Browsing Tag

rourakela news

ହକର ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହକର ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୨ସ୍ଥିତ ହକର୍ସ ଆସୋସିଏସନ୍ ଠାରେ ବରିଷ୍ଠ ଶ୍ରମିକ ନେତା ତଥା ସିଟୁର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ
Read More...

ରାଉରକେଲାରେ ପାଳିତ ହେଲା ୭୪ତମ ସାଧାରଣତନ୍ତ୍ର ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ମହାଧୂମ୍‌ଧାମ୍‌ରେ ପାଳିତ ହୋଇଯାଇଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ଯୋଗଦେଇଥିବା ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ, ଭାରତର ସମସ୍ତ ନାଗରିକ ଭାରତକୁ ଏକ ସଂପୂର୍ଣ୍ଣ
Read More...

ଏକତା ଓ ଜେପି ହସପିଟାଲ ତରଫରୁ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ଗୃପ ଓ ଜେପି ହସପିଟାଲ୍‌ର ମିଳିତ ଆନୁକୂଲ୍ୟରେ ଏନ୍‌ଆଇଟି ବ୍ୟାକପୋଷ୍ଟଠାରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତି ମହାନ୍ତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ
Read More...

ଟ୍ରାଫିକ ବିଭାଗ କୋ-ଅପରେଟିଭରେ ଅନିୟମିତା ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆରଏସ୍‌ପି ଟ୍ରାଫିକ ବିଭାଗ କୋ-ଅପରେଟିଭରେ ନିର୍ବାଚନ ସହ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହେବା ପରେ ପାନପୋଷ ସ୍ଥିତ ସହକାରୀ ସମବାୟ ନିବନ୍ଧକଙ୍କ ତରଫରୁ ତଦନ୍ତ ଆରମ୍ଭ କରାଯାଇଛି । ଏନେଇ ସୋସାଇଟିର ସଭାପତି ସୋମନାଥ କରଙ୍କୁ ନୋଟିସ୍ କରାଯାଇଥିଲେ ମଧ୍ୟ ସେ
Read More...

ନେତାଜୀଙ୍କ ସ୍ୱପ୍ନର ଭାରତବର୍ଷ ଗଢି ତୋଳିବାକୁ ଆଉ ଏକ ସ୍ୱାଧୀନତା ଆନ୍ଦୋଳନର ଆବଶ୍ୟକତା ଅଛି : ସୁନ୍ଦରଗଡ ଜିଲ୍ଲା…

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତବର୍ଷ ସ୍ୱାଧୀନତା ସଂଗ୍ରାମର ଆପୋଷହୀନ ଧାରାର ବଳିଷ୍ଠ ଯୋଦ୍ଧା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ସୁନ୍ଦରଗଡ ଜିଲ୍ଲା ତରଫରୁ ବର୍ଷ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଦେଇ ଆଜି ଉଦ୍‌ଯାପିତ ହୋଇଛି । ଏହି ଉପଲକ୍ଷେ ସେକ୍ଟର
Read More...

ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ତରଫରୁ ସେଲ ଗୌରବ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ମାକ୍ସମୁଲାର ଭବନଠାରେ ଭାରତୀୟ ଯୁବ ହଷ୍ଟେଲ ତରଫରୁ ସେଲ ଗୌରବ ଦିବସ ପାଳିତ ହୋଇଯାଇଛି । ହଷ୍ଟେଲର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତା ଓ ଅନୀଲ ମଲ୍ଲିକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କାର୍ମିକ ନିର୍ବାହୀ
Read More...

ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୭ ଅଟୋ ୱାର୍କର୍ସ ଆସୋସିଏସନ୍ ତରଫରୁ ସିୟର କାର୍ୟ୍ୟାଳୟ ଠାରେ ନେତାଜୀ ସୁବାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆସୋସିଏସନ୍‌ର ସଭାପତି ତଥା ବରିଷ୍ଠ ଆଇନଜୀବୀ ବୈଦ୍ୟନାଥ ଦାସ ଉଭୟ
Read More...

ନେତାଜୀ ଜୟନ୍ତୀ ଓ ଭାବ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରରେ ନିଃଶୁଳ୍କ ଶିକ୍ଷାଦାନ ଦେଉଥିବା ରାଧାକାନ୍ତ ମହାରଣାଙ୍କ ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଭାବ ବିନିମୟ ସହ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ରେଲୱେ କଲୋନୀ ଠାରେ ପାଳିତ ହୋଇଯାଇଛି । ରାଧାକାନ୍ତ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ତଥା
Read More...

ସଂକ୍ରାନ୍ତି ପୁରୁଷ ଫକୀର ମୋହନଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ସଂକ୍ରାନ୍ତି ପୁରୁଷ ତଥା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।
Read More...

ପ୍ରଗତି ଉତ୍କଳ ସଂଘ ଦ୍ଵାରା ଜନସ୍ୱାସ୍ଥ୍ୟ ସଚେତନତା ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ଆୟୋଜିତ ହୋଇଛି ଜନସ୍ୱାସ୍ଥ୍ୟ ସଚେତନତା ଶିବିର । ଏ ବର୍ଷ ସେକ୍ଟର ୬ ସ୍ଥିତ ଭଗବତୀ ପଲ୍ଲୀରେ ଥିବା ୱେଲ୍ ଫେୟାର କମିଟି ସଭା ଗୃହରେ ଏହି ଶିବିରର ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...