ସେକ୍ଟର -୨ କମ୍ୟୁନିଟ୍ ସେଣ୍ଟର୍ ଯୋଗକେନ୍ଦ୍ରର ବାର୍ଷିକ ଉତ୍ସବ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଦ୍ଵାରା ସଞ୍ଚାଳିତ ସେକ୍ଟର -୨ ସ୍ଥିତ କମ୍ୟୁନିଟ୍ ସେଣ୍ଟର୍ ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ ବରିଷ୍ଠ ଯୋଗ ଶିକ୍ଷକ ତଥା ଜିଲ୍ଲା ବିଏସ୍ଟି ପ୍ରଭାରୀ ନରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...