ସଚେତନ ନାଗରିକ ମଞ୍ଚର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ୧୨ତମ ପ୍ରତିଷ୍ଠା ଦିବସ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଇଂ ବିମଳ କୁମାର ବିଶିଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ ପି ପି!-->…
Read More...
Read More...