Browsing Tag

rourakela news

ଆମ ପୁଲିସ ତରଫରୁ ସେକ୍ଟର ୧୯ ଥାନା ପ୍ରଭାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତାପ୍ରଧାନ) : ସେକ୍ଟର ୧୯ ଥାନା ପ୍ରଭାରୀ ଭାବେ ମାନସ ବାରିକ ଯୋଗ ଦେବା ପରେ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଆମ ପୁଲିସ ତରଫରୁ ପଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ସଂଗ୍ରାମ କେଶରୀ ବେହେରା ଅତିଥି ଭାବେ ଯୋଗ ଦେଇଥିଲେ । ଆମ
Read More...

ଇନର ହୁଇଲ କ୍ଲବ ରାଉରକେଲା ରିଭରସାଇଡ ତରଫରୁ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳାଙ୍କ ଜରାୟୁ ଓ ଗର୍ଭାଶୟ ସମସ୍ୟାର ନିରାକରଣ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଇନର ହୁଇଲ କ୍ଲବ ରାଉରକେଲା ରିଭରସାଇଡ ତରଫରୁ ରାଉରକେଲା ସରକାରୀ ଡାକ୍ତରଖାନା ଠାରେ ଆୟୋଜିତ ହୋଇଯାଇଛି । କ୍ଲବର ସଭାପତି ଡ. ମୀନତି ପଣ୍ଡା ସ୍ୱାଗତ ଭାଷଣ ଦେବାସହ
Read More...

ଇସ୍ପାତ ମାର୍କେଟରେ ସୁଇଟ ଆଣ୍ଡ ସ୍ନାକ୍ସ ଦୋକାନ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ମାର୍କେଟଠାରେ ବୃନ୍ଦାବନ ସୁଇଟ୍ସ ଆଣ୍ଡ ସ୍ନାକ୍ସ ଦୋକାନ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଦୋକାନରେ ସୁଲଭ ମୂଲ୍ୟରେ ମିଷ୍ଟାନ୍ନ ସହ ମିକ୍ସଚର ଇତ୍ୟାଦି ଉପଲବ୍ଧ ହେବ ବୋଲି ସତ୍ୱାଧିକାରୀ ହିମାଂଶୁ
Read More...

ଧର୍ମ ପରାୟଣା ମହିଳାଙ୍କ ପ୍ରଥମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜସେବୀ ତଥା ନିଖିଳ ଉତ୍କଳ ଖଣ୍ଡାୟତ କ୍ଷେତ୍ରିୟ ମହାସଭାର ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଧର୍ମପତ୍ନୀ ଶାନ୍ତିଲତା ପାତ୍ରଙ୍କ ସ୍ମୃତିଚାରଣ ସଭା ସେକ୍ଟର ୩ ସ୍ଥିତ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସହରର ପ୍ରମୁଖ ବ୍ୟକ୍ତିମାନେ
Read More...

ସ୍ୱାମୀ ଶିବାନନ୍ଦଙ୍କ ୧୩୫ତମ ଜନ୍ମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଶିବାନନ୍ଦ ଆଶ୍ରମଠାରେ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କ ୧୩୫ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଡ. କିଶୋରୀ ଦାଶ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ସ୍ୱାମୀଙ୍କ ଜୀବନୀ ଓ ତାଙ୍କ ଦ୍ୱାରା ପ୍ରଦତ୍ତ କୋଡିଏଟି ଆଧ୍ୟାତ୍ମିକ
Read More...

କୃଷକ ଉତ୍ପାଦକ ସଂଗଠନ ଗଠନରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ରାଉରକେଲା, (ସସ୍ମିତା ପ୍ରଧାନ) : କୁତ୍ରା ବ୍ଲକ ଅନ୍ତର୍ଗତ କୃଷି ଭବନ ପରିସରରେ କେନ୍ଦ୍ରୀୟ ଯୋଜନା ଅଧୀନରେ କୃଷକ ଉତ୍ପାଦକ ସଂଗଠନ ଗଠନ ଓ ତାର ବିକାଶ ସମ୍ପର୍କରେ ଏକ କର୍ମଶାଳା ସ୍ୱେଚ୍ଛାସେବୀ ସଂଗଠନ 'ଲାଲ'ର ଜିଲ୍ଲା ସଂଯୋଜକ ଅରୁଣ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ସିଆର୍‌ପିଏଫ୍‌ ଡିଆଇଜିଙ୍କ ରାଉରକେଲା ଗସ୍ତ ଅବସରରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସିଆର୍‌ପିଏଫ୍‌ ଡିଆଇଜି ଦୟାନିଧି ତନ୍ତୀ ସସ୍ତ୍ରିକ ରାଉରକେଲାରେ ପହଞ୍ଚିବା ପରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସେକ୍ଟର ୧୬ ସ୍ଥିତ ନାଗ୍ରା ତନ୍ତୀ ସମାଜ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ତନ୍ତୀ ଓ ତାଙ୍କ
Read More...

ଓଡିଆ ଭାଷା ବିକାଶ ମଞ୍ଚର କବି ବିନୋଦଚନ୍ଦ୍ର ନାୟକ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୧ସ୍ଥିତ ଡିଭାଇନ ଲାଇଫର ମିଳିତ ଆନୁକୂଲ୍ୟରେ ଗ୍ରାମପଥର କବି ବିନୋଦଚନ୍ଦ୍ର ନାୟକଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁନନ୍ଦା
Read More...

ଆସନ୍ତା ୧୦ରେ ସମ୍ବାଦ ସାହିତ୍ୟ ଘର ରାଉରକେଲା ତରଫରୁ ସମ୍ବର୍ଦ୍ଧିତ ହେବେ ସୌମ୍ୟରଂଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ବାଦ ସାହିତ୍ୟ ଘର ରାଉରକେଲାର ବାର୍ଷିକୋତ୍ସବ ୨୦୨୨ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆସନ୍ତା ୧୦ତାରିଖ ଦିନ ଦିବା ୧୦ଘଟିକା ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଖଣ୍ଡପଡା ବିଧାୟକ ତଥା ସମ୍ବାଦ ସାହିତ୍ୟ ଘର
Read More...

ସହରର ବିଭିନ୍ନ ଅନୁଷ୍ଠାନରେ ଗୁରୁ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ଶ୍ରୀକୃଷ୍ଣ କଳା ପରିଷଦ ପକ୍ଷରୁ ଧାମରା ସଂଘଠାରେ ଗୁରୁ ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ପ୍ରତାପ କିଶୋର ବିଶ୍ୱାଳଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଅଜିତ କୁମାର ସେନାପତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନାଟ୍ୟଗୁରୁ
Read More...