Browsing Tag

rourakela news

ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ, ସୁନ୍ଦରଗଡ ଜିଲ୍ଲା ଶାଖା ତରଫରୁ ଜାତୀୟ ଯୁବ ଦିବସ ଅଧ୍ୟକ୍ଷା ଶର୍ମିଷ୍ଠା କବିଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ରୂପେ ବିଶିଷ୍ଟ ସାହିତ୍ୟିକା ବିଜୟଲକ୍ଷ୍ମୀ ପଟ୍ଟନାୟକ, ମୁଖ୍ୟବକ୍ତା…
Read More...

ୟୁଥ୍ ହଷ୍ଟେଲର ୪୬ତମ ବାର୍ଷିକୋତ୍ସବ ସମ୍ପନ୍ନ

ଏକ ସୁସ୍ଥ ସୁନ୍ଦର ସବୁଜ ରାଉରକେଲା ପାଇଁ ଆହ୍ୱାନ ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ଅବସରରେ ୟୁଥ୍ ହଷ୍ଟେଲ ଅଫ୍ ଇଣ୍ଡିଆ ରାଉରକେଲାର ୪୬ତମ ବାର୍ଷିକ ଉତ୍ସବ ତଥା ଏହି ଅନୁଷ୍ଠାନର ସର୍ବଭାରତୀୟ ସ୍ତରରେ ୭୫ତମ ବାର୍ଷିକୋତ୍ସବ ସ୍ଥାନୀୟ ସିଭିକ…
Read More...

ସଚେତନ ନାଗରିକ ମଞ୍ଚର ବିବେକାନନ୍ଦଙ୍କ ଜୟନ୍ତୀ ପାଳନ ଓ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତାଗଣ ସେକ୍ଟର ୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଡ୍ଗ ଭବନ ଠାରେ ଆଗାମୀ ବାର୍ଷିକ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଓ ସ୍ୱାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ପାଳନ କରିଥିଲେ । ମଞ୍ଚର ସଭାପତି ଇଂ…
Read More...

ବାଲ ସୁଧାର ଗୃହରେ ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ସ୍ଵାସ୍ଥ୍ୟ ପରୀକ୍ଷା

ରାଉରକେଲା, (ସସ୍ମିତା ପ୍ରଧାନ): ଦ ହ୍ୟୁମାନିଟି ଫାଉଣ୍ଡେସନ୍ ଦ୍ଵାରା ବାଲ ସୁଧାର ଗୃହରେ ଏକ ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଵତନ୍ତ୍ର ଜେଲ୍ ସୁପରିଟେଣ୍ଡେଣ୍ଟ ଜୀବନ ସିଂ ମୁଣ୍ଡା ଓ ସମାଜସେବୀ ଅନିତା ଅଗ୍ରୱାଲ, ପ୍ରକାଶ ଚନ୍ଦ୍ର ତ୍ରିପାଠୀ,…
Read More...

ବାସୁଦେବପୁର ଜନ କଲ୍ୟାଣ ପରିଷଦର ୨୫ତମ ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବାସୁଦେବପୁର ଜନକଲ୍ୟାଣ ପରିଷଦର ୨୫ତମ ବାର୍ଷିକ ଉତ୍ସବ ସେକ୍ଟର-୭ ସ୍ଥିତ ମଧୁ ମଣ୍ଡପ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଡାକ୍ତର ରବୀନ୍ଦ୍ର କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ…
Read More...

ଯୁବଦୋୟ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସରେ ରକ୍ତଦାନ ଓ ରନ୍ଧାଖାଦ୍ୟ ବଣ୍ଟନ ସହ ମହାପୁରୁଷ ତଥା ସ୍ୱାମୀ ବିବେକାନନ୍ଦଙ୍କ…

ରାଉରକେଲା, (ସସ୍ମିତା ପ୍ରଧାନ) : ଯୁବଦୟୋ ପକ୍ଷରୁ ଆଜି ରାଷ୍ଟ୍ରୀୟ ଯୁବ ଦିବସ ଓ ସ୍ୱାମୀ ବିବେକାନନ୍ଦଙ୍କ ୧୬୩ତମ ଜନ୍ମଜୟନ୍ତୀ ବେଶ୍ ଉତ୍ସାହର ସହ ପାଳିତ ହୋଇଯାଇଛି । ଯୁବଦୟୋର ସଭାପତି ବିଶ୍ୱଜିତ ଜେନାଙ୍କ ନେତୃତ୍ୱରେ ସେକ୍ଟର ୧୭ ସରସ୍ଵତୀ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ…
Read More...

କୈବଲ୍ୟ ସାହିତ୍ୟ ସଂସଦର ପ୍ରବାସୀ ସମ୍ବର୍ଦ୍ଧନା

ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ଏବଂ କୈବଲ୍ୟ ୱାର୍ଲ୍ଡ ଲିଟ୍‌ରେଚର୍‌ ଫୋରମ୍ ତରଫରୁ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଅବସରରେ ଆଧ୍ୟାତ୍ମିକ କୈବଲ୍ୟ ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ନିରାଡମ୍ବର ଭାବେ ପୂର୍ବରୁ ସ୍ଥିରୀକୃତ…
Read More...

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵରାୟଙ୍କ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀ ସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵରାୟଙ୍କ ପ୍ରଥମ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ସଭାପତି ପ୍ରଭାତ କୁମାର ପରିଡ଼ାଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ ନିରଞ୍ଜନ ସାମନ୍ତରାୟଙ୍କ ଆବାହକତ୍ଵରେ…
Read More...

ପଦ୍ମାଳୟା ସାଂସ୍କୃତିକ ଅନୁଷ୍ଠାନର ପ୍ରଥମ ଅର୍ଘ୍ୟ କିଛି ସ୍ମୃତି କିଛି ସଂଗୀତ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସଂଗୀତ ଅନୁଷ୍ଠାନ ପଦ୍ମାଳୟା ସାଂସ୍କୃତିକ ଅନୁଷ୍ଠାନ ତରଫରୁ ପ୍ରଥମ ଅର୍ଘ୍ୟ କିଛି ସ୍ମୃତି କିଛି ସଂଗୀତ କାର୍ଯ୍ୟକ୍ରମ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ନିଶିପଦ୍ମା ନନ୍ଦଙ୍କ ଆବାହକତ୍ଵ ଓ ଉପଦେଷ୍ଟା ଜଗନ୍ନାଥ…
Read More...

ରାଉରକେଲା କଲେଜର ପ୍ରବାସୀ ଭାରତୀୟ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ, ରାଉରକେଲା ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ତରଫରୁ ୧୮ତମ ପ୍ରବାସୀ ଭାରତୀୟ ଦିବସ ଓ ପୁରସ୍କାର ବିତରଣ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ନୋଡାଲ ଅଫିସର ପ୍ରଫେସର ତରଣୀ ନାୟକଙ୍କ…
Read More...