ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବିଭିନ୍ନ ବିଭାଗରେ ନୂତନ ପାଠ୍ୟକ୍ରମ ଆରମ୍ଭ ନିମନ୍ତେ ଅନୁମତି
ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଉରକେଲା ସହରର ଅନ୍ୟତମ ପ୍ରତିଷ୍ଠିତ ମହାବିଦ୍ୟାଳୟ ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବିଭିନ୍ନ ନୂତନ ପାଠ୍ୟକ୍ରମ ଆରମ୍ଭ ନିମନ୍ତେ ଅନୁମତି ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଦତ୍ତ ଚିଠି ସଂଖ୍ୟା!-->…
Read More...
Read More...