ବିଶ୍ଵ ସାମାଜିକ ନ୍ୟାୟ ଦିବସ -୨୦୨୬ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସଂସ୍କୃତି ଭବନ, ସୁନ୍ଦରଗଡଠାରେ ଅବଦାନ ଯୋଜନା ଅନ୍ତର୍ଗତ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଶ୍ଵ ସାମାଜିକ ନ୍ୟାୟ ଦିବସ -୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାତଃସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ୫୦ ଜଣ!-->…
Read More...
Read More...