Browsing Tag

rourakela news

ଉତ୍କଳ ସ୍ନେହୀ ମହିଳା ସମିତିର ରଜ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ରଜ ମିଳନ ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି । ଏଥିରେ ସଦସ୍ୟାମାନଙ୍କ ମଧ୍ୟରେ ନୃତ୍ୟ, ସଙ୍ଗୀତ, ଅନ୍ତାକ୍ଷରୀ ଏବଂ ସାଧାରଣ ଜ୍ଞାନ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଫକୀର ମୋହନଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ବ୍ୟାସକବିଙ୍କ ତିରୋଧନ ଦିବସ ଉପଲକ୍ଷେ ସେକ୍ଟର-୭ ସ୍ଥିତ ଫକୀର ମୋହନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ ଓ
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ରାଧାକାନ୍ତ ମିଶ୍ରଙ୍କ ସଭାପତିତ୍ୱ ଓ ସାହିତ୍ୟ କାର୍ଯ୍ୟକ୍ରମର ମୁଖ୍ୟ ପୁରୋଧା ଉପସଭାପତି ଡଃ
Read More...

ରଜପାନର ଆଦର ସବୁବେଳେ

ରାଉରକେଲା, (ସସ୍ମିତା ପ୍ରଧାନ) : ରଜ ଆସିଲେ ସହର ଠୁ ପୁରପଲ୍ଲୀ ସବୁ ଉତ୍ସବ ମୁଖର ହୁଏ । ଘରେ ଘରେ ପିଠା ପଣାର ମହକ ଛୁଟେ । ରଜଦୋଳି, ତାସଖେଳ, ଲୁଡୁ, ବାଗୁଡି, ନୃତ୍ୟ ଗୀତରେ ସମସ୍ତେ ମତୁଆଲ ହୁଅନ୍ତି । ତେବେ ରଜପାନର ଚାହିଦା ଥିଲା, ରହିଛି, ରହିବ । ଏହି ପରିପ୍ରେକ୍ଷୀରେ ସେକ୍ଟର ୫
Read More...

ଓଡ଼ିଆ ଚଳଚ୍ଚିତ୍ର ନାୟିକା ସୂର୍ଯ୍ୟମୟୀଙ୍କ ଦ୍ୱାରା ରଜ ମହୋତ୍ସବ ୨୦୨୩ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଗଣ ପର୍ବ ରଜ ପର୍ବ ରାଉରକେଲା ସହରରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା ପାଳିତ ହେଉଥିବା ବେଳେ ରାଉରକେଲା ସ୍ପୋର୍ଟସ ଆସୋସିଏସନ୍‌ର ମହିଳା ଶାଖା ତଥା ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ ଦ ପିଙ୍କ ଏକ ନିଆରା ଢଙ୍ଗରେ ରଜ ମହୋତ୍ସବ ୨୦୨୩ ନାମରେ ଏକ
Read More...

ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ମୁରଲିଧର ପରିଜା ସ୍ମୃତି କମିଟି ତରଫରୁ ପ୍ରୟାତ ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତି ଚାରଣ ସଭା ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି କୁଞ୍ଜବିହାରୀ ରାଉତଙ୍କ ସଭାପତିତ୍ୱ ଓ ସଂଯୋଜନା ତଥା ସାଧାରଣ ସଂପାଦକ
Read More...

ଇସ୍ପାତ ଫିଟନେସ ପାର୍କରେ ରଜଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ହାଉସ ସାମ୍ନାରେ ଥିବା ଇସ୍ପାତ ଫିଟନେସ ପାର୍କରେ "ଇସ୍ପାତ ଫିଟନେସ ଏଲାଇଟ ଗୃପ" ତରଫରୁ ରଜ ଉତ୍ସବ ଗତକାଲି ପାଳନ କରାଯାଇଛି । ଗୃପର ବର୍ଷିଆନ ମୁଖ୍ୟ ନିମାଇଁ ଚରଣ ରାୟଙ୍କ ସଭାପତିତ୍ୱରେ ଉତ୍ସବକୁ ଡକ୍ଟର ସୁମନ ଦତ୍ତ ସଂଚାଳନ କରିବା ସହ ରଜ
Read More...

ରୋଟାରୀ କ୍ଲବ୍ ରିଭରସାଇଡ୍ ଆନୁକୂଲ୍ୟରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ୍ ରାଉରକେଲା ରିଭରସାଇଡ୍‌ର ବହୁମୁଖୀ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ବରିଷ୍ଠ ନାଗରିକମାନଙ୍କର ମୂତ୍ରାଶୟ ତଥା ମୂତ୍ରଗ୍ରନ୍ଥି ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ଏକ ଆଲୋଚନାଚକ୍ର ଛେଣ୍ଡ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାରର
Read More...

ଗରିମା ପରିବାରର ରଜ ପ୍ରତିଯୋଗିତା ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦର ଗରିମା ପରିବାର ତରଫରୁ ଦ୍ୱିତୀୟ ରଜ ପ୍ରତିଯୋଗିତା ସେକ୍ଟର ୨ ସାହାନାଇ ମଣ୍ଡପଠାରେ ଆରମ୍ଭ ହୋଇଯାଇଛି । ଅନୁଷ୍ଠାନର ସାଧାରଣ ସଂପାଦକ ଶଙ୍କର ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ତଥା କବି
Read More...

ନୀଲମ ଫାଉଣ୍ଡେସନର ବିଶ୍ୱଶାନ୍ତି ମହାଯଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସାମାଜିକ ଅନୁଷ୍ଠାନ ନୀଲମ ଫାଉଣ୍ଡେସନ ତରଫରୁ କଟକ ସ୍ଥିତ ଗଡଚଣ୍ଡୀ ପୀଠରେ ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ତଥା ଆହତଙ୍କ ଆରୋଗ୍ୟ କାମନା କରାଯାଇ ବିଶ୍ୱ ଶାନ୍ତି ଯଜ୍ଞ ଆୟୋଜନ କରାଯାଇଥିଲା । ଏହି ଯଜ୍ଞରେ
Read More...