Browsing Tag

rourakela news

୧୧ତମ ଦୋଳ ଉତ୍ସବ ଆସନ୍ତା ୧୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ଦୋଳ ମେଲଣ ସମିତିର ୧୧ ତମ ଦୋଳ ଉତ୍ସବ ଆସନ୍ତା ୧୬ ତାରିଖ ଦିନ ପାଳନ କରାଯିବ । ଏ ସମ୍ପର୍କରେ ସମିତି ତରଫରୁ ସେକ୍ଟର ୧୫ ସ୍ଥିତ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପରିସରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମୀଳନୀରେ ସୂଚନା ଦିଆଯାଇଛି । ଅନୁଷ୍ଠାନର…
Read More...

ସରକାରୀ ଆଇଟିଆଇରେ ଇ -ୱେଷ୍ଟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଆଇଟିଆଇ ସଭା ଗୃହରେ ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ତତ୍ତ୍ଵାବଧାନରେ ଇ -ୱେଷ୍ଟ ମେନେଜମେଣ୍ଟ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । 'ହୁଲ୍ଲାଡ଼େକ ରିସାଇକ୍ଲିଙ୍ଗ ପ୍ରାଇଭେଟ ଲିମିଟେଡ଼' ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ସରକାରୀ ଆଇଟିଆଇରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଆଇଟିଆଇ ରାଉରକେଲା ଠାରେ ଆନ୍ତର୍ଜାତୀକ ମହିଳା ଦିବସ ପାଳନ ସହ ରାଜ୍ୟ ସ୍ତରୀୟ ଫେଷ୍ଟରେ ଛାତ୍ରଛାତ୍ରୀଙ୍କ କୃତିତ୍ୱ ହାସଲ କରିବା ପାଇଁ ସେମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଆଇଟିଆଇର ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ପୈ।ରହିତ୍ୟ ଓ…
Read More...

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଅବସରରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ଓଡ଼ିଆ ବିଭାଗ, ରାଉରକେଲା କଲେଜର ମିଳିତ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ସ୍ଥାନୀୟ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ପରିଷଦର ରାଉରକେଲା ଶାଖା…
Read More...

ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୧୮ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଦୀର୍ଘ ୩୬ବର୍ଷର ଶିକ୍ଷକତା ଜୀବନରୁ ଅବସର ନେଇଥିବା ପ୍ରଧାନ ଶିକ୍ଷକ ରଶ୍ମିତ…
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଏବଂ ଗୋପବନ୍ଧୁ ପାଠାଗାରର ମିଳିତ ସହଯୋଗରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀମାନେ ଅସୀମ ଶକ୍ତିର ଅଧିକାରୀ । ଏହି ଶକ୍ତିର ସଦୁପଯୋଗ କରିପାରିଲେ ସଂସାର ସ୍ଵର୍ଗରେ ପରିଣତ ହୋଇ ପାରିବ । ଭାରତୀୟ ପରମ୍ପରାରେ ନାରୀ ଶକ୍ତିକୁ ବହୁତ ପ୍ରାଧାନ୍ୟ ଦିଆଯାଇଛି । ଆଜିର ନାରୀ ମଧ୍ୟ ସମାଜର ବିଭିନ୍ନ କ୍ଷେତ୍ରରେ ନିଜର ପରାକାଷ୍ଠା…
Read More...

ଫକୀରମୋହନ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ଓ ସୁବର୍ଣ୍ଣରେଖା ଆନୁକୂଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନନ୍ଦିନୀ ମହିଳା ସଂଘତି ସଦସ୍ୟାଙ୍କ ପ୍ରତ୍ୟକ୍ଷ ସହଯୋଗିତାରେ ବ୍ୟାସଭବନ ପରିସରରେ "ସୁବର୍ଣ୍ଣରେଖା" ଆନୁକୂଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅତିଥି ମାନଙ୍କ ଉପସ୍ଥିତିରେ ମହିଳା ମଣ୍ଡଳୀଙ୍କ ସହଯୋଗରେ ଦୀପ ପ୍ରଜ୍ୱଳନ ଓ…
Read More...

ଏଡିଏମ୍ ଅଫିସ ଆଗରେ ଗର୍ଜିଲା ରାଉରକେଲା ଜିଲ୍ଲା କଂଗ୍ରେସ

ରାଉରକେଲା, (କେପିଏନ୍‌ଏସ୍‌) : ଜିଲ୍ଲା କଂଗ୍ରେସ ସଭାପତି ରବୀ ରାୟଙ୍କ ନେତୃତ୍ୱରେ, ନାରୀ ସୁରକ୍ଷା ଓ ନାରୀ ଶସକ୍ତୀକରଣ ଉପରେ ରାଉରକେଲା ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି । ରାଜ୍ୟରେ ମହିଳା ହିଂସା ଟପିଥିବା ବେଳେ, ମହିଳା ସୁରକ୍ଷା ବିପଦ ଜନକ ସ୍ଥିତିରେ ରହିଛି ।…
Read More...

ଆସ୍ଥାର ମହିଳା ଦିବସ ଆସନ୍ତା ୧୬ ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସୀକୃତି ପ୍ରାପ୍ତ ରାଉରକେଲାର ଅଗ୍ରଣୀ ସାମାଜିକ ଓ ସଂସ୍କୃତିକ ଅନୁଷ୍ଠାନ ଆସ୍ଥା ତରଫରୁ ସ୍ଥାନୀୟ ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଉକ୍ତ ସମ୍ମିଳନୀରେ ଅନୁଷ୍ଠାନ ପକ୍ଷରୁ ଏକ…
Read More...

ହରମୋହନ ମିଶ୍ର ଙ୍କ ଲିଖିତ ପୁସ୍ତକ ସ୍ପର୍ଶ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ହରମୋହନ ମିଶ୍ରଙ୍କ ଦ୍ୱାରା ଲିଖିତ କବିତା ପୁସ୍ତକ 'ସ୍ପର୍ଶ ' ର ଲୋକାର୍ପଣ ଉତ୍ସବ ସଂସଦରେ ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡ. ଅଶ୍ୱିନୀ…
Read More...