Browsing Tag

rourakela news

ଖଣ୍ଡାୟତ କ୍ଷତ୍ରିୟ ଚଷା ପାଇକ ସମାଜର ଜାତୀୟ ସମାବେଶ : ସମସ୍ତଙ୍କ ମଧ୍ୟରେ ଐକ୍ୟବଦ୍ଧତା ଓ ଭାତୃତ୍ୱଭାବ ସୃଷ୍ଟି ପାଇଁ…

ରାଉରକେଲା, (ସସ୍ମିତା ପ୍ରଧାନ) : ପୁରୀ ଲୋକନାଥ ରୋଡ ସ୍ଥିତ ଶ୍ରୀ ନୀଳାଚଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ପରିସରରେ ରାଷ୍ଟ୍ରିୟ ସର୍ଦ୍ଦାର ପଟେଲ ବିଚାର ମଞ୍ଚ ଓ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ଚଷା ପାଇକ ସମାଜର ତରଫରୁ ଏକ ଜାତୀୟ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପୁରୀ ଜିଲ୍ଲା…
Read More...

ଲାଠିକଟା ଲାମ୍ପସର ମିଳିତ ଆନୁକୂଲ୍ୟରେ ହନୁମାନ ବାଟିକା ଓ ସରନା ପୂଜାସ୍ଥଳଠାରେ ସ୍ୱଚ୍ଛ ଭାରତ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଅବସରରେ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ, ରାଉରକେଲା ଏବଂ ଲାଠିକଟା ଲାମ୍ପସର ମିଳିତ ଆନୁକୂଲ୍ୟରେ ହନୁମାନ ବାଟିକା ଓ ସରନା ପୂଜାସ୍ଥଳଠାରେ ସ୍ୱଚ୍ଛ ଭାରତ ଅଭିଯାନର ସଂକଳ୍ପରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ…
Read More...

ଷଢେ଼ଇକଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ ପ୍ରସ୍ତୁତି

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋଟିଏ ପଟେ ଶ୍ରୀକ୍ଷେତ୍ର ପୁରୀ ଜିଲ୍ଲାର ନିକଟସ୍ଥ ଅର୍କକ୍ଷେତ୍ର କୋଣାର୍କରୁ ଆସିଥିବା ବଢ଼େଇ ଦଳ ଅହରହ ଲାଗିଛନ୍ତି ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ନୂଆ ରଥ ନିର୍ମାଣରେ ତ ଅନ୍ୟ ପଟେ ସ୍ଥାନୀୟ ଚିତ୍ରକାର ଓ ରଙ୍ଗଶିଳ୍ପୀମାନେ ଆରମ୍ଭ କରିଛନ୍ତି ଐତିହାସିକ…
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବପୂରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀ ଓ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ଵରେ ଆୟୋଜିତ ଏହି…
Read More...

ଓଡ଼ିଶା ଯୁବ ସଂଘ ପକ୍ଷରୁ ତିରଙ୍ଗା ଶୋଭାଯାତ୍ରା

ରାଉରକେଲା, (କେପିଏନ୍‌ଏସ୍‌) : ଜମ୍ମୁ କାଶ୍ମୀରର ପହଲଗାମରେ ବର୍ବର ଆତଙ୍କବାଦୀ ଆକ୍ରମଣରେ ନିରୀହ ପର୍ଯ୍ୟଟକମାନେ ପ୍ରାଣ ହରାଇଥିଲେ । ଏହି ଆକ୍ରମଣର କଡ଼ା ଜବାବ ଦେବା ପାଇଁ ଭାରତୀୟ ସେନା ପକ୍ଷରୁ ହୋଇଥିବା ଅପରେସନ ସିନ୍ଦୂର ଦ୍ଵାରା ପାକିସ୍ତାନର ଆତଙ୍କବାଦୀମାନଙ୍କୁ କଡ଼ା ଜବାବ ଦିଆଯାଇ…
Read More...

ଅପରେସନ ସିନ୍ଦୂରର ସଫଳତା ଓ ଆତଙ୍କବାଦ ବିରୁଦ୍ଧରେ ଦେଶର ପ୍ରତିବଦ୍ଧତାକୁ ତ୍ରିରଙ୍ଗା ପଦଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ଅପରେସନ ସିନ୍ଦୂରର ସଫଳତାରେ ଭାରତର ବୀର ସୈନିକମାନଙ୍କ ସୋର୍ଯ୍ୟ ସମ୍ମାନ ଦେବା ଓ ଆତଙ୍କବାଦ ବିରୁଦ୍ଧରେ ଦେଶର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରିବା ଉଦ୍ଦେଶ୍ୟରେ ଆଜି ରଘୁନାଥପାଲୀ ନିର୍ମଳ ମୁଣ୍ଡା ମଣ୍ତଳ ସଭାନେତ୍ରୀ ରଞ୍ଜିତା କିସପୋଟାଙ୍କ ନେତୃତ୍ୱରେ…
Read More...

ବରିଷ୍ଠ ସାହିତ୍ୟିକ ଓ ସଙ୍ଗଠକ ନିତ୍ୟାନନ୍ଦ ନାୟକଙ୍କ ପରଲୋକ : ବିଭିନ୍ନ ବ୍ୟକ୍ତିଙ୍କ ପକ୍ଷରୁ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୂରାତନ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦର ପୂର୍ବତନ ସାଧାରଣ ସମ୍ପାଦକ ନିତ୍ୟାନନ୍ଦ ନାୟକଙ୍କର ଗୁରୁବାର ରାତ୍ରରେ ଭୁବନେଶ୍ୱରରେ ସ୍ଥିତ ଆପୋଲ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ…
Read More...

ଅପରେସନ ସିନ୍ଦୂରର ସଫଳତା ଓ ଆତଙ୍କବାଦ ବିରୁଦ୍ଧରେ ଦେଶର ପ୍ରତିବଦ୍ଧତାକୁ ତ୍ରିରଙ୍ଗା ପଦଯାତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅପରେସନ ସିନ୍ଦୂରର ସଫଳତାରେ ଭାରତର ବୀର ସୈନିକ ମାନଙ୍କ ସୋର୍ଯ୍ୟକୁ ସମ୍ମାନ ଦେବା ଓଆତଙ୍କବାଦ ବିରୁଦ୍ଧରେ ଦେଶର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରିବା ଉଦ୍ଦେଶ୍ୟରେ ରଘୁନାଥପାଲୀ ମଧୁବାବୁ ମଣ୍ଡଳର ସଭାନେତ୍ରୀ ମମତା ରାଉତଙ୍କ ନେତୃତ୍ୱରେ ଏବଂ ଜିଲ୍ଲା…
Read More...

ଯୋଗ କେନ୍ଦ୍ରର ୨ୟ ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଦ୍ଵାରା ସଂଚାଳିତ ସେକ୍ଟର ୧୮ ସ୍ଥିତ ସୋସିଆଲ ହୋମ ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଅରବିନ୍ଦ ପଣ୍ଡାଙ୍କ ପୌରହିତ୍ୟରେ ଯଜ୍ଞ କାର୍ଯ୍ୟ କରାଯାଇ ସମସ୍ତଙ୍କ ମଙ୍ଗଳ କାମନା…
Read More...

ଉଦ୍‌ଘୋଷିକା ମୀନାକ୍ଷୀ ଧରଙ୍କ ଚତୁର୍ଥ ଶ୍ରଦ୍ଧାଞ୍ଜଳି ସଭା

ଆତ୍ମ ନିରୀକ୍ଷଣ ନକଲେ ମାନବୀୟ ମୂଲ୍ୟବୋଧ ଆସିବ ନାହିଁ : ଡ. ପ୍ରଧାନ ରାଉରକେଲା, (ସସ୍ମିତା ପ୍ରଧାନ) : ଆତ୍ମ ନିରୀକ୍ଷଣ ନକଲେ ମାନବୀୟ ମୂଲ୍ୟବୋଧ ଆସିବ ନାହିଁ । ନୈତିକ ମୂଲ୍ୟବୋଧ ଓ କର୍ତ୍ତବ୍ୟ ବୁଝିପାରିଲେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ସମ୍ଭବ ବୋଲି ମିନାକ୍ଷୀ ଧର ଶ୍ରଦ୍ଧାଞ୍ଜଳି…
Read More...