Browsing Tag

rourakela news

ରାଉରକେଲାରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବିଜେପି କାର୍ଯ୍ୟାଳୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକଙ୍କୁ ସୂଚନା ପ୍ରଦାନ କରି ଉପୋରକ୍ତ ମନ୍ତବ୍ୟ ସହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୯ ବର୍ଷର ଶାସନରେ ଭାରତ ବିଶ୍ୱର ୫ନଂ
Read More...

ବିମାନ ବନ୍ଦର ଉନ୍ନତିକରଣ ପାଇଁ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସାହିତ୍ୟ, ସଂସ୍କୃତି ଓ ଓଡ଼ିଆ ଭାଷା ବିଭାଗର ମନ୍ତ୍ରୀ ଅଶ୍ୱିନୀ କୁମାରଙ୍କ ରାଉରକେଲା ଗସ୍ତ ଅବସରରେ ରାଉରକେଲା ବିମାନ ବନ୍ଦରର ଉନ୍ନତିକରଣ, ଇଷ୍ଟକୋଷ୍ଟ ରେଳବାଇ ଅଧୀନରେ ଏକ ନୂତନ ରେଳବାଇ ଡିଭିଜନର ପ୍ରତିଷ୍ଠା, ସରକାରୀ ମହାବିଦ୍ୟାଳୟଠାରେ ଏକକ
Read More...

ନୂଆଁଖାଇ ଜୁହାର ଭେଟ ୨୦୨୩

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡ଼ିଶା ଦଳିତ ବିକାଶ ପରିଷଦ ଆନୁକୂଲ୍ୟରେ ନୂଆଁଖାଇ ଜୁହାର ଭେଟ୍‌ ୨୦୨୩ ସେକ୍ଟର ୬ବି ବ୍ଲକ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଇଂ ବିମଳ କୁମାର ବିଶିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଶିବପ୍ରସାଦ ନନ୍ଦଙ୍କ ଆବାହକତ୍ୱରେ
Read More...

ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ର ବୈଠକରେ ମନମୋହନ ସାମଲଙ୍କ କର୍ଣ୍ଣ ମନ୍ତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ରରେ ବୈଠକ ସେକ୍ଟର -୨ ସ୍ଥିତ ସେହନାଇ ମଣ୍ଡପଠାରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୂଖ୍ୟ ଅତିଥି ଭାବେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ
Read More...

ଶିକ୍ଷାବିତ୍ ପ୍ରବୀର କୁମାର ଦୁବେଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଜଣେ ଜଣାଶୁଣା ଶିକ୍ଷାବିତ୍ ରାଉରକେଲାର ଗର୍ବ ବିଦ୍ୟୁତ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ । ଶିକ୍ଷକ ପ୍ରବୀର କୁମାର ଦୁବେଙ୍କୁ ଇସ୍ପାତ ସାହିତ୍ୟ ଖଟିରେ ଶିକ୍ଷା ନିବୃତ ଭାବେ ଓ ନୂତନ
Read More...

ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କୁ ରାଉରକେଲାଠାରେ ଭବ୍ୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ରାଉରକେଲା ଗ୍ରସ୍ତ ଅବସରରେ ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ୍‌ ପକ୍ଷରୁ ସ୍ଥାନୀୟ ପାନ୍ଥ ନିବାଶଠାରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଅଛି । ଅନୁଷ୍ଠାନର ସମ୍ପାଦକ ତଥା
Read More...

ଖଡ୍ଗ ଭବନ ପରିଦର୍ଶନରେ ମନମୋହନ ଓ ଜୁଏଲ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ରାଉରକେଲା ଗସ୍ତ ଅବସରରେ ସହରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଥିବାବେଳେ ସେ ଓ ତାଙ୍କ ସହ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ ସେକ୍ଟର ୩ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଖଡ୍ଗ ଭବନକୁ ବୁଲି ଆସିଥିଲେ । ଏଠାରେ ଉଭୟ
Read More...

ଉତ୍କଳ ସାଂସ୍କୃତିକ ପରିଷଦର ୩୩ତମ ବୋଇତ ବନ୍ଦାଣ ଉତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ଉତ୍କଳ ସାଂସ୍କୃତିକ ପରିଷଦରେ ହେବାକୁ ଥିବା ୩୩ତମ ବୋଇତ ବନ୍ଦାଣ ଉତ୍ସବ ପାଇଁ ଆସନ୍ତା ୨୫ ଓ ୨୬ ତାରିଖ ଦୁଇ ଦିନ ଧରି ସେକ୍ଟର ୨ ଦୁର୍ଗା ପୂଜା ପଡିଆଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର କରାଯାଇଛି ବୋଲି ସେକ୍ଟର ଦୁଇ
Read More...

ଚା’ ପେ ଚର୍ଚ୍ଚାରେ ରାଜ୍ୟ ସଭାପତି ମନମୋହନ ସାମଲ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଆମ୍ବଗାନ ନିକଟସ୍ଥ ଇସ୍ପାତ ମାର୍କେଟଠାରେ ଚା' ପେ ଚର୍ଚ୍ଚା କାର୍ଯ୍ୟକ୍ରମ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଅଂଶ ଗ୍ରହଣ କରିଥିଲେ । ସେ ପ୍ରତି ଦୋକାନକୁ ଯାଇ ଦୋକାନୀଙ୍କୁ ଓ କିଣିବା ପାଇଁ ଆସିଥିବା
Read More...

ରାଉରକେଲା କଲେଜରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନାର ସଂଯୁକ୍ତ ଶାଖା ଏବଂ ୟୁଥ୍ ରେଡ଼କ୍ରସ୍ ଶାଖାର ମିଳିତ ଆନୁକୂଲ୍ୟରେ 'ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି ।
Read More...