ଉତ୍କଳ ସମ୍ମିଳନୀ ଆନୁକୁଲ୍ୟରେ ମଧୁସୂଦନ ଜୟନ୍ତୀ ପାଳିତ
ରାଉରକେଲା, (ସସ୍ମିତା ଧ୍ରଧାନ) : ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ଆନୁକୁଲ୍ୟରେ ଷ୍ଟେସନ୍ ଛକ ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ସକାଳ ୮ଟା ସମୟରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶାଖାର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ଦାସଙ୍କ!-->…
Read More...
Read More...