Browsing Tag

rourakela news

ଆସନ୍ତା ୨ରେ ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ଏହାର ସୁବର୍ଣ୍ଣ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ମାସ ୨୧ ଓ ୨୨ ତାରିଖରେ ପାଳନ କରିବାକୁ ଯାଉଛି । ଏଥିପାଇଁ ଏକ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ଅଗଷ୍ଟ ୨ ତାରିଖ ରବିବାର ଦିନ ପୂର୍ବାହ୍ନ ସାଢେ଼ ୯ ଟାରେ ମହାବିଦ୍ୟାଳୟ
Read More...

ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡାଙ୍କ ପ୍ରବଚନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସି ବ୍ଲକ୍ ସ୍ଥିତ ଗୁଣ୍ଡିଚା ମନ୍ଦିର କମିଟି ତରଫରୁ ଏକ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ହେରାପଞ୍ଚମୀ ଉପଲକ୍ଷେ ଏହି ପ୍ରବଚନ କାର୍ଯ୍ୟକ୍ରମରେ ବିଶିଷ୍ଟ ଆଧ୍ୟାତ୍ମିକ ପ୍ରବଚକ ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡା ଯୋଗଦେଇ
Read More...

ରାଉରକେଲା କଲେଜରେ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ସଭାଗୃହରେ 'ଶୃଙ୍ଖଳା, ସଂଯମତା ଓ ଛାତ୍ର ଜୀବନ' ଶୀର୍ଷକକୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡଃ ରବୀନ୍ଦ୍ର
Read More...

ଏନ୍ଆଇଟି ରାଉରକେଲା ସ୍ୱାସ୍ଥ୍ୟସେବା ପ୍ରୟୋଗ ପାଇଁ ସ୍ଥାୟୀ ଜୈବ-କମ୍ପୋଜିଟ୍ ଫିଲ୍ମ ତିଆରି କରିଛି

ରାଉରକେଲା, (ସସ୍ମିତା ପ୍ରଧାନ) : ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ରାଉରକେଲା (ଏନ୍ଆଇଟି ରାଉରକେଲା)ର ବାୟୋଟେକ୍ନୋଲୋଜି ଏବଂ ମେଡିକାଲ ଇଞ୍ଜିନିୟରିଂ ବିଭାଗର ଗବେଷକମାନେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସାଧାରଣତଃ ବ୍ୟବହୃତ ପ୍ଲାଷ୍ଟିକ୍ ସାମଗ୍ରୀକୁ ବଦଳାଇବା ପାଇଁ ଏକ ନୂତନ
Read More...

କୁମାରୀରୁ ନାରୀ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଇନର୍ ହ୍ୱିଲ୍ କ୍ଲବ୍ ଅଫ୍ ରାଉରକେଲା ମିଡ୍‌ଟାଉନ୍ ପକ୍ଷରୁ ଉଦିତନଗର ସରକାରୀ ଉଚ୍ଚ ବିଦ୍ୟାଳୟରେ "କୁମାରୀରୁ ନାରୀ" ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଛାତ୍ରୀ ଯୋଗଦେଇ ଋତୁସ୍ରାବ ସ୍ୱଚ୍ଛତା,
Read More...

ରାଉରକେଲା ଭାଇବ୍ରାଣ୍ଟର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏନ୍ଆଇଟି ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ୍ ସହ ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇ ବୃକ୍ଷର ଉପକାରିତା ଓ ଆବଶ୍ୟକତା ସମ୍ପର୍କରେ
Read More...

ରାଉରକେଲାରେ ସି ପି ଆଇଏମ୍‌ର ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଟ୍ ପେପର ଲିକ୍ ଓ ପରବର୍ତ୍ତୀ ସମୟରେ ଉକ୍ତ ଘଟଣାକୁ ନେଇ ଦେଶର ୨୧ ଜଣ ମେଧାବୀ ଛାତ୍ରଛାତ୍ରୀ ଆତ୍ମହତ୍ୟା ଘଟଣାରେ ଉତ୍ତରଦାୟିତ୍ୱ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୁରନ୍ତ ଇସ୍ତଫା ଦେବା ଦାବିରେ ଦେଶର ବିଶିଷ୍ଟ ସାମାଜିକ କର୍ମୀ
Read More...

ସୁଚରିତା ସିଲେଇ ଶିକ୍ଷା କେନ୍ଦ୍ର ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ନାୟିକା ରାଉରକେଲା ପକ୍ଷରୁ ସେକ୍ଟର ୭ ସ୍ଥିତ ନିଜସ୍ଵ କାର୍ଯ୍ୟାଳୟ ଠାରେ ସୁଚରିତା ସିଲେଇ ଶିକ୍ଷା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ କନକଲତା ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି
Read More...

କବି ଦିବାକର ଦାସଙ୍କ ‘ଭାବ ବୀଥିକା’ ପୁସ୍ତକ ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେକ୍ଟର ସାତ ସ୍ଥିତ କାର୍ଯ୍ୟାଳୟ ଠାରେ କବି ଦିବାକର ଦାସଙ୍କ କବିତା ପୁସ୍ତକ 'ଭାବ ବୀଥିକା 'ଲୋକାର୍ପିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ
Read More...

ଟିପିଡବ୍ଲୁଓଡିଏଲ୍‌ ସହାୟତାରେ ଶ୍ରଦ୍ଧା ଆୟୋଜିତ ଭିନ୍ନକ୍ଷମମାନଙ୍କ ମୌଳିକ ଅଧିକାର ଉପରେ ଏକ ଦିନିକିଆ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରଦ୍ଧା ଅନୁଷ୍ଠାନ ତରଫରୁ ଟିପିଡବ୍ଲୁଓଡିଏଲ୍‌ ସହାୟତାରେ ଶ୍ରଦ୍ଧା ଆୟୋଜିତ ଭିନ୍ନକ୍ଷମ ମାନଙ୍କ ପାଇଁ ସେମାନଙ୍କର ମୌଳିକ ଅଧିକାର ଦିନିକିଆ କର୍ମଶାଳା ଆୟୋଜିତ ହୋଇଥିଲା । ରାଉରକେଲାର ବିଶିଷ୍ଟ ଶିକ୍ଷାବିତ୍ ତଥା ସମାଜସେବୀ ଆଲୋକ ରଂଜନ ମଲ୍ଲିକ
Read More...