Browsing Tag

rourakela news

ଅତିବଡି ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳନ

ଜୀବନ ଜିଇଁବାର ସାମ୍ବିଧାନିକ ନୀତିନିୟମ ହେଉଛି ବେଦଭାଗବତରେ ସାହିତ୍ୟ ର ସୁନ୍ଦରବୋଧ ରହିଛି : ଶ୍ରୀ ପାଣି ରାଉରକେଲା, (ସସ୍ମିତା ପ୍ରଧାନ) : ଜୀବନ ଜିଇଁବାର ସାମ୍ବିଧାନିକ ନୀତିନିୟମ ହେଉଛି ବେଦ । ଭାଗବତରେ ସାହିତ୍ୟର ସୁନ୍ଦରବୋଧ ରହିଛି । ଭାଗବତ ହେଉଛି ଭଗବାନ ଓ ଭକ୍ତଙ୍କ ମଧ୍ୟରେ…
Read More...

ଆନ୍ତର୍ଜାତିକ ବାଣିଜ୍ୟ ମେଳା ଆସନ୍ତା ୧୩ ତାରିଖରୁ ୨୩

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଲିଓ ଆରଏମଏସ ଆଉଟଡୋରର ମିଳିତ ଆନୁକୂଲ୍ୟରେ ଏକ ଆନ୍ତର୍ଜାତିକ ବାଣିଜ୍ୟ ମେଳା ସେକ୍ଟର ୧୩ ମେଳଣ ପଡ଼ିଆ ଠାରେ ଆସନ୍ତା ୧୩ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ପାନ୍ଥନିବାସ ଠାରେ ଆୟୋଜିତ ସାମ୍ବାଦିକ…
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ମହାସଭାର କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଶଶଧର…
Read More...

ଛେଣ୍ଡ ସ୍ଥିତ ନୋ ପ୍ରେସକିପସନ ପଏଣ୍ଟରେ ନିଃଶୁଳ୍କ ସ୍ୱାସ୍ଥ୍ୟ ପରାମର୍ଶ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଳିଙ୍ଗ ବିହାର ସ୍ଥିତ ନୋ ପ୍ରେସକିପସନ ପଏଣ୍ଟ ଠାରେ ଆସନ୍ତା ୧୬ ତାରିଖରୁ ଅନିର୍ଦ୍ଦିଷ୍ଟ କାଳପାଇଁ ସ୍ୱାସ୍ଥ୍ୟ କର୍ମଶାଳା ଏବଂ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ ଦେବାପାଇଁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରାଯିବାର ସିଦ୍ଧାନ୍ତ ନିଆଯାଇଛି । ଉକ୍ତ…
Read More...

ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସାଂସ୍କୃତିକ ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦର ବିଦ୍ୟାଳୟସ୍ତରୀୟ ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ବିଦ୍ୟୁତ କଲୋନୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସିଂହଙ୍କ…
Read More...

ଆଲୋନ୍ସା କ୍ଲାସେସରେ ଗଣେଶ ଚତୁର୍ଥୀ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଲୋନ୍ସା କ୍ଲାସେସ, ଖଣ୍ଡଗିରି, ଭୁବନେଶ୍ଵର ପକ୍ଷରୁ ଗଣେଶ ଚତୁର୍ଥୀ ମହାଆଡମ୍ବରରେ ପାଳନ କରାଯାଇଛି । ଏଥିରେ ଆଲୋନ୍ସା କ୍ଲାସେସର ପରିଚାଳନା ନିର୍ଦ୍ଦେଶକ ସୁମନ୍ତ କୁମାର ଦାଶଙ୍କ ତତ୍ତ୍ଵାବଧାନରେ ବୈଦିକ ରୀତିରେ ସ୍ଥାନୀୟ ବୀଣାପାଣି ଶିଶୁ…
Read More...

ସମାଜସେବୀଙ୍କ ଉଦ୍ୟମରେ ପ୍ରେମୀ ଯୁଗଳଙ୍କ ବିବାହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ବହୁ ବାଧା ବିଘ୍ନ ପରେ ଶେଷରେ ପ୍ରେମୀ ଯୁଗଳ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏହାର ଶ୍ରେୟ ଯାଇଛି ଆରାଧ୍ୟା ନାମକ ସ୍ୱେଚ୍ଛାସେବୀ ସଂଗଠନକୁ । ସୂଚନାଯୋଗ୍ୟ ଯେ, ବାଗବୁଡି ବସ୍ତିର ସୁଜିତ ଓ ରୁଗୁଡିଟୋଲା ବସ୍ତିର ଡ଼ଲିଙ୍କ ମଧ୍ୟରେ କଲେଜରେ ପାଠ ପଢିବା…
Read More...

ବାସନ୍ତୀ ପାଠାଗାରର ଗୁରୁଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଏକ ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ବାସନ୍ତୀ ପାଠାଗାରରେ ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଅଛି । ସଭା ପ୍ରାରମ୍ଭରେ ଭାରତର ପ୍ରଥମ ଉପ ରାଷ୍ଟ୍ରପତି ଓ ଦ୍ୱିତୀୟ ରାଷ୍ଟ୍ରପତି ଡଃ. ସର୍ବପଲ୍ଲୀ ରାଧାକ୍ରିଷ୍ଣାନଙ୍କ ଫଟୋଚିତ୍ରରେ…
Read More...

ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପ୍ରଗତିବାଦୀର ଭଗୀରଥ ଥିଲେ ରଘୁନାଥ ଦାସ : ଚନ୍ଦ୍ରଶେଖର ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ କଲଚରାଲ ଏକାଡେମୀ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ଅବସରରେ କାବ୍ୟ କବିତା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ କର୍ମକର୍ତ୍ତା…
Read More...

ପ୍ରଗତି ଉତ୍କଳ ସଂଘରେ ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ଐତିହାସିକ ତଥା ଗବେଷକ ଡଃ. ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଉପଲକ୍ଷେ ପ୍ରଗତି ଉତ୍କଳ ସଂଘରେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥି ତଥା ଉପସ୍ଥିତ ସଦସ୍ୟ ମାନେ ଡଃ. ସାହୁଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ…
Read More...