Browsing Tag

rourakela news

ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ପାଳିତ

ଗଙ୍ଗାଧର ବିଶ୍ୱ ଚେତନାର ପୂଜାରୀ ଥିଲେ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସଂଭ୍ରାନ୍ତ କଳା-ସଂସ୍କୃତି ଅନୁଷ୍ଠାନ ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସଂସଦର ମେହେର ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସାଧାରଣ
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିନ୍ଦ୍ରା ଫାଇନାନ୍ସ ଓ ଦେଓଗାଁ ସ୍ଥିତ ଗାନ୍ଧୀ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଚନ୍ଦ୍ରିକା ପଟ୍ଟନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା
Read More...

ଆଇନ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ପ୍ରାଥମିକ ଚିକିତ୍ସା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟର ଯୁବ ରେଡକ୍ରସ ୟୁନିଟ ଓ ଶ୍ରୀ ମାତାଜୀ ସହଜ ଯୋଗ-ଆଜିର ମହାଯୋଗ ଅନୁଷ୍ଠାନ ର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ପ୍ରାଥମିକ ଚିକିତ୍ସା ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣରେ ଅଧ୍ୟାପିକା ତଥା
Read More...

ଡଃ ଆରତୀ କରଙ୍କ ‘ପୁଣ୍ୟାତ୍ମା ଗୋପବନ୍ଧୁ’ ପୁସ୍ତକ ଉନ୍ମୋଚନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭୁବନେଶ୍ବରର ପୂର୍ଣ୍ଣାଙ୍ଗ ଉତ୍କଳ ଉନ୍ନୟନ ନ୍ୟାସ ମଣ୍ଡଳ ଦ୍ବାରା ପ୍ରକାଶିତ ଡଃ ଆରତୀ କରଙ୍କ ରଚିତ ପୁସ୍ତକ 'ପୁଣ୍ୟାତ୍ମା ଗୋପବନ୍ଧୁ' ସିଭିଲଟାଉନ ସିପ ସ୍ଥିତ ନିଉ ଏଲଆଇସି କଲୋନୀର ଡେଭଲୋପଡ ଏରିଆ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଉନ୍ମୋଚିତ ହୋଇଯାଇଛି ।
Read More...

ସ୍ନେହୀ ମହିଳା ସମିତି ଓ ଗୋପବନ୍ଧୁ ପାଠାଗାର ଆନୁକୂଲ୍ୟରେ ଫିଜିଓଥେରାପି ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବିଶ୍ବ ଭୌତିକ ଚିକିତ୍ସା (ଫିଜିଓଥେରାପି) ଦିବସ ଅବସରରେ ଉତ୍କଳ ସ୍ନେହୀ ମହିଳା ସମିତି ଏବଂ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ଏକ ସ୍ବାସ୍ଥ୍ୟ ସଚେତନତା ସହ ନିଃଶୁଳ୍କ ପରାମର୍ଶ ଶିବିର ଗୋପବନ୍ଧୁ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ଅନୁଷ୍ଠିତ
Read More...

ନୀଲମ ଫାଉଣ୍ଡେସନ ତରଫରୁ ଗୁରୁଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱେଚ୍ଛାସେବୀ ଅନୁଷ୍ଠାନ ନୀଲମ ଫାଉଣ୍ଡେସନ ତରଫରୁ ସେକ୍ଟର ୨୦ କୋଏଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ସ୍ୱାଇଁ ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ
Read More...

ସୁବର୍ଣ୍ଣରେଖା ଓ ଫକୀରମୋହନ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ ନାଟକର ପାଣ୍ଡୁଲିପି ଉନ୍ମୋଚନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସୁବର୍ଣ୍ଣରେଖା ଓ ଫକୀରମୋହନ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ ଗୁରୁଦିବସ ପାଳନ ସଭାପତି ମନୋରଞ୍ଜନ ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଉପସ୍ଥିତ ସଦସ୍ୟ ସଦସ୍ୟା ଓ
Read More...

ଲେଖକ ସାମୁଖ୍ୟର ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ପୁରାତନ ସାହିତ୍ୟାନୁଷ୍ଠାନ ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ତରଫରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳନ ଓ ମାସିକ ଆଲୋଚନା ଆସର ତଥା କବିତା ପାଠୋତ୍ସବ ସଭାପତି ଭୂପେନ ମହାପାତ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷୟିତ୍ରୀ ନିରୁପମା ପତିଙ୍କ
Read More...

ଗୁରୁ ଶିଷ୍ୟର ଅନ୍ତର୍ନିହିତ ଶକ୍ତିର ବିକାଶ ଘଟାଇ ଥାଏ

ଗୋପବନ୍ଧୁ ପାଠାଗାରରେ ଗୁରୁ ଦିବସ ସହ ଅଜିତ ଦାସ ସ୍ମୃତି ସାରସ୍ଵତ ସମାରୋହ ଅନୁଷ୍ଠିତ ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ଗୁରୁଦିବସ ଅବସରରେ ଗୋପବନ୍ଧୁ ପାଠାଗାରରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ସହିତ ଅଜିତ ଦାସ ସ୍ମୃତି ସାରସ୍ଵତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ
Read More...

ଶ୍ରଦ୍ଧା ପକ୍ଷରୁ ଗୁରୁ ଦିବସ ପାଳିତ

ରାଉରକେଲା, (ସସ୍ମତା ପ୍ରଧାନ) : ଶ୍ରଦ୍ଧା ଅନୁଷ୍ଠାନ ଆନୁକୂଲ୍ୟରେ ଏହାର ସ୍ଵତନ୍ତ୍ର ବିଦ୍ୟାଳୟ ପରିସରରେ ଗୁରୁ ଦିବସ ପାଳନ କରାଯାଇଥିଲା । ଶ୍ରଦ୍ଧାର ସଭାପତି ପଶୁପତିନାଥ ଚାଟାର୍ଜୀ, କାର୍ତ୍ତିକ ଚନ୍ଦ୍ର ପାଣ୍ଡବ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଭାରତର ପୂର୍ବତନ
Read More...