ଆସ୍ଥାର ମହିଳା ଦିବସ ଆସନ୍ତା ୧୬ ରେ
ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସୀକୃତି ପ୍ରାପ୍ତ ରାଉରକେଲାର ଅଗ୍ରଣୀ ସାମାଜିକ ଓ ସଂସ୍କୃତିକ ଅନୁଷ୍ଠାନ ଆସ୍ଥା ତରଫରୁ ସ୍ଥାନୀୟ ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଉକ୍ତ ସମ୍ମିଳନୀରେ ଅନୁଷ୍ଠାନ ପକ୍ଷରୁ ଏକ!-->…
Read More...
Read More...