Browsing Tag

rourakela news

ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସରଣ୍ଡାପୋଷ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପାର୍ବତୀ ରଣାଙ୍କ ଅଧ୍ୟକ୍ଷତାରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନଶିକ୍ଷକ ଶ୍ରୀଚରଣ ରାଉତ,…
Read More...

ସେକ୍ଟର ୧୯ ଥାନାର ଆମ ପୁଲିସ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନାରେ ଆମ ପୁଲିସ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆମ ପୁଲିସର ବରିଷ୍ଠ ସଭ୍ୟତଥା ପ୍ରାକ୍ତନ ପୁଲିସ ଅଧିକାରୀ ଡ଼ଃ ସୁମନ ଦତ୍ତଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଥାନାରେ ନୂଆକରି ଯୋଗଦେଇଥିବା ପ୍ରଭାରୀ ରଞ୍ଜନ…
Read More...

ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅପର୍ଣ୍ଣା ସାମଲଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷୟିତ୍ରୀ ସବିତା ବସ୍ତିଆଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ…
Read More...

ଆଦର୍ଶ ପାଠାଗାରର ରାଉରକେଲା ୩୦ତମ ପୁସ୍ତକ ମେଳା ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୩୦ତମ ରାଉରକେଲା ପୁସ୍ତକମେଳା ସ୍ଥାନୀୟ ଭଞ୍ଜଭବନ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ରାଧାକାନ୍ତ ମିଶ୍ରଙ୍କ ସଭାପତିତ୍ୱରେ ଓ ଅଶୋକ ବଳଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିପିୟୁଟିର…
Read More...

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ବହୁ ସଂଖ୍ୟାରେ ଯୋଗଦାନ କରବାକୁ ଜିଲ୍ଲାପାଳଙ୍କ ଅପିଲ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆସନ୍ତା ୧ରୁ ୭ ଫେବୃଆରୀ ପର୍ଯ୍ୟନ୍ତ ଭଞ୍ଜଭବନ ନିକଟସ୍ଥ ପ୍ରଦର୍ଶନୀ ପଡିଆ, ସେକ୍ଟର ୫ରେ ଆୟୋଜନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାର ଯୋଗଦାନ କରିବାକୁ …
Read More...

ଅଖିଳ ଭାରତ କୃଷକ ସଭା ପକ୍ଷରୁ ରାଉରକେଲା ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ କାର୍ଯ୍ୟାଳୟ ଘେରାଉ

ରାଉରକେଲା, (ସସ୍ମିତା ପ୍ରଧାନ) : କଲୁଙ୍ଗା ଓ କୁଆଁରମୁଣ୍ଡା ଶିଳ୍ପାଞ୍ଚଳକୁ ପ୍ରଦୂଷଣ ମୁକ୍ତ କରିବା, ଆଞ୍ଚଳିକ ଅଧିକାରୀ ଓ ଅନ୍ୟ ଅଧିକାରୀଙ୍କୁ ରାଉରକେଲା କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି କରିବା, କଲୁଙ୍ଗା ରେଲୱେ ସାଇଡିଂରେ ହେଉଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ…
Read More...

ପ୍ରଧାନଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ବାରିକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ବାରିକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଓ ଲାୟନ୍ସ କ୍ଲବ ରାଉରକେଲା ବେଦବ୍ୟାସ ଗ୍ରେଟରର ମିଳିତ ଆନୁକୂଲ୍ୟ ତଥା ବରିଷ୍ଠ…
Read More...

ଫେବୃଆରୀ ୧ରୁ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଓ ଖାଦ୍ୟମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ, ଓରମାସ, ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ପ୍ରଶାସନ ସୁନ୍ଦରଗଡର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆସନ୍ତା ୧ରୁ ୭ ଫେବୃଆରୀ ପର୍ଯ୍ୟନ୍ତ ଭଞ୍ଜଭବନ ନିକଟସ୍ଥ…
Read More...

ଅତିରିକ୍ତ ଜିଲ୍ଲପାଳଙ୍କ ସହ ବିଜେପି ପ୍ରତିନିଧି ମଣ୍ଡଳୀଙ୍କ ଆଲୋଚନା ପରେ ଆହାର କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଡାକ୍ତରଖାନା ନିକଟରେ ଥିବା ଆହାର କେନ୍ଦ୍ରକୁ ଗତ କାଲି ବିଜେପିର ଏକ ପ୍ରତନିଧି ମଣ୍ଡଳୀ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ନେତୃତ୍ୱରେ ଆହାର କେନ୍ଦ୍ରକୁ ପରିଦର୍ଶନ କରି କିଛିଦିନ ତଳେ ଆହାର କେନ୍ଦ୍ର କାହିଁକି ବନ୍ଦ ହୋଇଛି ସେ…
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଓ ମଧୁସୂଦନ ପାଠାଗାରର ମିଳିତ ସହଯୋଗରେ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଓ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅବସରରେ "ସୁରେନ୍ଦ୍ର ସାଏ ଓ ତାଙ୍କ ସାଥୀ" ଉପରେ ଏକ ଆଲୋଚନା ଚକ୍ର ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି…
Read More...