Browsing Tag

rourakela news

ଜ୍ଞାନ ବିକାଶ କେନ୍ଦ୍ରର ମାସିକ ସାହିତ୍ୟ ଆସର ଓ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଜେଲ ରୋଡ ସ୍ଥିତ ପଦ୍ମାବତୀ ମେମୋରୀଆଲ୍ ହଲଠାରେ ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ରର ମାସିକ ସାହିତ୍ୟ ଆସର ସହିତ ଏକ ସମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସାଧାରଣ ସଂପାଦକ ଡଃ ସୁବାସ ଚନ୍ଦ୍ର ଲେଙ୍କାଙ୍କ ଆବାହକତ୍ୱ ତଥା ସଭାପତି
Read More...

ବାଜପେୟୀଙ୍କ ପୁଣ୍ୟ ତିଥିରେ ବିଜେପିର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ତଥା ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠାତା ଓ ପ୍ରଥମ ରାଷ୍ଟ୍ରୀୟ ସଭାପତି ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ଅବସରରେ ଭରତୀୟ ଜନତା ପାର୍ଟି ପାନପୋଷ ସାଂଗଠାନିକ ଜିଲ୍ଲା ତରଫରୁ ଜିଲ୍ଲା ସଭାନେତ୍ରୀ ଲତିକା
Read More...

ଇସ୍ପାତ ସାହିତ୍ୟ ସଂସଦରେ ସ୍ୱାଧୀନତା ଦିବସ ପାଳନ ଓ ଦେଶାତ୍ମବୋଧକ କବିତା ପାଠ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ତଥା ଦେଶାତ୍ମବୋଧକ କବିତା ପାଠର ଆୟୋଜନ କରାଯାଇଥିଲା । ସାଧାରଣ ସମ୍ପାଦକ ନୃସିଂହ ଚରଣ ବିଶ୍ବାଳଙ୍କ ଆବାହକତ୍ବ
Read More...

ପ୍ରଗତି ଉତ୍କଳ ସଂଘରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

୬୬ତମ ପ୍ରତିଷ୍ଠା ଦିବସ ଏବଂ ନୂତନ କର୍ମକର୍ତ୍ତା ନିର୍ବାଚନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସର୍ବପୁରାତନ ସାହିତ୍ୟ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘରେ ୭୭ତମ ସ୍ୱାଧୀନତା ଦିବସ ପାଳନ ଏବଂ ସଂଘର ୬୬ତମ ପ୍ରତିଷ୍ଠା ଦିବସ ସହ ଆସନ୍ତା ଦୁଇବର୍ଷ ପାଇଁ ନୂତନ କର୍ମକର୍ତ୍ତା
Read More...

ଗୋପବନ୍ଧୁ ପାଠାଗାରରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ୍ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାର ପରିସରରେ ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର ବରିଷ୍ଠ ସଦସ୍ୟ ଇଗ୍ନେସ ହାସଦା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ପ୍ରଗତି ଉତ୍କଳ ସଂଘରେ ଐତିହାସିକ ପୁସ୍ତକ ‘ମାପିଙ୍ଗ ଦି ପାଷ୍ଟ’ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜାତୀୟ ଅଭିଲେଖାଗାରର ପୂର୍ବତନ ଉପନିର୍ଦ୍ଦେଶକ ତଥା ଓଡ଼ିଶା ହାଇକୋର୍ଟର ନ୍ୟାୟିକ ଅଭିଲେଖାଗାରର ନିର୍ଦ୍ଦେଶକ ଡଃ. ଲଲାଟେନ୍ଦୁ ଦାସମହାପାତ୍ରଙ୍କ ଲିଖିତ ପୁସ୍ତକ ମାପିଙ୍ଗ ଦି ପାଷ୍ଟ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଲୋକାର୍ପିତ ହୋଇଯାଇଛି । ସଂଘର
Read More...

ସିଆଇଟିୟୁ, କୃଷକ ସଭା ଓ କ୍ଷେତ ମଜଦୂର ୟୁନିୟନ ପକ୍ଷରୁ ୩ ଦିନିଆ ୭୭ତମ ସ୍ୱାଧୀନତା ଦିବସ ପାଳନ ଉତ୍ସବ ଉଦ୍‌ଘାଟନ

ଆମକୋ ସିମକୋ ଶହୀଦ ମାଟିରୁ ମଶାଲ ଶୋଭାଯାତ୍ରା ରାଉରକେଲା, (ସସ୍ମିତା ପ୍ରଧାନ) : ସିଆଇଟିୟୁ, ଅଲ୍ ଇଣ୍ଡିଆ କିଷାନ ସଭା ଏବଂ ଅଲ୍ ଇଣ୍ଡିଆ କ୍ଷେତ ମଜଦୂର ୟୁନିୟନ ଡାକରାରେ ଭାରତର ସମ୍ବିଧାନ, ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ଧର୍ମ ନିରପେକ୍ଷତାର ସୁରକ୍ଷା ପାଇଁ ଆହ୍ୱାନ ଦିଆଯାଇଥିବା ବେଳେ
Read More...

ଜିଲ୍ଲାର ସାମଗ୍ରିକ ବିକାଶ ପ୍ରସଙ୍ଗକୁ ନେଇ ୧୧ ଦଫା ଦାବୀରେ ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ଅଗଷ୍ଟ ୨୦…

ସୁନ୍ଦରଗଡ଼ ଜିଲ୍ଲା ପ୍ରତି ବୈମାତୃକ ମନୋଭାବ ବିରୋଧରେ ଜନ ଆନ୍ଦୋଳନର ପ୍ରସ୍ତୁତି କରିବ ମହାସମ୍ମିଳନୀ ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବିକାଶ ପ୍ରସଙ୍ଗକୁ ନେଇ ୧୧ ଦଫା ଦାବୀରେ ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ଆଗାମୀ ୨୦ ଅଗଷ୍ଟ ରାଉରକେଲା ଭଞ୍ଜ ଭବନ
Read More...

ପଶ୍ଚିମ ଓଡ଼ିଶାରୁ ଉତ୍ତର ଓଡ଼ିଶାକୁ ରେଳ ଚଳାଚଳ ପାଇଁ ଦିଲ୍ଲୀ ଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡ଼ିଶାରୁ ଉତ୍ତର ଓଡ଼ିଶାକୁ ରେଳ ଚଳାଚଳ (ରାଉରକେଲା - ଚକ୍ରଧରପୁର- କେନ୍ଦୁଝର- ଜାଜପୁର ରୋଡ- ଭଦ୍ରକ- ବାଲେଶ୍ଵର ଇଣ୍ଟରସିଟି) ପାଇଁ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଜାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲାର ୮ଟି ସାମାଜିକ
Read More...

ଗୋପବନ୍ଧୁ ପାଠାଗାର ଏବଂ ସ୍ୱସ୍ତି ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିମାସ ପରି ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...