Browsing Tag

rourakela news

ବସ୍ତି ଅଂଚଳରେ ମଦ ବିକ୍ରି ବନ୍ଦ ପାଇଁ ଅଣ୍ଟାଭିଡିଲା ‘ଆଶ୍ରା’

ରାଉରକେଲା, (ସସ୍ମିତା ପ୍ରଧାନ) : ଆଶ୍ରା ଗୃପର ସଦସ୍ୟମାନେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ଡେପୁଟି କମିସନର, ଏସ୍‌ପି, ଏକ୍ସସାଇଜ ଇନ୍ସପେକ୍ଟର ଓ ସ୍ଥାନୀୟ ଥାନା ଅଧିକାରୀମାନଙ୍କୁ ସାକ୍ଷାତ କରି ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ କେମିତି ବିଭିନ୍ନ ବସ୍ତି ଅଂଚଳରେ ବିକ୍ରି ହେଉଥିବା
Read More...

ଉତ୍ତର ଓଡିଶା ରେଳ ସମନ୍ୱୟ ସମିତିର ଦାବୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍ତର ଓଡ଼ିଶା ରେଳ ସମନ୍ୱୟ କମିଟିର କର୍ମକର୍ତ୍ତାମାନେ ବନ୍ଧମୁଣ୍ଡା ସ୍ଥିତ ଆଞ୍ଚଳିକ ପ୍ରବନ୍ଧକ ରାଜକିଶୋର ମହାନ୍ତିଙ୍କୁ ସାକ୍ଷାତ କରି ରାଉରକେଲାରୁ ବାଲେଶ୍ଵର ଭାୟା ଚକ୍ରଧରପୁର ବଡ଼ବିଲ ଯାଜପୁର ଭଦ୍ରକ ବାଲେଶ୍ୱର ଇଣ୍ଟରସିଟି ଚଳାଚଳ ପାଇଁ ଅଗ୍ରଗତି
Read More...

ସମର୍ପିତ ଶାନ୍ତିଦୂତ ପୁସ୍ତକ ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : କବି ଗଗନବିହାରୀ ନାୟକଙ୍କ କବିତା ପୁସ୍ତକ ଲୋକାର୍ପିତ ହୋଇଯାଇଛି । ଏକ ନିରାଡମ୍ବର ଉତ୍ସବରେ ଶିକ୍ଷାବିତ ତାରିଣୀ ଚରଣ ସାହୁଙ୍କ ସଭାପତିତ୍ୱ, କବି ଶ୍ରୀ ନାୟକଙ୍କ ଆବାହକତ୍ୱ ତଥା କବି ଭୋଳେଶ୍ୱର ବେହେରାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

କୋଏଲନଗର ସବୁଜ ଉଦ୍ୟାନର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ଡିବ୍ଲକ ସ୍ଥିତ ସବୁଜ ଉଦ୍ୟାନର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଜେଡିର ଯୁବନେତା ତଥା ସାଧାରଣ ସଂପାଦକ ଲୁଟୁ ପୁହାଣ ଓ ସହସଂପାଦକ ଜୟଶ୍ରୀ ପାଣିଗ୍ରାହୀଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା
Read More...

୪ର୍ଥ କୋଏଲ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୪ର୍ଥ କୋଏଲ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌ ପ୍ରତିଯୋଗିତା କୋଏଲନଗର ସ୍ଥିତ ଏ ବ୍ଲକ ଦୁର୍ଗାପୂଜା ପଡିଆ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଚମ୍ପିୟାନସିପ୍‌ର କାର୍ଯ୍ୟକାରୀ ସଂପାଦକ ସୁମନ୍ତ ଜେନାଙ୍କ ଆବାହକତ୍ୱ ଓ ଅଧ୍ୟାପକ ରଶ୍ମିରଂଜନ ରାଉତଙ୍କ ସଂଯୋଜନାରେ
Read More...

ତୁଳସୀ ପୂଜନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ହନୁମାନ ବାଟିକା, ରାଉରକେଲା, ସନ୍ଥ ଶ୍ରୀ ଆଶାରାମଜୀ ବାପୁ ସତସଙ୍ଗ ଭବନ ଠାରେ ୨୫ ଡିସେମ୍ବରକୁ ତୁଳସୀ ପୂଜନ ଦିବସ ରୂପେ ପାଳନ କରାଯାଇଛି । ପୂଜ୍ୟ ସନ୍ଥ ଶ୍ରୀ ଆଶାରାମଜୀ ବାପୁଙ୍କ ପାବନ ପ୍ରେରଣାରେ ସମ୍ପୂର୍ଣ୍ଣ ବିଶ୍ୱରେ ତୁଳସୀ ପୂଜନ ପାଳନ
Read More...

ହମିରପୁର ଉନ୍ନୟନ ପରିଷଦ ତରଫରୁ ବଡଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ସ୍ଥିତ ସାଇ ମନ୍ଦିର ପ୍ରାଙ୍ଗଣରେ ହମିରପୁର ଉନ୍ନୟନ ପରିଷଦ ତରଫରୁ ପବିତ୍ର ଖ୍ରୀଷ୍ଟମାସ ପାଳନ ସହ ନୂଆ ବର୍ଷ ପାଇଁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତଙ୍କ ସଭାପତିତ୍ୱ ଓ ନିରଞ୍ଜନ ଦାସଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଛେଣ୍ଡ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ୩୧ତମ ଦ୍ୱିଦିବସୀୟ ବାର୍ଷିକୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସମସ୍ତଙ୍କ ମଧ୍ୟରେ ଯୋଗ୍ୟତା ଅଛି । ଯୋଗ୍ୟତା ହିସାବରେ ପିଲାଙ୍କୁ ଗଢିବା ଦରକାର । ବିଦ୍ୟାର୍ଥୀଙ୍କ ସଫଳତା ନିମନ୍ତେ ସାମର୍ଥ୍ୟ ଓ ସୃଜନଶୀଳତା ଜରୁରୀ ବୋଲି ଅତିଥିମାନେ ଛେଣ୍ଡ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ୩୧ତମ ଦ୍ବିଦିବସୀୟ ବାର୍ଷିକୋତ୍ସବ
Read More...

ନାଟକ ସାମନ୍ତ ଚନ୍ଦ୍ରଶେଖର ଖଣ୍ଡପଡ଼ାରେ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସଂପର୍କ ଓଡ଼ିଶାର ସୁପ୍ରସିଦ୍ଧ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତ ଚନ୍ଦ୍ରଶେଖରଙ୍କ ଜୀବନୀ ଆଧାରିତ ଓଡିଆ ଭାଷାର ପ୍ରଥମ ନାଟକ 'ସାମନ୍ତ ଚନ୍ଦ୍ରଶେଖର' ପଠାଣି ସାମନ୍ତଙ୍କ ଜନ୍ମ ସ୍ଥାନ ନୟାଗଡର ଖଣ୍ଡପଡ଼ାରେ ଆସନ୍ତା ୩୦
Read More...

ଜାତୀୟ ଉପଭୋକ୍ତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ବୈଧ ମାପ ବିଜ୍ଞାନ ବିଭାଗ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ଉତ୍ସର୍ଗ'ର ମିଳିତ ଆନୁକୂଲ୍ୟରେ ରାଉରକେଲାର ଝିରପାଣି ସ୍ଥିତ ସାଇନିଂ କ୍ଲବ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ ପାଳିତ ହୋଇଯାଇଛି । ବୈଧମାପ ବିଜ୍ଞାନର ସହକାରୀ
Read More...