Browsing Tag

rourakela news

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବିର୍ସା ଛକରେ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ ସମେତ ବିର୍ସା
Read More...

ଆଜି ରାଉରକେଲା ଗସ୍ତ ଯିବେ ମୁଖ୍ୟମନ୍ତ୍ରୀ

ଉଦ୍‌ଘାଟନ କରିବେ ବିର୍ସା ମୁଣ୍ଡା ଆଥଲେଟିକ୍‌ ଷ୍ଟାଡିୟମ୍ ରାଉରକେଲା, (ସସ୍ମିତା ପ୍ରଧାନ) : ଆଜିିଠୁ ଦୁଇ ଦିନିଆ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ମୁଖ୍ୟମନ୍ତ୍ରୀ
Read More...

ସୁନ୍ଦରଗଡ ଜିଲ୍ଲା ମହିଳା ପତଞ୍ଜଳି ଯୋଗସମିତି ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୮ କମ୍ୟୁନିଟି ସେଣ୍ଟରଠାରେ ସୁନ୍ଦରଗଡ ଜିଲ୍ଲା ପତଞ୍ଜଳି ଯୋଗସମିତି ଆନୁକୂଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ଜିଲ୍ଲା ମହିଳା ପ୍ରଭାରୀ ନିତମ୍ବିନୀ ସ୍ବାଇଁ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସହ ପ୍ରଭାରୀ ଅକୃର
Read More...

ୟୁଥ ହଷ୍ଟେଲ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ ହଷ୍ଟେଲ ରାଉରକେଲା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ସେକ୍ଟର ୩ ସ୍ଥିତ ମାନବ ସେବା ସଦନଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତା ଓ ଜାତୀୟ କାଉନସିଲ ସଭ୍ୟ ନିରଞ୍ଜନ ବେହେରାଙ୍କ ଆବାହକତ୍ବରେ ଆୟୋଜିତ ଏହି
Read More...

ହାପି ମୋମେଣ୍ଟସ ଓ ଆଇବିଡବ୍ଲୁଏ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହାପି ମୋମେଣ୍ଟସ ଓ ଇଣ୍ଡିଆନ ବିଉଟିସିଆନ ୱେଲଫେୟାର ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେ ସେକ୍ଟର ୨ ସାହାନାଇ ମଣ୍ଡପ ଠାରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ରାଜେନ୍ଦ୍ର ପଣ୍ଡାଙ୍କ ଆବାହକତ୍ବ ଓ ସଂଯୋଜନାରେ ଆୟୋଜିତ ଏହି
Read More...

ଓଡିଶା ଥିଏଟର ଏକାଡ଼େମୀ ଓ ପରିଚୟ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ଥିଏଟର ଏକାଡ଼େମୀ ଓ ନାଟ୍ୟାନୁଷ୍ଠାନ ପରିଚୟର ମିଳିତ ଆନୁକୂଲ୍ୟରେ ଆଦର୍ଶ ସାହିତ୍ୟ ଘର ଠାରେ ଆନ୍ତର୍ଜାତିକ ମହିଳା ଦିବସ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ଡଃ ସମର ମୁଦାଲିଙ୍କ ସଭାପତିତ୍ବ ଓ ପରିଚୟର ସଂପାଦକ ପଞ୍ଚାନନ
Read More...

‘ବ୍ୟାସଦେବ ସୃଜନ ଚିନ୍ତନ’ର ଦ୍ଵିତୀୟ ଅର୍ଘ୍ୟ ‘ଅଗ୍ନିମୀଳେ ପୁରୋହିତମ୍’ ଶୀର୍ଷକ ଉପରେ…

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସକୁ ତୀର୍ଥକ୍ଷେତ୍ରରେ ପରିଣତ କରିବା ତଥା ବେଦବ୍ୟାସଙ୍କ ଜୀବନ ଦର୍ଶନ ତଥା ତାଙ୍କ ସୃଷ୍ଟି ସମ୍ଭାରର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଅଗ୍ନିମୀଳେ ପୁରୋହିତମ୍ ଶୀର୍ଷକ ଉପରେ ଆଲୋଚନାଚକ୍ର ବାସନ୍ତୀ କଲୋନୀ ସ୍ଥିତ ବାସନ୍ତୀ ପାଠାଗାରରେ ଅନୁଷ୍ଠିତ
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ-ସ୍ବେଚ୍ଛାସେବୀ ଅନୁଷ୍ଠାନ 'ଉତ୍କଳ ସ୍ନେହୀ ମହିଳା ସମିତି' ଆନୁକୂଲ୍ୟରେ ଛେଣ୍ଡ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାରର ସଭାଗୃହରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ସଭ୍ୟା ସୁପ୍ରୀୟା ମହାନ୍ତି ଏବଂ ଅଜୟ
Read More...

ମହିଳା ଦିବସ ପାଇଁ ବିଭିନ୍ନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ମହିଳା ଅନୁଷ୍ଠାନ ଲେଡି ଲାୟନ ତରଫରୁ ଆସନ୍ତା ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଝିରପାଣି ସ୍ଥିତ ସାଇନିଂ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବନ୍ଦିତା ମାହାତୋଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦିକା ଗୌରୀ କୁମ୍ଭାରଙ୍କ
Read More...

ଧାମରା ସଂଘର ବସନ୍ତ କବିତା ଆସର ଓ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବସନ୍ତ ଖାଲି ଏକ ଋତୁ ନୁହେଁ ଏକ ରାଗ, ଏକ ରସ, ଏକ ଚେତନା । ଏ ଚେତନା ପ୍ରେମ ଓ ଉତ୍ତରଣର ଚେତନା । ବସନ୍ତର ସୌନ୍ଦର୍ଯ୍ୟ ସଂସ୍କୃତ ସାହିତ୍ୟରେ ବର୍ଣ୍ଣିତ ହୋଇଛି । କାଳିଦାସ, ମାଘ, ଭରି ଆଦି ସମସ୍ତ ପୁରାତନ କବି ପ୍ରକାଶ କରିଛନ୍ତି ବସନ୍ତର ରୁପ ବର୍ଣ୍ଣନା
Read More...