Browsing Tag

rourakela news

ଲାଞ୍ଚ ନେବା ବେଳେ ଆଡିସିନାଲ ପୋଷ୍ଟମାଷ୍ଟର ବିଶ୍ଵରଞ୍ଜନ ବେହେରାଙ୍କୁ ଗିରଫ କଲା ସିବିଆଇ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଞ୍ଚ ନେବା ବେଳେ ଆଡିସିନାଲ ପୋଷ୍ଟମାଷ୍ଟର ବିଶ୍ଵରଞ୍ଜନ ବେହେରାଙ୍କୁ ଗିରଫ କରିଛି ସିବିଆଇ । ସେ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ସିବିଆଇ ଗିରଫ କରିଥିବା ଜଣାପଡିଛି । ରାଉରକେଲା ମୁଖ୍ୟ ଡାକଘରେ ସିବିଆଇର ୧୦ ଜଣିଆ ଟିମ୍‌ର ଚଢ଼ାଉ ଚାଲିଥିବା
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ବିପ୍ଳବୀ କବି ରବି ସିଂଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ୍ ଏକାଡେମୀ ସଭାଗୃହଠାରେ କବି ବଳରାମ ରାଉଳଙ୍କ ସଭାପତିତ୍ୱରେ ବିପ୍ଳବୀ କବି ରବି ସିଂଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ପ୍ରଗତିବାଦୀ କବି ପଶୁପତିନାଥ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସାହିତ୍ୟ ପ୍ରତି ପ୍ରତିବଦ୍ଧତା ନେଇ ବାସନ୍ତୀ ପାଠାଗାର ତରଫରୁ ପାଠାଗାର ପରିସରରେ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ
Read More...

ସୁସ୍ଥ ଗଣତନ୍ତ୍ର ପାଇଁ ନ୍ୟାୟପାଳିକାର ଭୂମିକା ସଂପର୍କରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁସ୍ଥ ଗଣତନ୍ତ୍ର ପାଇଁ ନ୍ୟାୟପାଳିକାର ଭୂମିକା ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଆଲୋଚକ ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼. ଭବାନୀ
Read More...

ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାରର ସତସଙ୍ଗ ଦକ୍ଷିଣ ରାଉରକେଲାରେ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦକ୍ଷିଣ ରାଉରକେଲାର ସେକ୍ଟର-୨୨ର ପରିସରରେ ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ସମିତିର ସତସଙ୍ଗ ରାଜ୍ୟ ସହ ପ୍ରଭାରୀ ଅକ୍ରୁର ମାର୍ଥାଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶ୍ରୀ ମାର୍ଥା ଆନୁଷ୍ଠାନିକ ଭାବେ ଦୀପ ପ୍ରଜ୍ୱଳନ କରି
Read More...

ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଡ୍ଗ ଭବନଠାରେ ରାଉରକେଲା ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅନ୍ତର୍ଯ୍ୟାମୀ ସାହୁଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ମଧୁସୂଦନ ବଳଙ୍କ
Read More...

ଆସନ୍ତା ୩ରେ ରାଉରକେଲା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମାର୍ଚ୍ଚ ୩ ତାରିଖ ଦିନ ସଂଧ୍ୟା ବେଳେ ସେକ୍ଟର ୧୭ ପଡିଆଠାରେ ଅଷ୍ଟମ ରାଉରକେଲା ଦିବସ ପାଳନ କରାଯିବ ବୋଲି ଜଣାପଡ଼ିଛି । ଏନେଇ ସେକ୍ଟର ୪ ସ୍ଥିତ ପୂର୍ତ୍ତ ବିଭାଗର ଡାକବଙ୍ଗଳାଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ
Read More...

ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବଣାଇର ସାମ୍ବାଦିକ ତପନ ମଲ୍ଲିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ଅନଲାଇନ ମାଧ୍ୟମରେ ଦିଆଯାଇଥିବା ସହାୟତା ରାଶିର ପ୍ରମାଣ ପତ୍ରକୁ ଆଜି ସୁନ୍ଦରଗଡ
Read More...

ରାଉରକେଲା ମହାବିଦ୍ୟାଳୟରେ ‘ବର୍ଜ୍ୟବସ୍ତୁ ପ୍ରବନ୍ଧନ ପ୍ରଶିକ୍ଷଣ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ, ପାନୀୟ ଓ ସ୍ୱଚ୍ଛତା ବିଭାଗ ତରଫରୁ ଏବଂ ଅଧ୍ୟାପକ ଅଜିତ ବେକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ 'ବର୍ଜ୍ୟବସ୍ତୁ ପ୍ରବନ୍ଧନ' ଉପରେ ଏକ 'ପ୍ରଶିକ୍ଷଣ ଓ ଜାଗରୁକତା କର୍ମଶାଳା' ଅନୁଷ୍ଠିତ ହୋଇଯାଇଛି ।
Read More...

‘ପରିଚୟ’ ଅନୁଷ୍ଠାନ ତରଫରୁ ଯୁବ କଳାକାର ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୭ ମଧୁମଣ୍ଡପ ଠାରେ 'ପରିଚୟ' ଅନୁଷ୍ଠାନ ତରଫରୁ ଏକ ଯୁବ କଳାକାର ସମାବେଶ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ପଞ୍ଚାନନ ପାତ୍ରଙ୍କ ଆବାହକତ୍ୱ ଓ ନାଟ୍ୟ ନିର୍ଦ୍ଦେଶକ ଡ. ସମର ମୁଦାଲିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...