Browsing Tag

rourakela news

ଶିଳ୍ପୀ ସମାଜର ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂଗୀତ ଶିଳ୍ପୀ ସମାଜର ବାର୍ଷିକ ଉତ୍ସବ ମହାସମାରୋହରେ ସେକ୍ଟର ୫ ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପାଳିତ ହୋଇଯାଇଛି । ସକାଳ ଅଧିବେଶନରେ ମା' ସରସ୍ୱତୀଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ହେବା ସହିତ ଏକ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମର ଆୟୋଜନ
Read More...

ରାଉରକେଲା ହକର୍ସ ଆସୋସିଏସନର ବନ୍ଧୁମିଳନ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପଧାନ) : ରାଉରକେଲା ହକର୍ସ ଆସୋସିଏସନର (ସିଟୁ) ତରଫରୁ ବନ୍ଧୁମିଳନ ଓ ଆଲୋଚନାଚକ୍ର ସେକ୍ଟର ୧୬ ଶ୍ରମିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିମାନ ମାଇତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଟୁର ସର୍ବଭାରତୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି ମୁଖ୍ୟ ଅତିଥି,
Read More...

ବାସନ୍ତୀ ପାଠାଗାରର ୩୭ତମ ବାର୍ଷିକୋତ୍ସବ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ୩୭ତମ ବାର୍ଷିକୋତ୍ସବ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱ ଓ
Read More...

ମିଡିଆ କ୍ଲବ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମିଡିଆ କ୍ଲବ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମିଡିଆ କ୍ଲବର ଉପସଭାପତି ନିରଞ୍ଜନ ଦାସ ଓ ସଂପାଦକ ବିବେକାନନ୍ଦ ଦାସଙ୍କ ଆବାହକତ୍ୱରେ ଚ୍ୟାମ୍ବର ଅଫ୍ କମର୍ସର ସଭାପତି ସୁବ୍ରତ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା
Read More...

ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ସଭାପତି ବିରଞ୍ଚି ନାରାୟଣ ପଟ୍ଟନାୟକଙ୍କ ସଭାପତିତ୍ୱ ଓ ଉପସଭାପତି କୁଞ୍ଜବିହାରୀ ରାଉତଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଶା
Read More...

ଆଦର୍ଶ ପାଠାଗାର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଆଦର୍ଶ ପାଠାଗାରର ଉପସଭାପତି ଡାକ୍ତର ବସନ୍ତ କୁମାର ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର
Read More...

କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିରର ପ୍ରଧାନ ଶିକ୍ଷୟିତ୍ରୀ ସଂଧ୍ୟାରାଣୀ ଜୟସିଂହ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଭାତଫେରୀ
Read More...

ହମିରପୁର ଉନ୍ନୟନ ପରିଷଦ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତ ଓ ଆବାହକ ନିରଞ୍ଜନ ଦାସଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରିତ୍ବିକ୍ ଭୁବନେଶ୍ୱର ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ସଚେତନ ନାଗରିକ ମଞ୍ଚ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୫ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ସଚେତନ ନାଗରିକ ମଞ୍ଚର ସଭାପତି ଡାକ୍ତର ଫକୀର ଚରଣ ହୋତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ଏକତା କ୍ଲଷ୍ଟର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା କ୍ଲଷ୍ଟର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୨୦ ନେହେରୁପଲ୍ଲୀ ସ୍ଥିତ ଏକତା କ୍ଲଷ୍ଟରର ସଭାପତି ଲିଳିମା ଜୟସିଂହଙ୍କ ସଭାପତିତ୍ୱ ଓ ସଂପାଦକ ରୀଡା ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ
Read More...