Browsing Tag

rourakela news

ଧନଞ୍ଜୟ ମହାନ୍ତିଙ୍କ ପୂଣ୍ୟତିଥି ଓ ସ୍ମୃତି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସିଭିଲ ଟାଉନସିପ ସ୍ଥିତ ସ୍ମୃତି ଉଦ୍ୟାନ ଠାରେ ଧନଞ୍ଜୟ ମହାନ୍ତି ମେମୋରିଆଲ ଟ୍ରଷ୍ଟ, ରାଉରକେଲା ତରଫରୁ ଧନଞ୍ଜୟ ମହାନ୍ତିଙ୍କ ୩୨ତମ ପୂଣ୍ୟତିଥି ଓ ସ୍ମୃତି ସଭା ପାଳିତ ହୋଇଯାଇଛି । ଟ୍ରଷ୍ଟର ସଂପାଦିକା ପୁଷ୍ପା ଲେଙ୍କାଙ୍କ ଆବାହକତ୍ୱରେ ଆୟୋଜିତ
Read More...

କୋଏଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ସ୍ଥିତ କୋଏଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୫ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିରର ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱ ଓ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ସଚେତନ ନାଗରିକ ମଞ୍ଚର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ସଚେତନ ନାଗରିକ ମଞ୍ଚର ୯ମ ବାର୍ଷିକୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମଂଚର ସାଧାରଣ ସଂପାଦକ ପି ପି ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଏକବିଂଶ ଶତାବ୍ଦୀରେ କବିତା : ବ୍ୟକ୍ତି, ଦେଶ ଓ ବିଶ୍ୱ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକ ଉତ୍ସବର ଉଦ୍‌ଘାଟନୀ ଛେଣ୍ଡ କଲୋନୀର ଚିନ୍ମୟ ବିଦ୍ୟାଳୟ ପରିସରରେ ହୋଇଯାଇଛି । ସଂସଦର ସଭାପତି ତଥା ଅବସରପ୍ରାପ୍ତ ପ୍ରଶାସକ ମହେନ୍ଦ୍ର ପଟ୍ଟନାୟକଙ୍କ ପୌରହିତ୍ୟରେ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ସଭାରେ ମୁଖ୍ୟ
Read More...

ରାଉରକେଲା ମହାବିଦ୍ୟାଳୟରେ ତିନି ଦିନିଆ ଜିଲ୍ଲାସ୍ତରୀୟ ରେଡକ୍ରସ୍ ଶିବିର ଉଦଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ତଥା ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜିଲ୍ଲାସ୍ତରୀୟ ରେଡକ୍ରସ୍‌ ତାଲିମ ଶିବିର ୨୦୨୨-୨୩ ଆନୁଷ୍ଠାନିକ ଭାବେ ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ
Read More...

ମାତୃ ପିତୃ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାତୃ-ପିତୃ ପୂଜନ ହିଁ ପ୍ରେମ-ଦିବସ ପାଳନର ମହତ ଉଦ୍ଦେଶ୍ୟ ରାଉରକେଲା, (ସସ୍ମିତା ପ୍ରଧାନ) : "ପ୍ରେମ ସଦା ସର୍ବଦା ଚିରନ୍ତନ ବାସ୍ତବ ଓ ଅନନ୍ୟ" ; ଏହି ଭାବନାକୁ ଚରିତାର୍ଥ କରିବା ପୂର୍ବକ ପ୍ରତ୍ୟେକ ୧୪ ଫେବ୍ରୁଆରୀରେ "ମାତୃ-ପିତୃ ପୂଜନ" କରିବା ଉଦ୍ଦେଶ୍ୟ ନେଇ ଶ୍ରୀ ଯୋଗ ବେଦାନ୍ତ
Read More...

ବେଦବ୍ୟାସ ପୀଠର ବିକାଶ ହେଉ : ବଦ୍ରୀନାରାୟଣ ପାଢ଼ୀ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ସ୍ଥିତ ଜନତା ଧର୍ମଶାଳାରେ ବଦ୍ରୀନାରାୟଣ ପାଢ଼ୀଙ୍କ ଆବାହକତ୍ୱରେ ଏକ ବୈଠକରେ ବେଦବ୍ୟାସର ବିକାଶ ସଂପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଶ୍ରୀ ପାଢ଼ୀ ବହୁ ପୂର୍ବର ଦାବୀ ବେଦବ୍ୟାସ ଝୁଲାପୋଲ ପ୍ରସଙ୍ଗକୁ ଉତ୍ଥାପନ କରିବା ସହିତ ବେଦବ୍ୟାସ
Read More...

ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟରେ ହାକାଥନ ଓ କୋଡ଼ିଙ୍ଗ ପ୍ରଶିକ୍ଷଣ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟରେ ହାକାଥନ ଓ କୋଡ଼ିଙ୍ଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଚାରିଦିନ ଧରି କ୍ୱେଷ୍ଟ ଆଲିଆନ୍ସ ଓ ମୋ ସ୍କୁଲ ଅଭିଯାନର ମିଳିତ ଉଦ୍ୟମରେ ହାକାଥନ ଓ କୋଡ଼ିଙ୍ଗର ପ୍ରଶିକ୍ଷକ ମନୋଜ କୁମାର ବୀରାଙ୍କ ପଥ
Read More...

କବି ଶ୍ରୀମତୀ ଶୁଚିସ୍ମିତା ପଣ୍ଡାଙ୍କୁ ଓଡିଶା ରତ୍ନ ଓ ଜିଲ୍ଲା ରତ୍ନ ପୁରସ୍କାର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଫର୍ଟିଲାଇଜର ଟାଉନସିପର ବିଶିଷ୍ଟ ନାରୀ କବି ଶ୍ରୀମତୀ ଶୁଚିସ୍ମିତା ପଣ୍ଡାଙ୍କୁ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ଓଡିଶା ସଂସ୍କୃତି କଳା ଏକାଡେମୀ ଓ ସଙ୍ଗୀତ ମୂର୍ଚ୍ଛନା ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା
Read More...

ଯୁବ ରେଡକ୍ରସର ୩ ଦିନିଆ କର୍ମଶାଳା ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସର ୩ ଦିନିଆ କର୍ମଶାଳା ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାଠାରେ ଉଦ୍‌ଘାଟିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ପାନପୋଷ ଉପଜିଲ୍ଲାପାଳ ଅଭିମନ୍ୟୁ
Read More...