Browsing Tag

rourakela news

ଏକତା ଫାଉଣ୍ଡେସନ ଟ୍ରଷ୍ଟର ବନ୍ଧୁମିଳନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ମହିଳା ସାମାଜିକ ଅନୁଷ୍ଠାନ ଏକତା ଫାଉଣ୍ଡେସନ ଟ୍ରଷ୍ଟର ବନ୍ଧୁମିଳନ କାର୍ଯ୍ୟକ୍ରମ ଝିରପାଣିଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତୀ ମହାନ୍ତିଙ୍କ ଅଧ୍ୟକ୍ଷତା ଓ ସୁଲତା ପତି, ପ୍ରିୟଦର୍ଶିନୀ ଦାସଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ଆରାଧ୍ୟାର ପଞ୍ଚମ ବାର୍ଷିକୋତ୍ସବ ଆୟୋଜିତ

ମା' ସଦାସର୍ବଦା ନମସ୍ୟ ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦାସ୍ଥିତ ଉତ୍କଳ ବିହାର ମହିଳା ସମିତି 'ଆରାଧ୍ୟା' ର ପଞ୍ଚମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆରାଧ୍ୟାର ସଭାପତି ହରପ୍ରିୟା ପଟ୍ଟନାୟକଙ୍କ ସଭାପତିତ୍ୱ, ସମ୍ପାଦିକା ପ୍ରେମଲତା ମହାନ୍ତିଙ୍କ ଆବାହକତ୍ଵ ଓ ସବିତା
Read More...

କଲ୍ୟାଣୀ ବସ୍ତି ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବି : ପ୍ରଶାନ୍ତ ସେଠୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ନିର୍ବାଚନ ମଣ୍ଡଳୀର ଆଶାୟୀ ବିଧାୟକ ପ୍ରାର୍ଥୀ ତଥା ସମାଜସେବୀ ପ୍ରଶାନ୍ତ ସେଠୀଙ୍କ ନେତୃତ୍ୱରେ ଆସ ଆମେ ବସ୍ତିକୁ ଯିବା ଅଭିଯାନ ଆଜି କଲ୍ୟାଣୀ ବସ୍ତି ପରିକ୍ରମା କରିଥିଲେ । ଏହି ଅବସରରେ ଉପସ୍ଥିତ ବସ୍ତି ବାସିନ୍ଦାଙ୍କ ସହ ବିଭିନ୍ନ
Read More...

ଫାଇଭ-ଟି ଅଧ୍ୟକ୍ଷଙ୍କ ସହ ରାଉରକେଲା ବିକାଶ ମଞ୍ଚର ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ ତିନି ତାରିଖ ଦିନ ଫାଇଭ-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ରାଉରକେଲା ବିକାଶ ମଞ୍ଚର ଆବାହକ ଡଃ ସୁମନ ଦତ୍ତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲ୍ଲା କଲେକ୍ଟରିଏଟଠାରେ ଭେଟି ରାଉରକେଲାର ଉନ୍ନତି ପାଇଁ ବିସ୍ତୃତ
Read More...

ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ଶାରଳା ପରିବାରର ମିଳିତ ଆନୁକୂଲ୍ୟରେ ଆମ୍ବାଗାନ ଛକଠାରେ ସଡ଼କ ସୁରକ୍ଷା ଶିବିର ଆୟୋଜିତ ହୋଇଯାଇଛି । ପରିବହନ ବିଭାଗର ଅଧିକାରୀ ମାନସ ରଞ୍ଜନ ପୃଷ୍ଟିଙ୍କ ଅଧ୍ୟକ୍ଷତା ଓ ଶାରଳା
Read More...

ବିଭିନ୍ନ ସଂଗଠନର କର୍ମକର୍ତ୍ତାଙ୍କ ସହ ଦିଲ୍ଲୀପ ରାୟଙ୍କ ସାକ୍ଷାତ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ରାଉରକେଲା ଗସ୍ତ ଅବସରରେ ସହରର ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହ ଭେଟ କରିଥିଲେ । ଅନୁଷ୍ଠାନର କର୍ମକର୍ତ୍ତାମାନେ ଶ୍ରୀ ରାୟଙ୍କୁ ପୁଷ୍ପଗୁଛ ଦେଇ ନବବର୍ଷର ଶୁଭେଚ୍ଛା ଜଣାଇବା ସହ ସହରର ବିଭିନ୍ନ
Read More...

ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ନବବର୍ଷ ଦିନ ଭଳି ଚଳିତ ବର୍ଷ ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ
Read More...

ସ୍ୱର୍ଗତ ବାସୁଦେବ ନାୟକଙ୍କ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଜଣାଶୁଣା ସମାଜସେବୀ ତଥା ରାଉରକେଲା ଯାଦବ ସମାଜର ଦକ୍ଷ ସଂଗଠକ ସ୍ୱର୍ଗତ ବାସୁଦେବ ନାୟକଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ବିଦ୍ୟାଧର ବାରିକ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ସେକ୍ଟର ୧୪ସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ପ୍ରାଙ୍ଗଣରେ
Read More...

ଖ୍ରୀଷ୍ଟିଆନ ଆସୋସିଏସନ୍‌ର ୪୦ତମ ଖ୍ରୀଷ୍ଟମାସ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ଖ୍ରୀଷ୍ଟିଆନ ଆସୋସିଏସନ୍ ତରଫରୁ ଦୁଇ ଦିନ ଧରି ଖ୍ରୀଷ୍ଟମାସ ମିଳନ ମିଶନ ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ପ୍ରାକ୍ତନ କାଉନସିଲର ରସିଦ ଆସ୍‌ଲମ୍‌ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଅନୁଷ୍ଠାନର ସଭାପତି ଅଜୟ ଖାଲଖୋ ସ୍ୱାଗତ ଭାଷଣ
Read More...

ସେକ୍ଟର ୬ ସରକାରୀ ହାଇସ୍କୁଲରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ସ୍ଥିତ ସରକାରୀ ହାଇସ୍କୁଲର ୪୮ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ସ୍କୁଲ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା ମହାପାତ୍ରଙ୍କ ସଭାପତିତ୍ୱ ଓ ଶିକ୍ଷକ ନିରଞ୍ଜନ ପରିଡ଼ାଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...