Browsing Tag

rourakela news

ରୋଟାରୀଆନ ତଥା ମନୋଚିକିତ୍ସକ ପ୍ରିତୀ ସାଇନୀଙ୍କ ବିଭିନ୍ନ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ମିଡଟାଉନ ଜାମସେଦପୁରର ରୋଟାରୀଆନ ତଥା ମନୋଚିକିତ୍ସକ ପ୍ରିତୀ ସାଇନୀଙ୍କ ରାଉରକେଲା ଗସ୍ତ ଅବସରରେ ସହରର ବିଭିନ୍ନ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାବ ବିନିମୟ ସହ ସଚେତନତା ବାର୍ତ୍ତା ବାଣ୍ଟିଥିଲେ । ଏହି କ୍ରମରେ ସେକ୍ଟର
Read More...

ପ୍ରଥମ ଇସ୍ପାତ ନାଟକ ମହୋତ୍ସବର ଚତୁର୍ଥ ସନ୍ଧ୍ୟା : ଉପହାର ତରଫରୁ ନାଟକ ଇଶ୍ଵର ଆଲ୍ଲା ତେରା ନାମ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ରାଉରକେଲା ଦ୍ଵାରା ଆୟୋଜିତ ପ୍ରଥମ ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୩ ଚତୁର୍ଥ ସନ୍ଧ୍ୟାରେ ନାଟ୍ୟାନୁଷ୍ଠାନ ଉପହାର ତରଫରୁ ନାଟକ ଇଶ୍ଵର ଆଲ୍ଲା ତେରା ନାମ ମଞ୍ଚସ୍ଥ ହୋଇଥିବା ବେଳେ ନାଟକକୁ ସୂର୍ଯ୍ୟକାନ୍ତ ସାହୁ ରଚନା ଓ ନିର୍ଦ୍ଦେଶନା ସୂର୍ଯ୍ୟ ନାରାୟଣ
Read More...

ପ୍ରଖ୍ୟାତ କବି ସନତ୍ ରାୟଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ

ରାଉରକେଲା, (ସସ୍ମିତା ପ୍ରଧାନ) : କବି ସନତ୍ ରାୟ ଥିଲେ ସମାଜବାଦୀ ଚେତନାର ନାନ୍ଦୀକାର । ସନତ୍ ରାୟ ସ୍ମୃତି କମିଟି ଆନୁକୂଲ୍ୟରେ କଲ୍‌ଚରାଲ୍‌ ଏକାଡେମୀ ପରିସରରେ ପ୍ରଖ୍ୟାତ ପୁରୁଷ ସନତ୍‌ ରାୟଙ୍କ ତିରୋଧାନ ଦିବସ ଓ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ସଭାରେ ମୁଖ୍ୟ
Read More...

ଶ୍ରଦ୍ଧା ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଦିବ୍ୟାଙ୍ଗଙ୍କ ପ୍ରତି ସାମାଜିକ ପ୍ରତିବଦ୍ଧତା ରଖି କାର୍ଯ୍ୟ କରୁଥିବା ଶ୍ରଦ୍ଧା ଅନୁଷ୍ଠାନ ଓ ଟିପିଡବ୍ଲ୍ୟୁଓଡିଏଲ ପକ୍ଷରୁ ଭଞ୍ଜଭବନ ପରିସରରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଆଇନଜୀବୀ ଗିରୀଶ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ
Read More...

ଜାତୀୟ ପ୍ରଦୂଷଣ ନିରାକରଣ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଦୂଷଣ ତଥା ପଲିଥିନ ମୁକ୍ତ ସ୍ୱଚ୍ଛ ସବୁଜ ପରିବେଶ ଗଠନ, ପରିବେଶ ସୁରକ୍ଷା, ନୂତନ ବନୀକରଣ ଆଦି ଉଦ୍ଦେଶ୍ୟରେ ଦୀର୍ଘଦିନ ଧରି ସୁନ୍ଦରଗଡ଼ ଜିଲ୍ଲାରେ କାର୍ଯ୍ୟ କରି ଆସୁଥିବା ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ "ସାଥୀ" ଏବଂ ରାଜ୍ୟ ପ୍ରଦୂଷଣ
Read More...

ଡିସେମ୍ବର ୨୯ ପାଚକ ପାଚିକା ମହାସଂଘ ପକ୍ଷରୁ ଭୁବନେଶ୍ଵରଠାରେ ବିରାଟ ଗଣ ବିକ୍ଷୋଭ ଓ ଧାରଣା

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚକ ପାଚିକା ମହାସଂଘ ରାଉରକେଲା ଶାଖା ପକ୍ଷରୁ ସେକ୍ଟର -୭ ବି/୪୦ ରାଉରକେଲାର ସିଅର କାର୍ଯ୍ୟାଳୟ ଠାରେ ଏକ ସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ଓଡିଶା ମହାସଂଘର ସଭାପତି ଯୋଗେନ୍ଦ୍ର ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ ।
Read More...

ପ୍ରଥମ ଇସ୍ପାତ ନାଟକ ମହୋତ୍ସବର ପ୍ରଥମ ସନ୍ଧ୍ୟା : ପ୍ରତିଧ୍ୱନୀ ତରଫରୁ ପେଇଂଗେଷ୍ଟ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ରାଉରକେଲା ଦ୍ଵାରା ଆୟୋଜିତ ପ୍ରଥମ ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୩ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଆରମ୍ଭ ହୋଇଛି । ପ୍ରଥମ ସନ୍ଧ୍ୟାରେ ନାଟ୍ୟାନୁଷ୍ଠାନ ପ୍ରତିଧ୍ଵନି ତରଫରୁ ନାରୀ ନିର୍ୟାତନା ଉପରେ ଆଧାରିତ ନାଟକ ପେଇଂଗେଷ୍ଟ ମଞ୍ଚସ୍ଥ ହୋଇଥିବା ବେଳେ
Read More...

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାକୁ ରାଉରକେଲାରେ କାର୍ଯ୍ୟକ୍ଷମ କରାଯାଉ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଉଚ୍ଚ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ପାଇଁ ଓଡିଶା ଗୃହ ନିର୍ମାଣ ସଂସ୍ଥାର ରାଉରକେଲା ସ୍ଥିତ ପ୍ରକଳ୍ପ କାର୍ଯ୍ୟାଳୟ ବନ୍ଦ ହେବାକୁ ଯାଉଛି । ୧୯୭୫ ମସିହାରେ ଆରମ୍ଭ ହୋଇଥିବା ଅଫିସ ରାଉରକେଲା ସ୍ଥିତ ବାସନ୍ତି କଲୋନୀରେ ୨୩୭୬, ଛେଣ୍ଡ ଫେଜ୍‌
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ରାଉରକେଲା ବିକାଶ ମଞ୍ଚର ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ ଅବସରରେ ରାଉରକେଲା ହାଉସ୍‌ଠାରେ ରାଉରକେଲା ବିକାଶ ମଞ୍ଚର ଆବାହକ ଡଃ ସୁମନ ଦତ୍ତଙ୍କ ନେତୃତ୍ୱରେ ବରିଷ୍ଠ ସଦସ୍ୟମାନେ ସାକ୍ଷାତ କରିଥିଲେ । ଆଲୋଚନା କାଳରେ ରାଉରକେଲା ବିମାନର
Read More...

ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ପରିବେଶ ସ୍ଵଚ୍ଛତା ଅଭିଯାନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର -୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ଦ୍ଵାରା (ନୂଆ- ଓ) ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଦ୍ଵାରା  ଆୟୋଜିତ ସାମାଜିକ ସଚେତନତା
Read More...