Browsing Tag

rourakela news

ସାମାଜିକ ଅନୁଷ୍ଠାନ ଅନ୍ଵେଷା ଦ ହେଲପିଂ ହାଣ୍ଡ ତରଫରୁ ବନ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଅନ୍ଵେଷା ଦ ହେଲପିଂ ହାଣ୍ଡ ତରଫରୁ ଆଜି ଛେଣ୍ଡ ସ୍ଥିତ ମ୍ୟୁଜିକ ସର୍କଲଠାରେ ବନ ମହୋତ୍ସବ ପାଳନ ହୋଇଛି । ଏହି ଅବସରରେ ସଂସ୍ଥାର ସଭାପତି କଳ୍ପନା ଶତପଥି ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମକୁ ସାଧାରଣ
Read More...

ଶାନ୍ତନୁ କୁସୁମ ଭିଏଚ୍‌ପି ପଶ୍ଚିମ ଓଡିଶା ସମରସତା ବିଭାଗ ମୁଖ୍ୟ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱହିନ୍ଦୁ ପରିଷଦ ପଦାଧିକାରୀ ଶାନ୍ତନୁ କୁସୁମ ବିଶ୍ୱହିନ୍ଦୁ ପରିଷଦ ସାମାଜିକ ସମରସତା ବିଭାଗର ପଶ୍ଚିମ ଓଡିଶା ମୁଖ୍ୟ ଭାବରେ ମନୋନୀତ ହୋଇଛନ୍ତି । ଆଜି ସମ୍ବଲପୁର ମାରୱାଡି ପଞ୍ଚାୟତ ଧର୍ମଶାଳାରେ ଅନୁଷ୍ଠିତ ପ୍ରାନ୍ତୀୟ ପ୍ରବନ୍ଧ ସମିତି ବୈଠକରେ
Read More...

ଶ୍ରଦ୍ଧାରେ ଅଭିଭାବକ ସଚେତନତା ଓ ପରାମର୍ଶ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ ସ୍ଥିତ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ଶ୍ରଦ୍ଧା' ପରିସରରେ ମାନସିକ ଭିନ୍ନକ୍ଷମ ପିଲାମାନଙ୍କ ଅଭିଭାବକମାନଙ୍କ ପାଇଁ ଏକ ସଚେତନତା ଓ ପରାମର୍ଶ ଶିବିର ଅନୁଷ୍ଠାନର ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଭାରତ ଗୌରବ ଟ୍ରେନ ଆସନ୍ତା ଅଗଷ୍ଟ ୧୧ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଇଣ୍ଡିଆନ ରେଲୱେ କେଟେରିଂ ଆଣ୍ଡ ଟୁରିଜିମ କର୍ପୋରେସନ୍ ଲିମିଟେଡ (ଆଇଆର୍‌ସିଟିସି) ପକ୍ଷରୁ ମାତା ବୈଷ୍ଣୋଦେବୀ ତଥା ଉତ୍ତର ଭାରତ ଦର୍ଶନ ପାଇଁ ଭାରତ ଗୌରବ ଟ୍ରେନ ଆସନ୍ତା ଅଗଷ୍ଟ ୧୧ ତାରିଖ ଦିନ କୋଲକତାରୁ ବାହାରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା
Read More...

ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସମ୍ମିଳନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ରଘୁନାଥପଲ୍ଲୀ ନିର୍ବାଚନ ମଣ୍ଡଳୀର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସମ୍ମିଳନୀ ଲାଠିକଟା ସ୍ଥିତ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁନ୍ଦରଗଡ଼ ସାଂସଦ ତଥା ସଂସଦୀୟ ପ୍ରତିରକ୍ଷା
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବୃହତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ଅଂଶଗ୍ରହଣ କରାଯାଇଥିଲା । ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଗେଟ୍ ନମ୍ବର ୧ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ଶହେରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା ।
Read More...

ଏକତ୍ରର ନାଟ୍ୟପଠନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀର ୨୪ଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ତରଫରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ନାଟ୍ୟପଠନ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଏକତ୍ରର ସଭାପତି ରାଜୀବ ପାଣିଙ୍କ ସଭାପତିତ୍ୱ ଓ ସଂଯୋଜନା ତଥା ସାଧାରଣ ସଂପାଦକ
Read More...

ରୋଟାରୀ କ୍ଲବ ଅଫ୍ କଟକ ଅଭିନବ ତରଫରୁ ଜାତୀୟ ଡାକ୍ତର ଦିବସ ମହାସମାରୋହରେ ପାଳିତ : ୨୬ ଜଣ ଚିକିତ୍ସକ ସମ୍ବର୍ଦ୍ଧିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ୍ ଅଭିନବ ତରଫରୁ ଜୁଲାଇ ୧ ତାରିଖ ଶନିବାର ଦିନ ଦି ଲିଙ୍କ୍ ଚକ୍ଷୁ ଚିକିତ୍ସାଳୟ ଏବଂ ଗବେଷଣା ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ରୋଟାରି କ୍ଲବ୍ ଅଫ୍ ଅଭିନବ କଟକର ସଭାପତି ଆଲୋକ କୁମାର ସାହୁଙ୍କ ସଭାପତିତ୍ୱରେ ଜାତୀୟ ଡାକ୍ତର ଦିବସ ମହାସମାରୋହରେ
Read More...

ରାଉରକେଲା କଲେଜରେ ବନ ମହୋତ୍ସବ ସପ୍ତାହ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନାର ସଂଯୁକ୍ତ ଶାଖା ତରଫରୁ ପ୍ରୋଗ୍ରାମିଂ ଅଫିସର ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ 'ବନ ମହୋତ୍ସବ ସପ୍ତାହ' ଅବସରରେ 'ବୃକ୍ଷ ରୋପଣ କାର୍ଯ୍ୟକ୍ରମ' ଅନୁଷ୍ଠିତ
Read More...

ରୋଟାରି କ୍ଲବ ରିଭରସାଇଡର ଦଶମ ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜରେ ଅନେକ ବ୍ୟକ୍ତି ବିଶେଷ ନିରବଚ୍ଛିନ୍ନ ଭାବେ ଉତ୍ସର୍ଗୀକୃତ ସେବା ଯୋଗାଇ ଆସୁଛନ୍ତି । ସେମାନଙ୍କୁ କୃତଜ୍ଞତା ଜ୍ଞାପନ ପୂର୍ବକ ସମ୍ମାନିତ କରିବା ରୋଟାରିର ଏକ ବିଶେଷ କର୍ତ୍ତବ୍ୟ ଭାବେ ବିବେଚିତ ହୋଇଥାଏ । ଛେଣ୍ଡ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାର
Read More...