ପତାଞ୍ଜଳି ଯୋଗ ପରିବାର ଓ ସୁବର୍ଣ୍ଣରେଖା ଆନୁକୂଲ୍ୟରେ ନିଶୁଳ୍କ ଯୋଗ ଓ ପ୍ରାକୃତିକ ଚିକିତ୍ସା ଶିବିର ଉଦ୍ଘାଟିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର, ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସୁବର୍ଣ୍ଣରେଖାର ମିଳିତ ସହଯୋଗିତାରେ ରାଉରକେଲା ବାସନ୍ତୀ କଲୋନୀ ଡିଏଭି ପୋଖରୀ ସନ୍ନିକଟ ବ୍ୟାସ ଭବନ ପରିସରରେ ନୂତନ ଯୋଗ କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି ।!-->…
Read More...
Read More...