Browsing Tag

rourakela news

ପ୍ରଗତି ଉତ୍କଳ ସଂଘର ନବବର୍ଷ ଉପଲକ୍ଷେ ‘ମୋ ପ୍ରିୟ କବି ଓ କବିତା’ ପାଠ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିବର୍ଷ ପରି ନୂତନ ବର୍ଷକୁ ସ୍ୱାଗତ ଜଣାଇବା ପାଇଁ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଏକ ନିଆରା ଢଙ୍ଗରେ 'ମୋ ପ୍ରିୟ କବି ଓ କବିତା' କାର୍ଯ୍ୟକ୍ରମ ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ…
Read More...

ତ୍ରିଦିବସୀୟ ଆଧ୍ୟାତ୍ମିକ କଥାମୃତ ରାସ ପଞ୍ଚାଧ୍ୟାୟୀ ସମାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ତରଫରୁ ତ୍ରିଦିବସୀୟ ଆଧ୍ୟାତ୍ମିକ କଥାମୃତ ରାସ ପଞ୍ଚାଧ୍ୟାୟୀ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ମୁଖ୍ୟ ଇଂ ଆଲୋକ ରଞ୍ଜନ ମଲ୍ଲିକଙ୍କ ଆବାହକତ୍ୱରେ କୋଏଲ ନଗର ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ…
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ସାହିତ୍ୟ ସନ୍ଧ୍ୟା ଓ ସ୍ମୃତି ତର୍ପଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ୍ ଏକାଡେମୀ ପରିସରରେ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ୨୦୨୪ର ଶେଷ କାବ୍ୟ ସନ୍ଧ୍ୟା ଓ ନୂତନ ବର୍ଷର ଆବାହନ ସହିତ ସ୍‌ସ୍ୱତନ୍ତ୍ର ଆଲୋଚନା ଚକ୍ର…
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ଼ଃ ଶକ୍ତିପ୍ରସାଦ ସାମନ୍ତରାୟଙ୍କ ଅଧ୍ୟକ୍ଷତା, ସାଂସ୍କୃତିକ ସମ୍ପାଦିକା…
Read More...

ଜିଲ୍ଲା କଂଗ୍ରେସ ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ଡଃ. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଉରକେଲା ଜିଲ୍ଲା କଂଗ୍ରେସ ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ଡଃ. ମନମୋହନ ସିଂଙ୍କୁ ସ୍ମରଣ କରି କ୍ୟାଣ୍ଡେଲ ଜଳାଇ ତାଙ୍କ ଆତ୍ମାର ଶାନ୍ତି ପାଇଁ ଶ୍ରଦ୍ଧାଞ୍ଜଳି ଦିଆଗଲା । ଏହି କ୍ୟାଣ୍ଡେଲ ଶୋଭାଯାତ୍ରା ଆମ୍ବେଦକର ଛକ ଠାରୁ ମୁନିସିପାଲିଟି…
Read More...

ସମ୍ବାଦ ସାହିତ୍ୟ ଘରର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘରର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରିମସ୍ ଅଡିଟୋରିୟମ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଆଇଜିଏଚ୍‌ର ମୁଖ୍ୟ ଚିକିତ୍ସାଧିକାରୀ ଡଃ ଜୟନ୍ତ ଆଚାର୍ଯ୍ୟ ଓ ସମ୍ମାନୀତ ଅତିଥି ଭାବେ ସମ୍ବାଦ…
Read More...

ବିକଶିତ ଓଡ଼ିଶା ୨୦୩୬ର ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୩ ସ୍ଥିତ ମେଳଣ ପଡିଆଠାରେ ଚାଲିଥିବା ସ୍ୱଦେଶୀ ଜାଗରଣ ମଞ୍ଚ ଆୟୋଜିତ ସ୍ୱଦେଶୀ ମେଳାରେ ବିକଶିତ ଓଡ଼ିଶା ୨୦୩୬ ଶୀର୍ଷକ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆବାହକ ବିମଳ କୁମାର ବିଶିଙ୍କ ଆବାହକତ୍ଵ ଓ ଭୀମସେନ ନାଏକଙ୍କ ମଞ୍ଚ ସଂଯୋଜନାରେ…
Read More...

୧୯୮୮ ବ୍ୟାଚ୍‌ର ପୁରୁଣାସ୍ମୃତିକୁ ରୋମନ୍ଥନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆରଇସି କ୍ୟାମ୍ପସ ହାଇସ୍କୁଲର ୧୯୮୮ ମସିହା ବ୍ୟାଚ୍‌ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଉତ୍ସବରେ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ପୁରୁଣା ସ୍ମୃତିକୁ ମନେପକାଇବା ସହ ଭାବ ବିନିମୟ କରିଥିଲେ । କଟକ, କେଉଁଝର, ଭୁବନେଶ୍ୱର,…
Read More...

ଭାଇବ୍ରାଣ୍ଟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ଓ ଏସ୍‌ଓଏସ୍‌ ଭିଲେଜର ମିଳିତ ଆନୁକୂଲ୍ୟରେ ଏକ ସଚେତନତା ମୂଳକ ସାମାଜିକ କାର୍ଯ୍ୟକ୍ରମ ଝିରପାଣି ସ୍ଥିତ ଜାମସେରା ପଞ୍ଚାୟତର ଜବାଘାଟ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଭାଇବ୍ରାଣ୍ଟର ସଭାପତି ରୋଟାରୀଆନ…
Read More...

ଡିଏଭି ପବ୍ଲିକ ସ୍କୁଲରେ ୩୨ତମ ବାର୍ଷିକ କ୍ରୀଡା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗର ସ୍ଥିତ ଡିଏଭି ପବ୍ଲିକ ସ୍କୁଲରେ ଗତ ୨୬ ଏବଂ ୨୭ ତାରିଖରେ ଦୀର୍ଘ ଦୁଇଦିନ ଧରି ୩୨ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନିକ ଭାବେ ପାଳିତ ହୋଇଯାଇଛି । ସ୍କୁଲର ଖେଳପଡିଆରେ ସମସ୍ତ ପ୍ରକାରର ଖେଳ ଆୟୋଜିତ ହୋଇଥିଲା । ପ୍ରଥମ ଦିବସରେ ମୁଖ୍ୟ…
Read More...