ଭୂପେନ ମହାପାତ୍ରଙ୍କ ଚେନାଏ ଗଳ୍ପ ପୁସ୍ତକ ଉନ୍ମୋଚନ ଓ ଆଲୋଚନା ସଭା
ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ସାମୁଖ୍ୟର ସଭାପତି ଭୂପେନ ମହାପାତ୍ରଙ୍କ ଚେନାଏ ଗଳ୍ପ ପୁସ୍ତକର ଅନାବରଣ ଉତ୍ସବ, ଶିଶୁ ସାହିତ୍ୟର ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନାଚକ୍ର, ଗଳ୍ପ ପଠନ ଓ କବିତା ପାଠୋତ୍ସବ!-->…
Read More...
Read More...