ପ୍ରଗତି ଉତ୍କଳ ସଂଘରେ ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ଐତିହାସିକ ତଥା ଗବେଷକ ଡଃ. ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଉପଲକ୍ଷେ ପ୍ରଗତି ଉତ୍କଳ ସଂଘରେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥି ତଥା ଉପସ୍ଥିତ ସଦସ୍ୟ ମାନେ ଡଃ. ସାହୁଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ!-->…
Read More...
Read More...