ଅସହଯୋଗ ଆନ୍ଦୋଳନ ଓ ତହିଁରେ ଓଡ଼ିଶାର ଭୂମିକା ଆଲୋଚନା ଚକ୍ର
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟ ରାଉରକେଲାର ଇତିହାସ ବିଭାଗ ଆନୁକୂଲ୍ୟର "ଅସହଯୋଗ ଆନ୍ଦୋଳନ ଓ ତହିଁରେ ଓଡ଼ିଶାର ଭୂମିକା" ଶୀର୍ଷକ ଏକ ବିଭାଗୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ରବିନ୍ଦ୍ର କୁମାର ଜେନାଙ୍କ କରକମଳରେ ଆଲୋଚନା!-->…
Read More...
Read More...