କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝୀଙ୍ଗିଆ ଓରାମଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସ ଅବସରରେ ରାଉରକେଲା ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...