Browsing Tag

rourakela news

ଜାତୀୟ ସମ୍ମିଳନୀରେ ସମ୍ବର୍ଦ୍ଧିତ ହେଲେ ୩୦ ପ୍ରତିଭା : ଭାଷା ହେଉଛି ବୌଦ୍ଧିକ ବିଭବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟର ଅନ୍ୟତମ ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ତରଫରୁ ଆୟୋଜିତ ଜାତୀୟ ସମ୍ମିଳନୀ ଭୁବନେଶ୍ୱର ଜୟଦେବ ଭବନ ସ୍ଥିତ ଗୀତ ଗୋବିନ୍ଦ ସଦନଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵରେ…
Read More...

ଓଡ଼ିଆ ଭାଷା ବିକାଶ ମଂଚର ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ତିରୋଧାନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଂଚ ଓ ତୁମ୍ କେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ତିରୋଧାନ ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିନୋଦିନୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ସାରନଗରୀ ସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ମହିଳା ସଶକ୍ତିକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲା । ବିଭିନ୍ନ କ୍ଷେତ୍ରରୁ ପଚାଶ ଜଣ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟ ଏହି କାର୍ଯ୍ୟକ୍ରମରେ…
Read More...

ପ୍ରଗତି ଉତ୍କଳ ସଂଘରେ ଦେବେନ୍ଦ୍ର ଦାଶ ସ୍ମାରକୀ ବକ୍ତୃତା

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଜ୍ଞା ପୁରୁଷ ଦେବେନ୍ଦ୍ର କୁମାର ଦାଶ ଥିଲେ ବହୁପ୍ରସ୍ତୀୟ ବୁଦ୍ଧିଜୀବୀ । ସାହିତ୍ୟର ବିବିଧ ଦିଗ ସହିତ ନନ୍ଦନ ତତ୍ୱ, ଇତିହାସ ଚର୍ଚ୍ଚା ଓ ସଂସ୍କୃତି ଚର୍ଚ୍ଚାରେ ତାଙ୍କର ବିଦ ବତ୍ତା ଉଲ୍ଲେଖନୀୟ । ଜଣେ ଯୁକ୍ତିବାଦୀ, ହେତୁବାଦୀ ରୂପେ ପରିଚିତ…
Read More...

ଅଗଷ୍ଟ ୨୯ରେ ରାଉରକେଲାରେ ଅନୁଷ୍ଠିତ ହେବ ‘ପଥ ଉତ୍ସବ’

ଓଲିଉଡ ତାରକାଙ୍କ କଣ୍ଠର ଯାଦୁରେ ଝୁମିବେ ରାଉରକେଲାବାସୀ ସ୍ଥାନୀୟ କଳାକାରଙ୍କ ପାଇଁ ପ୍ଲାଟଫର୍ମ ପାଲଟିବ 'ପଥ ଉତ୍ସବ' ରାଉରକେଲା, (ସସ୍ମିତା ପ୍ରଧାନ) : ୨୫ ଅଗଷ୍ଟ ୨୦୨୫ ଦୀର୍ଘ ଦୁଇ ବର୍ଷ ପରେ ପୁଣି ରାଉରକେଲା ସହରରେ ଆୟୋଜନ ହେବାକୁ ଯାଉଛି ପଥ ଉତ୍ସବ । ରାଉରକେଲା ବାସୀଙ୍କୁ…
Read More...

ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କ ଗୌରବଜନକ କୃତିତ୍ୱ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରତିଭାଶାଳୀ ଛାତ୍ରୀ ସୁଶ୍ରୀ ହିରଣ୍ମୟୀ ଦାଶ ସର୍ବ ଭାରତୀୟ ସ୍ତରର କ୍ୟାଟ୍ ଓ ମ୍ୟାଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଏନଆଇଟି, (ଜାତୀୟ ପ୍ରାଦ୍ୟୋତିକ ପ୍ରତିଷ୍ଠାନ) ରାଉରକେଲାର ଏମବିଏ ପାଠ୍ୟକ୍ରମରେ ନାମ ଲେଖାଇବା…
Read More...

‘ବିଜୟଶ୍ରୀ ସମ୍ମାନ’ ପାଇଲେ ଚାରି ବିଶିଷ୍ଟ ଅଧ୍ୟାପକ ଡ. ବିଜୟ ପଟ୍ଟନାୟକ

ଭାଷା ସାହିତ୍ୟର ଚିର ସମୃଦ୍ଧ ସ୍ୱାକ୍ଷର ଓ ଗଙ୍ଗାଧର ଓଡ଼ିଆ ସାହିତ୍ୟର ଅଭିମନ୍ୟୁ ରାଉରକେଲା, (ସସ୍ମିତା ପ୍ରଧାନ) : ଡ. ବିଜୟ ପଟ୍ଟନାୟକ ସାରସ୍ୱତ ସ୍ମୃତି ସଂସଦ ଆୟୋଜିତ ରାଜ୍ୟସ୍ତରୀୟ ଡ. ବିଜୟ ପଟ୍ଟନାୟକ ସ୍ମାରକୀ ବକ୍ତୃତାମାଳା 'ବିଜୟଶ୍ରୀ' ଆଜି ସେକ୍ଟର-୬ ସ୍ଥିତ ସରସ୍ୱତୀ ଶିଶୁ…
Read More...

ଗଙ୍ଗାଧର ମେହେର ଥିଲେ ଓଡ଼ିଆ କାବ୍ୟ ସାହିତ୍ୟର ଭଗୀରଥ ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗଙ୍ଗାଧର କେବଳ ଜଣେ କବି ନଥିଲେ । ପଶ୍ଚିମ ଓଡ଼ିଶାର ସାହିତ୍ୟିକ ଜାଗରଣ କ୍ଷେତ୍ରରେ ସେ ଥିଲେ ଅଗ୍ର ପଥିକ । ସେ କେବଳ ଓଡ଼ିଆ କାବ୍ୟକୁ ସୌନ୍ଦର୍ଯ୍ୟରେ ବିଭୂଷିତ କରିନଥିଲେ ; ସାଂସ୍କୃତିକ କ୍ଷେତ୍ରରେ ପ୍ରାକୃତିକ ଓଡ଼ିଶାର ଏକତ୍ୱକୁ ପ୍ରତିଷ୍ଠା ମଧ୍ୟ…
Read More...

ହୃଷିକେଶ ରାୟ ଡିଗ୍ରୀ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଛେଣ୍ଡ ସ୍ଥିତ ହୃଷୀକେଶ ରାୟ ଡିଗ୍ରୀ ମହାବିଦ୍ୟାଳୟଠାରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ରାଜ୍ୟସ୍ତରୀୟ ଆଲୋଚନା ଚକ୍ରରେ ଅତିଥି ଭାବେ ନିରାକାରପୁର ସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା…
Read More...

ରାଉରକେଲା ସାହିତ୍ୟ ସଂସଦର ଶିଶୁ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦର ତ୍ରୈମାସିକ ଶିଶୁ ମହୋତ୍ସୋବ ଛେଣ୍ଡସ୍ଥିତ ଧାମରା ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । କବି ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଓ ଅନିଲ କୁମାର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ…
Read More...