Browsing Tag

rourakela news

ଶ୍ରୀ ଶ୍ରୀ ଅଭିରାମ ଯୋଗାଶ୍ରମ ପକ୍ଷରୁ ସନାତନ ଧର୍ମ ସମ୍ମିଳନୀ, ବିଶ୍ୱଶାନ୍ତି ନାମ ଓ ମହାଯଜ୍ଞ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ଭଞ୍ଜଭବନ ନିକଟସ୍ଥ ଅଭିରାମ ପଲ୍ଲୀ ସ୍ଥିତ ଶ୍ରୀ ଶ୍ରୀ ଅଭିରାମ ଯୋଗାଶ୍ରମ ପକ୍ଷରୁ ଗତ ୧୦ ତାରିଖରୁ ଆରମ୍ଭ ହୋଇଥିବା ଆଶ୍ରମର ୩୬ତମ ବାର୍ଷିକୋତ୍ସବ ତଥା ଷୋଡଶତମ ପ୍ରତିଷ୍ଠା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଆଶ୍ରମର ସଭାପତି ବାବାଜୀ ଶ୍ରୀ
Read More...

୪୬ତମ ବସନ୍ତ ସମାରୋହ ଆସନ୍ତା ୧୮ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁଜିକ ସର୍କଲ ରାଉରକେଲା ତରଫରୁ ଆୟୋଜିତ ୪୬ତମ ବସନ୍ତ ସମାରୋହ ୨୦୨୩ ଆସନ୍ତା ମାର୍ଚ୍ଚ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ରନ୍ତ ଚାଲିବ ବୋଲି ଜଣାପଡିଛି । ଏନେଇ ମ୍ୟୁଜିକ ସର୍କଲଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ଉପଦେଷ୍ଟା ଭବେଶ ଚନ୍ଦ୍ର
Read More...

ଜୀବନ ମରୁଭୂମି ହେଲେ ସେଥିରେ ଜଳସିଞ୍ଚନ କରେ ସାହିତ୍ୟ : ଭବେଶ ଚନ୍ଦ୍ର ସାହୁ

ରାଉରକେଲା, (ସସ୍ମିତା ପ୍ରଧାନ) : ଜୀବନ ମରୁଭୂମି ହେଲେ ସେଥିରେ ସାହିତ୍ୟ ଜଳସିଞ୍ଚନ କରି ଜୀବନକୁ ପ୍ରାଣବନ୍ତ ତଥା ମଧୁସିକ୍ତ କରାଏ ବୋଲି ମୁଖ୍ୟବକ୍ତା ଭାବେ ଯୋଗଦେଇ ଅଧ୍ୟକ୍ଷ ଭବେଶ ଚନ୍ଦ୍ର ସାହୁ ମତବ୍ୟକ୍ତ କରିଛନ୍ତି । ସ୍ୱସ୍ତି ସାହିତ୍ୟ ସଂସଦ ଓ ଗୋପବନ୍ଧୁ ପାଠାଗାର ମିଳିତ ଆନୁକୂଲ୍ୟରେ
Read More...

ସ୍ୱରାଗିଣୀ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂଗୀତାତ୍ମକ ଏବଂ ସାମାଜିକ ଅନୁଷ୍ଠାନ ସ୍ୱରାଗିଣୀ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସ୍ୱର୍ଣ୍ଣପ୍ରଭା ପଲେଇଙ୍କ ସଭାପତିତ୍ୱ, ସଂପାଦକ ପୁଷ୍ପଲତା ବିଶ୍ୱାଳଙ୍କ ଆବାହକତ୍ୱ ଓ ମମତାଞ୍ଜଳି
Read More...

ଲେଡିଲାୟନର ବାର୍ଷିକୋତ୍ସବ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ଝିରପାଣିଠାରେ ମହିଳା ସଂଗଠନ ଲେଡି ଲାୟନ ତରଫରୁ ଅନୁଷ୍ଠାନର ବାର୍ଷିକୋତ୍ସବ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ସଭାପତି ବନ୍ଦିତା ମାହତୋଙ୍କ ସଭାପତିତ୍ୱ ଓ ସଂପାଦିକା ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ରାଉରକେଲା ଆଇନ ମହାବିଦ୍ୟାଳୟକୁ ବି ଗ୍ରେଡ୍ ମାନ୍ୟତା, ଛୁଟୁଛି ଶୁଭେଚ୍ଛାର ସୁଅ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି । ରାଉରକେଲା ଆଇନ ମହାବିଦ୍ୟାଳୟ ନାକ୍ ଟିମ୍ ଦ୍ବାରା ମୂଲ୍ୟାୟନ ହୋଇ 'ବି' ଗ୍ରେଡର ମାନ୍ୟତା ହାସଲ କରିଛି । ଏହା ଓଡିଶାର ଏକମାତ୍ର ଆଇନ ମହାବିଦ୍ୟାଳୟ ଯେ, ମଧୁସୂଦନ ଆଇନ ବିଶ୍ବ ବିଦ୍ୟାଳୟ ଅଧିନରେ ଥିବା ଏକ ମାତ୍ର ଆଇନ
Read More...

ମୂର୍ଚ୍ଛନା ପରିବାରର ହୋଲି ମିଳନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂଗୀତ ଅନୁଷ୍ଠାନ ମୂର୍ଚ୍ଛନା ପରିବାର ତରଫରୁ ସେକ୍ଟର ୨୦ସ୍ଥିତ କଳିଙ୍ଗ କଳା ପରିଷଦଠାରେ ହୋଲି ମିଳନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଉପସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ଶ୍ୟାମସୁନ୍ଦର
Read More...

ପ୍ରଗତି ଉତ୍କଳ ସଂଘ ଓ ଓଡ଼ିଆ ଭାଷା ବିକାଶ ମଞ୍ଚର ଶାସ୍ତ୍ରୀୟ ଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ଓ ଓଡ଼ିଆ ଭାଷା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ ଡଃ ନଗେନ କୁମାର ଦାସଙ୍କ ଆବାହକତ୍ୱରେ, ରଶ୍ମି ରଞ୍ଜନ ବୋଇତାଇଙ୍କ ସଭାପତିତ୍ୱରେ ଶାସ୍ତ୍ରୀୟ ଭାଷା ଦିବସ ପଗତି ଉତ୍କଳ ସଂଘ ସଭାଗୃହରେ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା ବିକାଶ ମଞ୍ଚର
Read More...

ସାମାଜିକ ଅନୁଷ୍ଠାନ ମାନବିକତା ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଅନୁଷ୍ଠାନ ମାନବିକତା ପକ୍ଷରୁ ଆଜି ସେକ୍ଟର-୬ ସାଇ ମନ୍ଦିର ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ସଂଯୋଜକ ସରୋଜ ନାୟକଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସମାଜସେବୀ
Read More...

ବିଦ୍ୟୁତ କଲୋନୀ ବିଦ୍ୟାଳୟରେ ଓଡ଼ିଆ ଭାଷା ବିକାଶ ମଞ୍ଚର ଶାସ୍ତ୍ରୀୟ ଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିଦ୍ୟୁତ କଲୋନୀର ମିଳିତ ଆନୁକୂଲ୍ୟରେ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରବୀର କୁମାର ଦୁବେଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା ବିକାଶ ମଞ୍ଚର
Read More...