Browsing Tag

rourakela news

ରାଉରକେଲାର ଚିତ୍ର ଶିଳ୍ପୀ ସୁନ୍ଦର ବନରେ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ବଙ୍ଗର କାକଦ୍ୱୀପ ଠାରେ ଅବସ୍ଥିତ ସୁନ୍ଦରବନ ଆର୍ଟ ଏକାଡେମୀର ବାର୍ଷିକ ଉତ୍ସବ ଗତମାସ ୨୭ ତାରିଖ ଦିନ ଚିତ୍ରକଳା ପ୍ରଦର୍ଶନୀ ଓ ଚିତ୍ରଶିଳ୍ପୀ ସମ୍ମାନ ପ୍ରଦାନ ମହା ଆଡ଼ମ୍ବରରେ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ରାଉରକେଲା ସାତ ନମ୍ବର
Read More...

ବିପିୟୁଟିରେ ପିଏମ୍‌ଶ୍ରୀ ବିଦ୍ୟାଳୟ ଅଧ୍ୟକ୍ଷ ଓ ଶିକ୍ଷକଙ୍କ ବୁଟ୍‌କ୍ୟାମ୍ପ୍ – ତୃତୀୟ ପର୍ଯ୍ୟାୟ ସଫଳତାର ସହ…

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟରେ ୨୦୨୬ ଜାନୁଆରୀ ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ତିନିଦିନିଆ ଇନୋଭେସନ, ଡିଜାଇନ ଏବଂ ଏଣ୍ଟରପ୍ରିନରସିପ୍ (ଆଇଡ଼ିଇ) ବୁଟ୍‌କ୍ୟାମ୍ପ୍ ତୃତୀୟ ପର୍ଯ୍ୟାୟ ସଫଳତାର ସହ ସମ୍ପନ୍ନ ହୋଇଯାଇଛି । ଜାନୁଆରୀ ୯
Read More...

ଜନନେତା ଦିଲୀପ ରାୟଙ୍କ ଜନ୍ମଦିନରେ ରାଉରକେଲା ହନୁମାନ ବାଟିକା ପରିସର ଉତ୍ସବ ମୁଖର

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଦିଲୀପ ରାୟଙ୍କ ୭୧ତମ ଜନ୍ମଦିନ ପାଳନ ଅବସରରେ ହନୁମାନ ବାଟିକା ପରିସରରେ ସମାଜସେବା ସହିତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିଲୀପ ରାୟଙ୍କ ୭୧ତମ ଜନ୍ମଦିନ ସାମାଜିକ ସେବା ପ୍ରତି ପ୍ରତିବଦ୍ଧତା ସହ ପାଳନ କରାଯାଇଛି । ଓଡିଶାର ଗର୍ବ ଓ
Read More...

ରୋଟାରୀ ଷ୍ଟିଲ ସିଟି ତରଫରୁ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ଏବଂ ରାଉରକେଲା ସରକାରୀ ଡାକ୍ତରଖାନାର ମିଳିତ ଆନୁକୂଲ୍ୟରେ ଡାକ୍ତରଖାନା ପରିସରରେ କାୟାକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରୋଟାରୀ କ୍ଲବ ଷ୍ଟିଲ ସିଟିର ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ରହି
Read More...

ମହାତ୍ମା ଗାନ୍ଧୀ ଜୟନ୍ତୀ କମିଟି ପକ୍ଷରୁ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ଜନ୍ମଦିନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହାତ୍ମା ଗାନ୍ଧୀ ଜୟନ୍ତୀ କମିଟି ପକ୍ଷରୁ ଆଜି ସେକ୍ଟର-୯ ସ୍ଥିତ ଲଗୁନ୍ ପାର୍କ ଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ୭୩ତମ ଜନ୍ମଦିନ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ଜନ୍ମଦିନ
Read More...

ବନ୍ଦେ ମାତରଂ @୧୫୦ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ, ରାଉରକେଲା ଓ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ମହାନଗରର ମାଧବ ନଗର ଶାଖାର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ଵତ ସମାବେଶ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ମହାନଗରର ସଭାପତି ଏବଂ କଲେଜର ଅଧ୍ୟକ୍ଷ ଡ.
Read More...

ପୋଲିସ ଦ୍ୱାରା ଆନ୍ତଃରାଜ୍ୟ ଅପରାଧିକ ଦଳର ୩ ଅଭିଯୁକ୍ତ ଗିରଫ : ୭ ବୋଲେରୋ ଓ ୪ ବାଇକ୍ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତି ଥିବା ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ରାଉରକେଲା ପୋଲିସ ଗିରଫ କରିବା ସହ ୭ ବୋଲେରୋ ଓ ୪ ବାଇକ୍ ଜବତ କରାଯାଇଛି ବୋଲି ଆଜି ରାଉରକେଲା ପୋଲିସ୍ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ
Read More...

ରାଉରକେଲାରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୭୭ତମ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ଜାତୀୟ ଉତ୍ସବ ପାଳନ କମିଟିର ଅଧ୍ୟକ୍ଷ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଆଇଟିଡିଏ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି
Read More...

ଭେନେଜୁଏଲାର ଉପରେ ଆମେରିକାର ଆକ୍ରମଣ ପ୍ରତିବାଦରେ ଇସ୍‌କଫ୍‌ର ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଭେନେଜୁଏଲା ବିରୋଧରେ ଆମେରିକାର ବର୍ବରଚିତ୍ତ ଆକ୍ରମଣ ଏବଂ ସେ ରାଷ୍ଟ୍ରର ରାଷ୍ଟ୍ରପତି ନିକୋଲାଶ ମାଦୁରୋ ଓ ତାଙ୍କର ସହଧର୍ମିଣୀଙ୍କୁ ଅପହରଣ କରାଯାଇଥିବା ଘଟଣାକୁ ନିନ୍ଦା କରାଯାଇ ଆଜି ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି ପକ୍ଷରୁ ଉଦିତନଗର
Read More...

ମିଡିଆ କ୍ଲବର ସମୀକ୍ଷା ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ମିଡିଆ କ୍ଲବ, ରାଉରକେଲା ତରଫରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠାନର ମୁଖ୍ୟ ଡ. ପୀତବାସ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଶ୍ଚିମାଞ୍ଚଳର କାର୍ଯ୍ୟକାରୀ ସମ୍ପାଦକ ବୈଦ୍ୟନାଥ ମିଶ୍ର, ସମ୍ପାଦିକା ସୁରମା ମିଶ୍ର, ବରିଷ୍ଠ ସାମ୍ବାଦିକ
Read More...