Browsing Tag

rourakela news

ବିଶ୍ୱ ମାତୃଭାଷା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ପ୍ରାୟ ସାହିତ୍ୟାନୁଷ୍ଠାନଗୁଡିକ ଆମ୍ବାଗାନ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିଠାରେ ମିଳିତ ହୋଇ ବିଶ୍ୱ ମାତୃଭାଷା ଦିବସ ପାଳନ କରିଥିଲେ । ଏହି ଅବସରରେ ବକ୍ତାମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ, ମାତୃଭାଷା
Read More...

ହମିରପୁରରେ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀଠାରେ ଶ୍ରୀ ଶ୍ରୀ ହନୁମାନଜୀଙ୍କ ବିଗ୍ରହ ପ୍ରତିଷ୍ଠା ଅନୁଷ୍ଠିତ ହୋଇଅଛି । ଏହି ଉତ୍ସବରେ ସର୍ବଶ୍ରୀ ଉପେନ୍ଦ୍ର ନନ୍ଦ, ନିଗମାନନ୍ଦ ପଣ୍ଡା, ମୀନକେତନ ମିଶ୍ର ଓ ହାଡିବଂଧୁ ମିଶ୍ର ପ୍ରମୁଖ ପୂଜକ ଭାବେ ଓ କର୍ତ୍ତା ଭାବେ ନିରଞ୍ଜନ
Read More...

ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହେଲା ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ମେଳା ଆରମ୍ଭ ହୋଇଯାଇଛି । ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ୍‌ ରାଜିନ ଏକ୍କା ଓ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ମେଳା ପଡ଼ିଆରେ ଉପସ୍ଥିତ ରହି ବେଦବ୍ୟାସ ମେଳା ଓ
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ୱ ଓ ଉପସଭାପତି ଡ.
Read More...

ଶ୍ରୀଧର ସ୍ମୃତି ଜ୍ଞାନବିକାଶ କେନ୍ଦ୍ରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ର ତରଫରୁ ମାସିକ ସାହିତ୍ୟ ଆସର ଜେଲରୋଡ ସ୍ଥିତ ପଦ୍ମାବତୀ ମେମୋରିଆଲ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାହିତ୍ୟ ଆସରର ପ୍ରଥମ ପର୍ଯ୍ୟାୟରେ ଡଃ ଉମାକାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତା ଓ ସଂପାଦକ ଡଃ ସୁବାସ ଚନ୍ଦ୍ର
Read More...

ଦନ୍ତ ଚିକିତ୍ସକ ସଂଘର ଅଧିଷ୍ଠାନ ଉତ୍ସବ : ଡା. ମାଇତି ହେଲେ ନୂତନ ସଭାପତି

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଦନ୍ତ ଚିକିତ୍ସକ ସଂଘ ରାଉରକେଲା ଶାଖାର ଅଧିଷ୍ଠାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୂତନ କର୍ମକର୍ତ୍ତା ଚୟନ ପରେ ଏହି ତାଲିକା ବିଧିବଦ୍ଧ ଭାବେ ଘୋଷିତ ହୋଇଥିଲା । ତଦନୁଯାୟୀ ଡାକ୍ତର ଚନ୍ଦନ ମାଇତି ସଭାପତି, ଡା. ଦୀପ୍ତି କୌର ସମ୍ପାଦକ, ଡା.
Read More...

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିଜେପିର ଗଣବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ପାନପୋଷ ସାଂଗଠନିକ ଜିଲ୍ଲା ତରଫରୁ ରାଉରକେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବୀରେ ଗଣବିକ୍ଷୋଭ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଜି ସମଗ୍ର
Read More...

ତୃତୀୟ ବସନ୍ତ ମଲ୍ଲିକ ମେମୋରିଆଲ ରିଭର ଟ୍ରେକିଂ ଏବଂ ଟ୍ରେନିଂ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଯୁବ ହଷ୍ଟେଲ ଆସୋସିଏସନ୍ ତରଫରୁ ତୃତୀୟ ବସନ୍ତ ମଲ୍ଲିକ ମେମୋରିଆଲ ରିଭର ଟ୍ରେକିଂ ଏବଂ ଟ୍ରେନିଂ କାର୍ଯ୍ୟକ୍ରମ ଝିରପାଣି ସ୍ଥିତ କୋଏଲ ନଦୀ କୂଳରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୁବ ହଷ୍ଟେଲ, ଏନ୍‌ଆଇଟି, ସିଆଇଏସ୍‌ଏଫ୍‌ ତଥା
Read More...

ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଂପର୍କିତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଆଲୁମନି ଆସୋସିଏସନ୍ ତରଫରୁ ମହାବିଦ୍ୟାଳୟର ହଷ୍ଟେଲ ନମ୍ବର ୩ ଠାରେ ରହୁଥିବା ଅନ୍ତେବାସୀମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସହ ଡାକ୍ତରଙ୍କ ସହ ଭାବବିନିମୟ କାର୍ଯ୍ୟକ୍ରମ କରାଯାଇଥିଲା ।
Read More...

ଧନଞ୍ଜୟ ମହାନ୍ତିଙ୍କ ପୂଣ୍ୟତିଥି ଓ ସ୍ମୃତି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସିଭିଲ ଟାଉନସିପ ସ୍ଥିତ ସ୍ମୃତି ଉଦ୍ୟାନ ଠାରେ ଧନଞ୍ଜୟ ମହାନ୍ତି ମେମୋରିଆଲ ଟ୍ରଷ୍ଟ, ରାଉରକେଲା ତରଫରୁ ଧନଞ୍ଜୟ ମହାନ୍ତିଙ୍କ ୩୨ତମ ପୂଣ୍ୟତିଥି ଓ ସ୍ମୃତି ସଭା ପାଳିତ ହୋଇଯାଇଛି । ଟ୍ରଷ୍ଟର ସଂପାଦିକା ପୁଷ୍ପା ଲେଙ୍କାଙ୍କ ଆବାହକତ୍ୱରେ ଆୟୋଜିତ
Read More...