Browsing Tag

rourakela news

ଦୋଳପୂର୍ଣ୍ଣିମାରେ ମେଳଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ ପୁଷ୍ପାଞ୍ଜଳି ସେବା ସମିତି ଦ୍ଵାରା ଆୟୋଜିତ ପବିତ୍ର ଦୋଳପୂର୍ଣ୍ଣିମାରେ ମେଲଣ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟି ବ୍ରଜେନ୍ଦ୍ର ଦାଶଙ୍କ
Read More...

ଡ. ଶଶିକାନ୍ତ ଆଚାର୍ଯ୍ୟଙ୍କ ସ୍ମୃତି ଚାରଣ ସଭା ଓ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାନବ ସେବା ପ୍ରତିଷ୍ଠାନର ପ୍ରତିଷ୍ଠାତା ପ୍ରଫେସର ଡ. ଶଶିକାନ୍ତ ଆଚାର୍ଯ୍ୟଙ୍କ ପ୍ରଥମ ବାର୍ଷିକ ସ୍ମୃତି ଚାରଣ ସଭା ଓ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ପ୍ରତିଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ସଭାପତି ଅଞ୍ଜନ କୁମାର
Read More...

ବିଶ୍ଵ ମହିଳା ଦିବସ ପାଳିତ

ନାରୀ ହେଉଛି ତ୍ୟାଗର ମୂର୍ତ୍ତି ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀ ଶ୍ରୀ ରବିଶଙ୍କର ବିଦ୍ୟାମନ୍ଦିର (ଏସ୍‌ଏସ୍‌ଆର୍‌ଭିଏମ୍) ଦ୍ଵାରା ପରିଚାଳିତ ସେକ୍ଟର ୨୦ ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଓ ସେକ୍ଟର ୧୯ ସ୍ଥିତ ଇସ୍ପାତ ବିଦ୍ୟାମନ୍ଦିରର ମିଳିତ ଆନୁକୂଲ୍ୟରେ ବିଶ୍ୱ ମହିଳା ଦିବସ
Read More...

ଟେଟ୍ରା ପ୍ୟାକ ମଦ ପ୍ରଚଳନ ପାଇଁ ଓଡ଼ିଶା ସରକାରଙ୍କ ନିଷ୍ପତ୍ତିକୁ ଏଆଇଏମ୍‌ଏସ୍‌ଏସ୍‌ର ବିରୋଧ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ପ୍ରତି ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଅତ୍ୟନ୍ତ ଉଦବେଗଜନକ ଅବସ୍ଥାରେ ପହଞ୍ଚି ଥିବାବେଳେ ସରକାରଙ୍କ ଟେଟ୍ରା ପ୍ୟାକ୍ ମଦ ପ୍ରଚଳନ ନିଷ୍ପତ୍ତି ରାଜ୍ୟବାସୀଙ୍କୁ ଏହା ଶଙ୍କାଗ୍ରସ୍ତ କରିଛି । ନାରୀ ଓ ଶିଶୁ ନିର୍ଯ୍ୟାତନାରେ ଓଡ଼ିଶା ଦେଶରେ ପ୍ରଥମ
Read More...

ପ୍ରଗତି ଉତ୍କଳ ସଂଘ ପକ୍ଷରୁ ବିଜୁ ପଟ୍ଟନାୟକ ଜୟନ୍ତୀ ଓ କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ "ପ୍ରଗତି ଉତ୍କଳ ସଂଘ" ଆନୁକୂଲ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମଜୟନ୍ତୀ ସହ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ
Read More...

ରାଷ୍ଟ୍ରଭାଷା ପରୀକ୍ଷା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲା ଆନୁକୂଲ୍ୟରେ ଦୀପିକା ଇସ୍ପାତ ଶିକ୍ଷା ସଦନ, ସେକ୍ଟର ୧୮ ଠାରେ ରାଷ୍ଟ୍ରଭାଷା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରଭାଷା ପ୍ରଚାର ସମିତି, ୱର୍ଦ୍ଧା ଅନ୍ତର୍ଗତ ରାଷ୍ଟ୍ରଭାଷା ପ୍ରାଥମିକ,
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ବିଜୁ ପଟ୍ଟନାୟକ ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଏବଂ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ଓ ସାଂସ୍କୃତିକ ମହୋତ୍ସବ ୨୦୨୬ ଅନୁଷ୍ଠାନର ସଂପାଦକ ଅରୁଣ କୁମାର
Read More...

ବିଜୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଲା ସଚେତନ ନାଗରିକ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଠାରେ ରାଉରକେଲା ସଚେତନ ନାଗରିକ ମଞ୍ଚ ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ମଞ୍ଚର ସଭାପତି ଇଂ ବିମଳ କୁମାର ବିଶି ଓ ସାଧାରଣ ସମ୍ପାଦକ ପି ପି ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଏକ ସ୍ଥାୟୀ ଭବିଷ୍ୟତ ପାଇଁ ସ୍ମାର୍ଟ ଇଞ୍ଜିନିୟରିଂ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଇନଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଭାରତ), ରାଉରକେଲା ଲୋକାଲ୍ ସେଣ୍ଟର ଦ୍ୱାରା ରାଉରକେଲା ଲୋକାଲ୍ ସେଣ୍ଟର ବିଲ୍ଡିଂ, ଏନ୍ଆଇଟି କ୍ୟାମ୍ପସ, ରାଉରକେଲାରେ "ଏକ ସ୍ଥାୟୀ ଭବିଷ୍ୟତ ପାଇଁ ସ୍ମାର୍ଟ ଇଞ୍ଜିନିୟରିଂ" ଶୀର୍ଷକ ଉପରେ ଅନଲାଇନ୍ ଏବଂ ଅଫ୍ଲାଇନ୍
Read More...

ରାଉରକେଲା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ

ସରୋଜ ନାରାୟଣ ମହାପାତ୍ର ନିର୍ବାଚନ ଅଧିକାରୀ ନିଯୁକ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ (ଓ ଏସ ବି ସି) ନିର୍ଦ୍ଦେଶ କ୍ରମେ ଓଡ଼ିଶାର ସମସ୍ତ ଓକିଲ ସଂଘର ଆଗାମୀ ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା ମାର୍ଚ୍ଚ
Read More...