Browsing Tag

rourakela news

ଏକ ଦିବସୟ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହେପି ମୋମେଣ୍ଟ ଇଣ୍ଡିଆ ପକ୍ଷରୁ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ ସମରୋହ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ତତ୍ୱାବଧାନରେ ଆୟୋଜିତ…
Read More...

ବରିଷ୍ଠ ଆଇନଜୀବୀ ବୃନ୍ଦାବନ ଚନ୍ଦ୍ର ରଥଙ୍କ ବିୟୋଗରେ ଓକିଲ ସଂଘର ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଓକିଲ ସଂଘର ବରିଷ୍ଠ ସଦସ୍ୟ ତଥା ସହରର ଜଣାଶୁଣା ଆଇନଜୀବୀ ବୃନ୍ଦାବନ ଚନ୍ଦ୍ର ରଥଙ୍କ ୬୯ ବର୍ଷ ବୟସରେ ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ଏହି ଦୁଃଖଦ ଖବର ଆସିଲା ପରେ ରାଉରକେଲା ଓକିଲ ସଂଘ ପକ୍ଷରୁ…
Read More...

୪୨ତମ ବାର୍ଷିକ ସାଂସ୍କୃତିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଆଳୀୟ ଖଣ୍ଡାୟତ ସମାଜ, ରାଉରକେଲା ମଣ୍ଡଳର ୪୨ତମ ବାର୍ଷିକ ସାଂସ୍କୃତିକ ସମ୍ମିଳନୀ ସେକ୍ଟର ୧ ସ୍ଥିତ ଏଚ୍‌ ବ୍ଲକ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନାରାୟଣ ମହାନ୍ତିଙ୍କ ସଭାପତିତ୍ୱ ଓ କେନ୍ଦ୍ରୀୟ ପ୍ରତିନିଧି ପ୍ରଭାକର…
Read More...

ଡିଏଭି ସ୍କୁଲରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଡିଏଭି ପବ୍ଲିକ ସ୍କୁଲ ବାସନ୍ତୀ ନଗରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଲୋକନାଥ ପ୍ରଧାନ ଓ ସହ ସଂଯୋଜକ ବିଜୟ କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀ ମାନଙ୍କ ପ୍ୟାରେଡ଼, ଜୁମ୍ବା ନାଚ, ମାସ୍ ଡ୍ରିଲ୍,…
Read More...

ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇମେଟ୍ ଆବାକସ ଏକାଡେମୀ ତରଫରୁ ଦ୍ୱିଦିବସୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ସେକ୍ଟର ୫ ସ୍ଥିତ ଦୀପିକା ପ୍ରାଇମେରୀ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆୟୋଜକ ଭାବେ ଆବାକସର ସ୍ଥାନୀୟ ମୁଖ୍ୟ ସନ୍ଧ୍ୟା ସାହୁଙ୍କ ଆବାହକତ୍ୱରେ ଆୟୋଜିତ…
Read More...

ଇସ୍ପାତ ନଗରୀ ରାଉରକେଲାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୫୦ ଜାନୁଆରୀ ୨୬ରେ ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ଘୋଷିତ ପାଇଁ ସମ୍ବିଧାନ ପ୍ରଣୟନ କରାଯାଇଥିଲା । ସମ୍ବିଧାନ ଜରିଆରେ ଭାରତବର୍ଷର ଏକତା ଅଖଣ୍ଡତା ରକ୍ଷା କରାଯାଇଛି । ଆମ ସମ୍ବିଧାନ ସମସ୍ତ ନାଗରିକଙ୍କୁ ରାଜନୈତିକ ଓ ମତପ୍ରକାଶର ସ୍ୱାଧିନତା…
Read More...

୭୬ତମ ସାଧାରନତନ୍ତ୍ର ଦିବସ ଅବସରରେ ରୋଗୀଙ୍କୁ ଫଳ ବଂଟନ

ରାଉରକେଲା, (କେପିଏନ୍‌ଏସ୍‌) : ୭୬ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମାଜସେବୀ ପ୍ରସନ୍ନ କୁମାର ତ୍ରିପାଠୀ ଓ ବିପିନ ବିହାରୀ ପଟ୍ଟନାୟକଙ୍କ ତତ୍ୱବଧାନରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀ ମାନଙ୍କୁ ଫଳ ବଂଟନ କରାଯାଇଛି । ବିଗତ ଦୁଇ ଦଶନ୍ଧି ଧରି ଏଭଳି ସେବା କାର୍ଯ୍ୟ…
Read More...

ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରାଉରକେଲାରେ ବିଜେପି କର୍ମୀ ଓ ବିଭିନ୍ନ ସଂଗଠନ ଭେଟିଲେ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସରକାରଙ୍କର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବା ମାତ୍ରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ, ରାଜ୍ୟ ମୁଖପାତ୍ର ଧିରେନ ସେନାପତି ତାଙ୍କୁ…
Read More...

ମଧୁସୂଦନ ପାଠାଗାର ଓ ଛେଣ୍ଡ ୱେଲଫେୟାର କମିଟିର ମିଳିତ ଆନୁକୂଲ୍ୟରେ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (କେପିଏନ୍‌ଏସ୍‌) : ମଧୁସୂଦନ ପାଠାଗାର ଓ ଛେଣ୍ଡ ୱେଲଫେୟାର କମିଟିର ମିଳିତ ଆନୁକୂଲ୍ୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପାଠାଗାରର ସଭାପତି ହରିହର ରାଉତରାୟ ପତାକା ଉତ୍ତୋଳନ କରିଥିଲେ । ୱେଲଫେୟାର କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ତାଙ୍କ ଅଭିଭାଷଣରେ…
Read More...

ଭାରତୀୟ ଯୁବ ହଷ୍ଟେଲ ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ହଷ୍ଟେଲ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଯୁବ ହଷ୍ଟେଲର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତା, ସାଧାରଣ ସମ୍ପାଦକ ନିରଞ୍ଜନ ବେହେରାଙ୍କ ଆବାହକତ୍ଵ ଓ ଡ଼ା ଦେବସ୍ରିତା…
Read More...