Browsing Tag

rourakela news

ଆଧୁନିକ ଜୀବନ ଶୈଳୀରେ ବିଜ୍ଞାନ ଏବଂ ଆଧ୍ୟାତ୍ମିକତାର ଭୂମିକା

ରାଉରକେଲା, (ସସ୍ମିତା ପ୍ରଧାନ) : ପୁରାତନ ଯୁଗରୁ ଆଧୁନିକ ଯୁଗ ପର୍ଯ୍ୟନ୍ତ ମନୁଷ୍ୟ ବିଜ୍ଞାନକୁ ନେଇ ଅଗ୍ରଗତି କରି ସୁଖ ସ୍ୱାଚ୍ଛନ୍ଦ୍ୟର ଜୀବନ ଗଢ଼ି ତୋଳିଛି । କିନ୍ତୁ ପ୍ରକୃତ ଆତ୍ମାର ସୁଖ ଓ ଶାନ୍ତିର ଅନୁସନ୍ଧାନରେ ମନୁଷ୍ୟ ଆଜି ଆଧ୍ୟାତ୍ମିକତା ଆଡ଼କୁ ଆଗେଇ ଚାଲିଛି ମନରେ ଅସୁମାରୀ…
Read More...

ଓଶୋ ଜୀବନ ଜାଗୃତି କେନ୍ଦ୍ରର ନିଶୁଳ୍କ ଧ୍ୟାନ ସମାଧି ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଶୋ ଜୀବନ ଜାଗୃତି କେନ୍ଦ୍ର ରାଉରକେଲା ତରଫରୁ ୩ ଦିନ ବ୍ୟାପୀ ଧ୍ୟାନ ସାଧନା ଶିବିର ଭଞ୍ଜଭବନ ସ୍ଥିତ ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ଗୁରୁ ଆଚାର୍ଯ୍ୟ ଶ୍ରୀ ଜଗନ୍ନାଥଙ୍କ ଦ୍ୱାରା ଏହି କାର୍ଯ୍ୟ ସମ୍ପାଦନ କରାଯାଇଥିଲା । ଏହି…
Read More...

ଜିଲ୍ଲା କଂଗ୍ରେସ ତରଫରୁ ନୂଆ ବର୍ଷ ପାଳନ ଓ ବନ୍ଧୁ ମିଳନ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା କଂଗ୍ରେସ ସଭାପତି ରବି ରାୟଙ୍କ ନେତୃତ୍ୱରେ ନୂଆବର୍ଷ ଉପଲକ୍ଷେ ଏକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସଦସ୍ୟମାନେ ପରସ୍ପରକୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ମଧ୍ୟରେ ଐକ୍ୟବଦ୍ଧତା ଓ ଭାଇଚାରା ବଜାୟ…
Read More...

ବ୍ୟାସଦେବ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବ୍ଲକ ସ୍ତରୀୟ ମାସିକ ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ସ୍ଥିତ ବ୍ୟାସଦେବ ଉଚ୍ଚ ବିଦ୍ୟାଳୟରେ ତ୍ରୟୋଦଶ ବ୍ଲକ୍ ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲାଠିକଟା ବ୍ଲକ୍‌ର ୧୮ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଯୋଗ ଦେଇ ସୁଗମ ଓ ଗୁଣାତ୍ମକ ଶିକ୍ଷା…
Read More...

ରାଉରକେଲା ବନଖଣ୍ଡ ପକ୍ଷରୁ ବନାଗ୍ନି ସଚେତନତା ଏବଂ ଗଜସାଥି ପ୍ରଶିକ୍ଷଣ କାର୍ଯ୍ୟକ୍ରମ-୨୦୨୫ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନଖଣ୍ଡ ପକ୍ଷରୁ ବନାଗ୍ନି ସଚେତନତା ଏବଂ ଗଜସାଥି ପ୍ରଶିକ୍ଷଣ କାର୍ଯ୍ୟକ୍ରମ-୨୦୨୫ ଆଜି ଆୟୋଜିତ ହୋଇଯାଇଛି । ରାଉରକେଲା ବନଖଣ୍ଡ ପକ୍ଷରୁ ଏକ ବନାଗ୍ନି ସଚେତନତା ରଥ ଏବଂ ଶୋଭାଯାତ୍ରା ସେକ୍ଟର-୧୩ ମେଳନ ପଡିଆରୁ ବାହାରି ରିଂଗ୍ ରୋଡ ଦେଇ ଭଞ୍ଜ ଭବନ…
Read More...

ଝିରପାଣି ଠାରେ ୨୪ତମ ମକର ମିଳନ ଓ ଟିସୁ ମେଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ସ୍ଥିତ ୟଙ୍ଗ ଆଦିବାସୀ କ୍ଲବ ପଡିଆରେ ୨୪ତମ ମକର ମିଳନ ଓ ଟିସୁ ମେଳା ଅନୁଷ୍ଠିତ ହୋଇଯାଇଛି । ଝିରପାଣି ମକର ମିଳନ କମିଟିର ସଭାପତି ହାଲୁ ମୁଣ୍ଡାରୀ (ଖ)ଙ୍କ ସଭାପତିତ୍ୱ ଓ ସମ୍ପାଦକ ନିଳାମ୍ବର ମୁଣ୍ଡାରୀ ଓ କୋଷାଧ୍ୟକ୍ଷ କିଶୋର ମୁଣ୍ଡାରୀଙ୍କ…
Read More...

ମାତୃ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୨୦୧୭ରୁ ଆରମ୍ଭ ହୋଇଥିବା ଓଡ଼ିଶା ମାତୃଶକ୍ତି ମିଶନର ପ୍ରଥମ ମାତୃ ସମ୍ମିଳନୀ ୨୦୨୫ ସେକ୍ଟର ୬ ସ୍ଥିତ ଇସ୍ପାତ ସରୋବର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମିଶନର ଏମ୍.ଡି ଡାକ୍ତର ସାମନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତା ଓ ଜିଲ୍ଲା ସଭାପତି ଶକ୍ତିପ୍ରଦା…
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର…
Read More...

ସାହିତ୍ୟ ସୃଜନୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ସାଂସ୍କୃତିକ ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦର ମାସିକ ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ରାଘୁନାଥପାଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ଆବାହକ ସୁଶାନ୍ତ କୁମାର ନାୟକଙ୍କ…
Read More...

ସ୍କାଉଟ, ଗାଇଡ୍, କବ୍‌ ଓ ବୁଲବୁଲର ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍କାଉଟ, ଗାଇଡ୍, କବ୍ ଓ ବୁଲବୁଲର ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କାଉଟ, ଗାଇଡ୍‌ର ଜିଲ୍ଲା କମିଶନର ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱ ଓ ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ନାୟକଙ୍କ…
Read More...