Browsing Tag

rourakela news

ମହାନବମୀରେ କୁମାରୀ ପୂଜା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହର ଦୁର୍ଗା ପୂଜା ପାଇଁ ଉତ୍ସବମୁଖର ହୋଇ ଉଠିଥିବା ବେଳେ ଆଜି ମୃଣୟୀ ମୂର୍ତ୍ତିଙ୍କ ନିକଟରେ ମହାନବମୀ ପୂଜା ଧୂମଧାମରେ ପାଳନ କରାଯାଉଛି । ଏହି ଅବସରରେ କୋଏଲନଗର ସ୍ଥିତ ଡି ବ୍ଲକ ପୂଜା ମଣ୍ଡପଠାରେ କୁମାରୀ ପୂଜାର ଆୟୋଜନ କରାଯାଇଥିଲା । ପୂଜା
Read More...

ଏକତା ମହିଳା ଗୃପ ତରଫରୁ ଦାଣ୍ଡିଆନୃତ୍ୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ଗୃପ ତରଫରୁ ଶାରଦୀୟ ପୂଜା ଅବସରରେ ଝିରପାଣି ଜଗନ୍ନାଥ ମନ୍ଦିର ପରିସରରେ ଦାଣ୍ଡିଆନୃତ୍ୟ ଆୟୋଜନ କରାଯାଇଥିଲା । ଏକତା ଗୃପର ସଭାପତି ବସୁମତି ମହାନ୍ତିଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ହମିରପୁର ଉନ୍ନୟନ ପରିଷଦ ତରଫରୁ ଗାନ୍ଧୀ ଜୟନ୍ତୀ ଓ ଶାରଦୀୟ ଅଭିନନ୍ଦନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ତରଫରୁ ଗାନ୍ଧୀ ଜୟନ୍ତୀ ଓ ଶାରଦୀୟ ଅଭିନନ୍ଦନ କାର୍ଯ୍ୟକ୍ରମ ହମିରପୁର ସ୍ଥିତ ସାଇ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତଙ୍କ ସଭାପତିତ୍ୱ ଓ ଆଇନଜୀବୀ ନିରଞ୍ଜନ ଦାସଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଛି । ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ତଥା ଶିକ୍ଷାବିତ ପ୍ରଶାନ୍ତ
Read More...

ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲେଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସ୍ଥାନୀୟ ବାଲିଯୋଡି ଛକ ନିକଟସ୍ଥ ପୁଣ୍ୟାତ୍ମା ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ପାଳିତ ହୋଇଯାଇଛି ।
Read More...

ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଉତ୍ସବ ପାଳିତ

ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବିଚାର ଧାରାର ପ୍ରାସଙ୍ଗିକତା ଆଜି ମଧ୍ୟ ରହିଛି ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାହିତ୍ୟ - ସଂସ୍କୃତିକୁ ନେଇ ସଦା ଚଳଚଞ୍ଚଳ ଥିବା ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାରର ସତ୍ୟବାଦୀ କକ୍ଷରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର
Read More...

କ୍ଲିନ୍ ଆଣ୍ଡ ଗ୍ରୀନ ତରଫରୁ ରେଲୱେ ଷ୍ଟେସନରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ସ୍ୱାଧୀନତାର ଦୁଇ କର୍ଣ୍ଣଧାର ମହାତ୍ମାଗାନ୍ଧୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଦିନକୁ ବେଶ ଶ୍ରଦ୍ଧାର ସହ ଦେଶବ୍ୟାପୀ ପାଳୁଥିବା ଅବସରରେ ପୂର୍ବ ନିର୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ "କ୍ଲିନ ଓ ଗ୍ରୀନ"ର ସଭ୍ୟ ମାନେ ରାଉରକେଲା ରେଳ ଷ୍ଟେସନ
Read More...

ରାଉରକେଲା ମହାନଗର ପକ୍ଷରୁ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ୦୧ ଅକ୍ଟୋବର ୨୦୨୨ ଶାରଦୀୟ ପୂଜା ଏବଂ ହକି ବିଶ୍ୱ କପ୍‌କୁ ନଜରରେ ରଖି ଶନିବାର ରାଉରକେଲା ମହାନଗର ନିଗମ ସଭାଗୃହରେ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଉରକେଲା ମହାନଗର ନିଗମ ଆୟୁକ୍ତ ଡ. ଶୁଭଙ୍କର ମହାପାତ୍ରଙ୍କ
Read More...

ପ୍ରାକ୍ତନ ରାଜ୍ୟପାଳ ଡଃ ସୁରେନ୍ଦ୍ରନାଥ ଦ୍ୱିବେଦୀ ଓ ଶ୍ରମିକ ନେତା ବିଦ୍ୟାଧର ବାରିକଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ହିନ୍ଦ୍ ମଜଦୂର ସଭା ସହବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ଓ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡର ମିଳିତ ଆୟୋଜନ କ୍ରମେ ହିନ୍ଦ୍ ମଜଦୂର ସଭାର, ବିଶ୍ରା ରୋଡ, ରାଉରକେଲା କାର୍ଯ୍ୟାଳୟ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,
Read More...

କବିବର ରାଧାନାଥ ରାୟ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ କଲୋନୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କବିବର ରାଧାନାଥ ରାୟ ଓ ସହିଦ୍‌ ଭଗତ ସିଂଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।
Read More...