Browsing Tag

rourakela news

ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ୧୭ତମ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ : ସାରଦା ରାଉରକେଲା, (ସସ୍ମିତା ପ୍ରଧାନ) : ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ । ସାମ୍ବାଦିକତା ଓ ସମ୍ବାଦପତ୍ର ନିରପେକ୍ଷ ହେଲେ ସୁସ୍ଥ ସମାଜ ଗଠନ ହୋଇ ପାରିବ ବୋଲି ଅତିଥିମାନେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର
Read More...

ସ୍କୁଲ କୋଠରୀରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍କୁଲ କୋଠରୀରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ । ସ୍କୁଲ ମାଲିକଙ୍କ ସମେତ ମଦ ମାଫିଆ ଗିରଫ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକ ସ୍ଥିତ ଫୁଲଝରରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଏକ ଘରୋଇ ସ୍କୁଲ କୋଠାରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ
Read More...

୧୨ ଜଣ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ : ୧୬ ଲକ୍ଷ ଟଙ୍କା ଓ ମୋବାଇଲ୍‌ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ରୋଡ଼ରେ ଥିବା ହୋଟେଲ ରାଉରକଲୋ ପେଲେସ୍‌ରେ ଶନିବାର ସଂଧ୍ୟାରେ ରଘୁନାଥପାଲୀ ଥାନା ପୁଲିସ୍‌ ଚଢାଉ କରି ୧୨ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି । ହୋଟେଲରେ ଜୁଆ ଖେଳ ଚଲାଉଥିବା ମାଷ୍ଟରମାଇଣ୍ଡ ତଥା ହୋଟେଲର ଜଣେ କର୍ମଚାରୀଙ୍କୁ ମଧ୍ୟ ପୁଲିସ୍‌ ଗିରଫ କରିଛି
Read More...

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର- ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷା ନିକେତନର ପ୍ରଧାନ ଶିକ୍ଷୟିତ୍ରୀ
Read More...

ମହାମହର୍ଷି ବ୍ୟାସଦେବଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ସ୍ୱାଗତ କଲା ସଚେତନ ନାଗରିକ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ୟାସକ୍ଷେତ୍ର ତଥା ମିନି ତ୍ରିବେଣୀ ସଂଗମ ପାଇଁ ପ୍ରସିଦ୍ଧି ଲାଭ କରିଥିବା ବେଦବ୍ୟାସ ଖାଲି ଇସ୍ପାତନଗରୀ ରାଉରକେଲା କାହିଁକି ସମଗ୍ର ରାଜ୍ୟ ତଥା ଦେଶରେ ଏକ ସୁପରିଚିତ ନାମ । ଶିବରାତ୍ରି ମେଳା ପାଇଁ ବେଦବ୍ୟାସ ପ୍ରସିଦ୍ଧ । ଓଡିଶା ସମେତ ଛତିଶଗଡ,
Read More...

ରାଉରକେଲା କଲେଜରେ ‘ବିଶ୍ୱ ମାନବାଧିକାର ଦିବସ’ ଓ ‘ପ୍ରତିଜ୍ଞା ପାଠ’ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜର 'ଜାତୀୟ ସେବା ଯୋଜନା'ର ସଂଯୁକ୍ତ ଶାଖା ତରଫରୁ ପ୍ରୋଗ୍ରାମିଂ ଅଫିସର ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବବଧାନରେ 'ବିଶ୍ୱ ମାନବାଧିକାର ଦିବସ' ଓ 'ପ୍ରତିଜ୍ଞା ପାଠ' ଅନୁଷ୍ଠିତ ହୋଇଯାଇଛି ।
Read More...

ଆରଆଇଟିରେ ମାନବ ଅଧିକାର ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : କଲୁଙ୍ଗା ସ୍ଥିତ ଆରଆଇଟିରେ ବିଶ୍ୱ ମାନବ ଅଧିକାର ଦିବସ ପାଳିତ ହୋଇଯାଇଛି । ଇନଷ୍ଟିଚ୍ୟୁଟ୍ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ଉପସଭାପତି ତଥା କବି କୁଞ୍ଜବିହାରୀ ରାଉତ ମୁଖ୍ୟ ଅତିଥି ଓ ଅଧ୍ୟାପକ ପ୍ରମୋଦ କୁମାର ସେଠୀ
Read More...

ଲାଠିକଟାରେ ମହିଳା ସମାବେଶ

ମହିଳା କୃଷକ ମାନଙ୍କର ବିକାଶ ନ ଘଟିଲେ ଦେଶ ତଥା ରାଜ୍ୟର ପ୍ରଗତି ଅସମ୍ଭବ ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକ ଅନ୍ତର୍ଗତ ସିଉଡ଼ିହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଲାଠିକଟା କୃଷକ ଉତ୍ପାଦକ ସଂଗଠନ ଓ ଜାତୀୟ ଶ୍ରମିକ ଶିକ୍ଷା ବୋର୍ଡ ମିଳିତ ଆନୁକୂଲ୍ୟରେ ମହିଳା
Read More...

ସମାଜସେବୀ ଦୁଃଖୀଶ୍ୟାମ ପାଢୀଙ୍କ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଅଂଚଳର ଜଣାଶୁଣା ସମାଜସେବୀ ଦୁଃଖୀଶ୍ୟାମ ପାଢୀଙ୍କ ବିୟୋଗରେ ହମିରପୁର ସ୍ଥିତ ସାଇ ମନ୍ଦିରଠାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଡଃ ପ୍ରଭାତ ମଲ୍ଲିକ, ଡାକ୍ତର କେ କେ ଷଡଙ୍ଗୀ, ମନୋରଞ୍ଜନ ଦାଶ, ଅଜୟ ପୂଜାରୀ,
Read More...

ଲାଠିକଟାରେ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ସେଣ୍ଟ ଜନ୍ସ ଇଂଲିଶ ସ୍କୁଲଠାରେ ପାଳିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସମିତି ଅଧ୍ୟକ୍ଷ ଦିଲ୍ଲୀପ ଖେସ ଓ ସମ୍ମାନିତ ଅତିଥି ଭାବେ ଜଲଦା ସରପଞ୍ଚ ଗୀତା ଓରାମ,
Read More...