗଡ ସଦରର ସ୍ୱାଧୀନ ଓରାମ । ସୂଚନା ଅନୁସାରେ ସେକ୍ଟର ୬
Read More...

ହାପି ମୋମେଣ୍ଟସ ଇଣ୍ଡିଆର ୧୩ତମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହାପି ମୋମେଂଟସ ଇଣ୍ଡିଆ ପକ୍ଷରୁ ୧୩ ତମ ପ୍ରତିଷ୍ଠା ଦିବସ ଆଦର୍ଶ ସାହିତ୍ୟ ଘର ଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ୱ ଓ ଟ୍ରଷ୍ଟି ରଶ୍ମିତା
Read More...

ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ପକ୍ଷରୁ ପଣା ବଣ୍ଟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ଆଧ୍ୟାତ୍ମିକ ଅନୁଷ୍ଠାନ ନିଜର ସାମାଜିକ ପ୍ରତିବଦ୍ଧତାକୁ ବଜାୟ ରଖି ପ୍ରତ୍ୟେକ ରବିବାର ଦିନ ୭/୧୭ ଛକରେ ପଣା ବଣ୍ଟନ କରାଯାଇଥାଏ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଓ ଏହାକୁ ଦୃଷ୍ଟିରେ ରଖି ଟ୍ରଷ୍ଟ ପକ୍ଷରୁ ଏପ୍ରିଲ ମାସ ପହିଲାରୁ
Read More...

ଦର୍ଶୀ ପରିବାରର ନିଆରା ସଚେତନତା ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ଅନୁଷ୍ଠାନ ଦର୍ଶୀ ପରିବାର ତରଫରୁ ଏକ ନିଆରା ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପଲିଥିନ ବ୍ୟବହାରକୁ ବନ୍ଦ କରି, ତା ପରିବର୍ତ୍ତେ କପଡା ବ୍ୟାଗ ବ୍ୟବହାର କରାଯିବାକୁ ପ୍ରୋତ୍ସାହନ କରାଯାଇଥିଲା । ଏହି କପଡା
Read More...

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବତୀ : ଉଦ୍ଧାର ହେଲା ମୃତଦେହ

ରାଉରକେଲା : ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଯୁବତୀ । ଉଦ୍ଧାର ହେଲା ମୃତଦେହ । ମୃତ ଯୁବତୀ ଜଣକ ଚେନ୍ ପୁର ଗାଁର ସୁରେଶ ବେହେରାଙ୍କ ଝିଅ ଅନାସି ବେହେରା ବୋଲି ଜଣାପଡ଼ିଛି । ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଥାନା ଅନ୍ତର୍ଗତ କୋଏଲ ନଦୀର ପ୍ରଧାନପାଲି ଘାଟ ନିକଟରେ ଏଭଳି ଘଟଣା ଘଟିଛି ।
Read More...

ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ତରଫରୁ ଆସନ୍ତା ମଇ ମାସ ୨୧ ତାରିଖରେ ହେବାକୁ ଥିବା ଚତୁର୍ଥ ସ୍ମୃତି ଚାରଣ ସଭା ପାଇଁ ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସାଧାରଣ ଜ୍ଞାନ ପ୍ରତିଯୋଗିତା ସେକ୍ଟର ୧୪ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ଠାରେ
Read More...