ବାଜିରାଉତ ଶିକ୍ଷା ନିକେତନରେ ଓଡ଼ିଆ ଭାଷା ବିକାଶ ମଞ୍ଚର ସ୍ୱାଭିମାନ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ବାଜିରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଓଡ଼ିଆ ଜାତିର ସ୍ୱାଭିମାନ ଦିବସ ତଥା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ମୁଦାଲିଙ୍କ!-->…
Read More...
Read More...