Browsing Tag

rourakela news

ଛାତ୍ରନେତାଙ୍କ ସ୍ମୃତିରେ ରକ୍ତଦାନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱର୍ଗତ ଛାତ୍ରନେତା ସ୍ମୃତିରଞ୍ଜନ ଦାସଙ୍କ ଦଶାହ ଉପଲକ୍ଷେ ଛାତ୍ର ବିଜୁଜନତା ଦଳର ରାଜ୍ୟ ସମ୍ପାଦକ ଇଂ ଦୁଷ୍ମନ୍ତ ରାଉତରାୟଙ୍କ ନେତୃତ୍ଵରେ ସ୍ୱେଛାକୃତ ରକ୍ତଦାନ ଶିବିର ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ବହୁଭାଷୀ ନାଟକ ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

୮ ରୁ ୧୧ ପର୍ଯ୍ୟନ୍ତ ପ୍ରୟାସ ନାଟକ ମହୋତ୍ସବ ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ପ୍ରୟାସ ରାଉରକେଲା ଆୟୋଜିତ ଚିନ୍ତା ପ୍ରତିମା ବହୁଭାଷୀ ନାଟକ ମହୋତ୍ସବ ୨୦୨୫ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ପ୍ରୟାସ ପରିବାର ତରଫରୁ ଆୟୋଜିତ
Read More...

ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ରୁ ୧୦

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ରୋଡ଼ ସ୍ଥିତ ଶ୍ରୀ ଶ୍ରୀ ମା ତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆସନ୍ତା ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ହେବ ବୋଲି ମନ୍ଦିର ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏନେଇ ମାଁ ତାରିଣୀ ମନ୍ଦିର ସମିତିର
Read More...

ମାର୍କ୍ସବାଦ ଦର୍ଶନର ମୂଳତତ୍ତ୍ଵ ଶୋଷଣ ମୁକ୍ତ ସମାଜ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ବିଖ୍ୟାତ ସମାଜ ବିଜ୍ଞାନୀ ଦାର୍ଶନିକ କାର୍ଲ ମାର୍କ୍ସଙ୍କ ଜୟନ୍ତୀ ଉତ୍ସବ ସହରର ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ ଏକାଡେମୀ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । କବି ବଳରାମ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ
Read More...

ମହାନ ଦାର୍ଶନିକ କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ପକ୍ଷରୁ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ଵର ମହାନ୍ ଦାର୍ଶନିକ, ବୈଜ୍ଞାନିକ ସମାଜବାଦର ସ୍ରଷ୍ଟା କାର୍ଲ ମାର୍କସଙ୍କ ୨୦୮ ତମ ଜନ୍ମ ଜୟନ୍ତୀ ସି ପି ଆଇ ଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ଆଜି ସ୍ଥାନୀୟ ଏ କେ ଜି ଭବନ ଶକ୍ତିନଗର,ସି ପି ଆଇ ଏମ୍ ଜିଲ୍ଲା କାର୍ଯ୍ୟାଳୟ ଠାରେ ସି ପି ଆଇ ଏମ୍
Read More...

ସୁବାସ ବୋଷ ସଂଯୁକ୍ତ ଶାଖାର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ମାଧବ ନଗର ଅନ୍ତର୍ଗତ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସଂଯୁକ୍ତ ଶାଖାର ଦ୍ୱିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ସେକ୍ଟର -୨ ସ୍ଥିତ ଦୁର୍ଗା ପୂଜା ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ପ୍ରାନ୍ତ ଶାରୀରିକ ଶିକ୍ଷଣ ପ୍ରମୁଖ
Read More...

ଉତ୍କଳ ଗୀତିକବି ସମାଜର ଶ୍ରୀ ଜୟଦେବ ଜୟନ୍ତୀ ଓ ୨୬ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାଁ ବାଟମଙ୍ଗଳା ଶକ୍ତିପୀଠ ଠାରେ ଉତ୍କଳ ଗୀତିକବି ସମାଜର ଶ୍ରୀ ଜୟଦେବ ଜୟନ୍ତୀ ଓ ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ତାରିଣୀ ଚରଣ ସାହୁଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଭୋଳେଶ୍ୱର ବେହେରାଙ୍କ ଆବାହକତ୍ଵରେ ଉପସଭାପତି
Read More...

ଆଧ୍ୟାତ୍ମିକ ଚେତନା ରହିଲେ କାଳଜୟୀ ସାହିତ୍ୟ ସୃଷ୍ଟି ହେବ : ଡ. କାନୁନ୍‌ଗୋ

ବୈଶାଖୀ ସାହିତ୍ୟ ସଂସଦର ୩୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ରାଉରକେଲା, (ସସ୍ମିତା ପ୍ରଧାନ) : ଆଧ୍ୟାତ୍ମିକ ଚେତନାରୁ ଆମେ ଦୂରେଇ ଯାଉଥିବାରୁ ଓଡ଼ିଆ ସାହିତ୍ୟରେ କାଳଜୟୀ ସାହିତ୍ୟ ସୃଷ୍ଟି ହୋଇପାରୁନାହିଁ । ଆମ ଭାଷା ରଙ୍ଗ ହେଲେ ଆମ ସାହିତ୍ୟ ହେଉଛି ତା’ର ବିବିଧତା ବୋଲି ବିଶିଷ୍ଟ
Read More...

ଅଞ୍ଚଳର ବିକାଶ ଓ ସମସ୍ୟାର ସମାଧାନ ଆମର ମୂଳମନ୍ତ୍ର : ବିଧାୟକ ଦୁର୍ଗା ଚରଣ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରଘୁନାଥପଲ୍ଲୀ ଅନ୍ତର୍ଗତ ଆମ୍ବେଦକର ମଣ୍ଡଳର କାର୍ଯ୍ୟକ୍ରମ "ନାସ୍ତେ ପେ ଚର୍ଚ୍ଚା," ସେକ୍ଟର -୧୭ ସ୍ଥିତ କମ୍ୟୁନିଟ ସେଣ୍ଟର ପ୍ରାଙ୍ଗଣରେ ମଣ୍ଡଳ ସଭାପତି ମନୋଜ ସ୍ୱାଇଁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି
Read More...

ଦହିପଣା ଓ ଶୁଖିଲା ଖାଦ୍ୟ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ "ଏକ କଦମ ଆପ କେ ସାଥ "ର ଏକ ସେବା କାର୍ଯ୍ୟ ମାଧ୍ୟମରେ ପଥଚାରୀମାନଙ୍କୁ ଦହି ପଣା ବିତରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଅନୁଷ୍ଠାନର ପ୍ରତିଷ୍ଠାତା କଲ୍ୟାଣୀ ଦାସ ଓ ସଭାପତି ମୋହନ
Read More...