Browsing Tag

rourakela news

ଆକାଶବାଣୀ ରାଉରକେଲା କେନ୍ଦ୍ରର ୨୯ତମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରେଡ଼ିଓ କାଲି ଥିଲା, ଆଜି ଅଛି, ଆଉ ଆଗକୁ ବି ରହିଥିବ । ଆକାଶବାଣୀର ସ୍ଥାନ ଅନନ୍ୟ । ଆଜିର ସମୟରେ ବି ଆକାଶବାଣୀ ନିଜର ସ୍ୱତନ୍ତ୍ରତା ବଜାୟ ରଖିପାରିଛି । ଶ୍ରୋତାଗ୍ରାହୀ ହୋଇ ରହିପାରିଛି । ଯେତେ ଯାହା ଆସିଲେ ବି ଆକାଶବାଣୀର ସ୍ଥାନ କେହି ବି ନେଇପାରିବେ
Read More...

ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ଜିଲ୍ଲାସ୍ତରୀୟ ଶ୍ରମିକ କର୍ମଚାରୀ କନଭେନସନ, ଜିଲ୍ଲାର ବିକାଶ ପ୍ରସଙ୍ଗରେ ଏକ…

ରାଉରକେଲା, (ସସ୍ମିତା ପ୍ରଧାନ) : ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ଆଜି ଭଞ୍ଜ ଭବନ ସ୍ଥିତ ଆଦର୍ଶ ପାଠାଗାରଠାରେ ଏକ ମିଳିତ ଜିଲ୍ଲାସ୍ତରୀୟ ଶ୍ରମିକ କର୍ମଚାରୀ କନଭେନସନ ଅନୁଷ୍ଠିତ ହୋଇଯାଇଛି । ନାଗରିକ ସୁରକ୍ଷା କମିଟିର ପ୍ରମୁଖ ସଦସ୍ୟ ସଂଜୀବ ମହାନ୍ତି, ଶ୍ରୀମନ୍ତ ବେହେରା, ସତ୍ୟପ୍ରିୟ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱ ତଥା
Read More...

ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ସାମାଜିକ ଅନୁଷ୍ଠାନ ‘ସମର୍ପଣ’

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କ୍ଲବଠାରେ ସାମାଜିକ ଅନୁଷ୍ଠାନ ସମର୍ପଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛି । ସମର୍ପଣର ସଭାପତି ଝୁନୁ ନାୟକଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଇନ୍ଦରଜିତ ସିଂଙ୍କ ଆବାହକତ୍ୱ ତଥା ବିଶ୍ୱଜିତ ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ଅର୍ବାନ କୋ ଅପରେଟିଭ ବ୍ୟାଙ୍କର ଋଣ ଆଦାୟ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଅର୍ବାନ କୋ ଅପରେଟିଭ ବ୍ୟାଙ୍କର ଋଣ ଆଦାୟ ମେଳା ୨୦୨୩ କୋଏଲ ନଗର ସି ବ୍ଲକ ପାର୍କଠାରେ ଆୟୋଜନ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ବ୍ୟାଙ୍କ ପ୍ରାୟ ୧୦୪ କୋଟି ଲୋନ ଆକାରରେ ଦେଇଛି । ତେଣୁ ଗ୍ରହିତାଙ୍କ ସୁବିଧା ପାଇଁ ଏହି ମେଳା ଆୟୋଜନ କରାଯାଇଥିଲା । ଫଳରେ
Read More...

ମ୍ୟୁନିସିପାଲ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଓ ସମର ଶିକ୍ଷାର୍ଥୀବାହିନୀ ଦ୍ଵାରା ନବମ ଆନ୍ତର୍ଜାତିକ ଯୋଗ ଦିବସ ଅଧ୍ୟକ୍ଷ ପରେଶ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଡ଼ଃ ଦିବ୍ୟକାନ୍ତି ବିଲୁଙ୍ଗଙ୍କ ସଂଯୋଜନାରେ
Read More...

ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘରେ ଆନ୍ତର୍ଜାତିକ ଯୋଗ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଅବସର ଭବନଠାରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଉପସଭାପତି ସୁବାସ ଦାସ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରି ଯୋଗ କିପରି ମଣିଷ
Read More...

ବାସନ୍ତୀ ପାଠାଗାରର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଠାଗାର ପରିସରରେ ପାଳିତ ହୋଇଯାଇଛି । ଯୋଗଗୁରୁ ତଥା ପାଠାଗାରର ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଗୁରୁ
Read More...

‘ଜାତୀୟ ସେବା ଯୋଜନା’ ସଂଯୁକ୍ତ ଶାଖା ତରଫରୁ ୯ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ସ୍ଥିତ ରାଉରକେଲା କଲେଜର 'ଜାତୀୟ ସେବା ଯୋଜନା'ର ସଂଯୁକ୍ତ ଶାଖା ତରଫରୁ ପ୍ରୋଗ୍ରାମ ଅଫିସର ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ '୯ମ ଆନ୍ତର୍ଜାତୀୟ ଯୋଗ ଦିବସ' ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର
Read More...

ନେହେରୁପାଲ୍ଲୀରେ ଲାଗିବ ସୋଲାର ଲାଇଟ ପୋଷ୍ଟ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପାଲ୍ଲୀ, ଆଜାଦବସ୍ତି ଓ ମିଶ୍ର ଖଟାଲ ପାଇଁ ସୋଲାର ଲାଇଟର ବ୍ୟବସ୍ଥା ଆର୍‌ଏସ୍‌ପି ତରଫରୁ କରାଯାଉଛି । ଏହି କ୍ରମରେ ନେହେରୁପାଲ୍ଲୀଠାରେ ଖନନ କାର୍ଯ୍ୟ ଆରମ୍ଭ କରାଯାଇଛି । ଏଥିରେ ଅତିଥି ଭାବେ ସାମ୍ବାଦିକ ତଥା କବି କୁଞ୍ଜବିହାରୀ ରାଉତ
Read More...