Browsing Tag

rourakela news

ରାଉରକେଲା ହକର୍ସ ଆସୋସିଏସନ୍‌ର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଖବରକାଗଜ ବିକ୍ରେତା ମାନଙ୍କ ସାମାଜିକ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ସହ ବିଚାର କରିବାକୁ ଆହ୍ୱାନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ହକର୍ସ ଆସୋସିଏସନ୍ ପକ୍ଷରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସ୍ଥାନୀୟ ସେକ୍ଟର ୧୬ ଶ୍ରମିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ…
Read More...

ବିଦ୍ୟା ମନ୍ଦିରରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ପୂର୍ବ ଛାତ୍ର ଏକତ୍ରୀକରଣ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର -୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଶ୍ୱ ପରାକ୍ରମ ଦିବସ ଅବସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ବିଦ୍ୟାଳୟର ପ୍ରାକ୍ତନ ଛାତ୍ର-ଛାତ୍ରୀମାନଙ୍କ ଦ୍ଵାରା ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ…
Read More...

ସହରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ସ୍ଵାଧିନତା ଆନ୍ଦୋଳନର ମହାନ ଯୋଦ୍ଧା, ସ୍ଵାଧୀନତା ସଂଗ୍ରାମୀ, ମହାନ୍ ଦେଶଭକ୍ତ, ବିପ୍ଳବୀ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜନ୍ମ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଆଜି ରାଉରକେଲାର ବିଭିନ୍ନ ଅନୁଷ୍ଠାନ ତରଫରୁ ମହାସମାରୋହରେ…
Read More...

ରାଉରକେଲା ସହରରେ ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ପ୍ରଥମ ବାର୍ଷିକ ପାଇଁ ଐତିହାସିକ ଉତ୍ସବ

ହନୁମାନ ବାଟିକାରେ ପୂଜାର୍ଚ୍ଚନା ପରେ ସର୍ବ ବୃହତ ସାଢେ଼ ୧୨ କ୍ୱିଣ୍ଟାଲ ଓଜନର ବୃହତ୍ ଲଡୁର ବଣ୍ଟନ ରାଉରକେଲା, (ସସ୍ମିତା ପ୍ରଧାନ) : ଅଯୋଧ୍ୟାର ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ପାଳନ ଅବସରରେ ରାଉରକେଲା ସହରରେ ବଡ଼ ଆଡମ୍ବର ସହକାରେ ଏହି ଉତ୍ସବକୁ ପାଳନ…
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ପାନପୋଷଠାରେ ଥିବା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ସରକାରୀ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ସମ୍ପନ୍ନ ହୋଇଛି । ମଙ୍ଗଳବାର ପୂର୍ବାହ୍ନରେ ମହାବିଦ୍ୟାଳୟ ପରିସରରେ ହୋଇଥିବା ଏହି…
Read More...

ସମ୍ବିଧାନକୁ ସର୍ବୋଚ୍ଚ ସମ୍ମାନ ଦେଇଛି ବିଜେପି ସରକାର : କୈଳାଶ ବିଜୟବର୍ଗୀୟ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ସାଙ୍ଗଠନିକ ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ସମ୍ବିଧାନ ଗୌରବ ଅଭିଯାନର ସମ୍ମିଳନୀ ଛେଣ୍ଡ ସ୍ଥିତ ହକି ଭିଲେଜ ମେଫେୟାର ଠାରେ ଅନୁଷ୍ଠିତ ହୋଇଯାଇଛି । ପାର୍ଟିର ଜିଲ୍ଲା ସଭାପତି ଲତିକା ପଟ୍ଟନାୟକଙ୍କ ସଭାପତିତ୍ୱ ଓ ମୁଖପାତ୍ର ଗଙ୍ଗାଧର ଦାଶଙ୍କ…
Read More...

ଗ୍ରାଣ୍ଡ ମେଡିକାଲ ହଲ୍‌ର ୨୫ତମ ପୂର୍ତ୍ତି ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ମାର୍କେଟ ସ୍ଥିତ ଗ୍ରାଣ୍ଡ ମେଡିକାଲ ହଲ୍‌ର ୨୫ତମ ପୂର୍ତ୍ତି ଅବସରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ରାଉରକେଲା ସରକାରୀ ହସ୍ପିଟାଲର ବରିଷ୍ଠ ଡାକ୍ତର ସୁଧାରାଣୀ ପ୍ରଧାନ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ…
Read More...

ଆସନ୍ତା ୨୩ରୁ ୨୬ ପର୍ଯ୍ୟନ୍ତ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ସଶକ୍ତିକରଣ ଏବଂ ରାଷ୍ଟ୍ର ଜାଗରଣ ଅଭିଯାନ ଉପଲକ୍ଷେ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଆସନ୍ତା ୨୩ ତାରିଖରୁ ୨୬ ତାରିଖ ପର୍ୟ୍ୟନ୍ତ ସେକ୍ଟର -୨ ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି…
Read More...

ଓ.ଏସ୍.ଏ.ପି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓ.ଏସ୍.ଏ.ପି ସରକାରୀ ଉଚ୍ଚ ବିଦ୍ୟାଳୟର ୩୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ବିଶ୍ଵାଳଙ୍କ ସଭାପତିତ୍ୱ ଓ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓ.ଏସ୍.ଏ.ପି ପୋଲିସ୍…
Read More...

ରାଉରକେଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ବନ୍ଧୁମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ବନ୍ଧୁ ମିଳନ ଛେଣ୍ଡ୍ କଲୋନୀ ସ୍ଥିତ ମଧୁସୂଦନ ପାଠାଗାର ପରିସରରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନବଘନ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ସଦସ୍ୟ…
Read More...