Browsing Tag

rourakela news

ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୨ ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ତରଫରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୨ତମ ଜୟନ୍ତୀ ପାଳନ ସଂଘ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ସଭାପତିତ୍ୱ ଓ ଡ. ନଗେନ ଦାସଙ୍କ
Read More...

ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ଗଙ୍ଗାଧର ମେହେରଙ୍କ ରଚିତ କବିତା ଆବୃତ୍ତି ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ପୁରାତନ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ପକ୍ଷରୁ ସେକ୍ଟର-୭ ସ୍ଥିତ ସଂସଦ କାର୍ଯ୍ୟାଳୟଠାରେ ସ୍ୱଭାବ ଗଙ୍ଗାଧର ମେହେର ରଚିତ କବିତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଉରକେଲାର ବିଭିନ୍ନ
Read More...

ଜଡ଼ିବୁଟି ଦିବସରେ ଔଷଧୀୟ ଚାରା ରୋପଣ କଲେ ପତଞ୍ଜଳି ଯୋଗ ପରିବାର

ରାଉରକେଲା, (ସସ୍ମିତା ପ୍ରଧାନ) : ଆୟୁର୍ବେଦ ଶିରୋମଣି ଆଚାର୍ଯ୍ୟ ବାଳକ୍ରୀଷ୍ଣଜୀଙ୍କ ଜନ୍ମ ଦିବସକୁ ଜଡ଼ିବୁଟି ଦିବସ ରୂପେ ପ୍ରତି ବର୍ଷ ଅଗଷ୍ଟ ମାସ ୪ ତାରିଖରେ ପତଞ୍ଜଳି ଯୋଗ ପରିବାର ତରଫରୁ ସମଗ୍ର ଦେଶରେ ପାଳନ କରାଯାଉଛି । ସୁନ୍ଦରଗଡ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର ତରଫରୁ ଜଡ଼ିବୁଟି
Read More...

କଳା, ସଂସ୍କୃତି ଓ ଐତିହ୍ୟକୁ ସାହିତ୍ୟ ଆସର ରୁଦ୍ଧିମନ୍ତ କରିଥାଏ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଛେଣ୍ଡସ୍ଥିତ ମଧୁସୂଦନ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଗଙ୍ଗାଧର ମେହେର ସାହିତ୍ୟରେ ଜାତୀୟତା ବୋଧ ଶୀର୍ଷକ ଆଲୋଚନାଚକ୍ରର ପ୍ରଥମାର୍ଦ୍ଧ ରେ
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦର ସମ୍ବଲପୁରୀ ଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ତରଫରୁ ସମ୍ବଲପୁରୀ ଦିନ ସ୍ଥାନୀୟ ସିଭିକ ସେଣ୍ଟରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ପରିଷଦର ସଭାପତି ସ୍ୱରୁପ କୁମାର ପାଣିଗ୍ରାହୀ ସ୍ୱାଗତ ଅଭିଭାଷଣ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି
Read More...

ୟୁନାଇଟେଡ଼ କଣ୍ଟ୍ରାକ୍ଟର ଆସୋସିଏସନର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁନାଇଟେଡ଼ କଣ୍ଟ୍ରାକ୍ଟର ଆସୋସିଏସନ୍ ରାଉରକେଲା ଟାଉନସିପ୍ ଶାଖାର ଏକ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ସେକ୍ଟର ୪ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଆସୋସିଏସନର ସଭାପତି ଆଇନଜୀବୀ ଅଭିଷେକ ସିଂଙ୍କ ସଭାପତିତ୍ୱ ଓ ସାଧାରଣ
Read More...

ରୋଟାରୀ ଲିଡରସିପ ଇନଷ୍ଟିଚ୍ୟୁଟର ଦ୍ୱିଦିବସୀୟ ତାଲିମ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ତରଫରୁ ରୋଟାରୀ ଲିଡରସିପ ଇନଷ୍ଟିଚ୍ୟୁଟ (ଆରଏଲଆଇ) ର ଦ୍ୱିଦିବସୀୟ ବିଭାଗ ୧ ଓ ବିଭାଗ ୨ ଗ୍ରାଜୁଏସନ କୋର୍ସ୍ ତାଲିମ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବ୍ରାହ୍ମଣୀ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଆରଏଲଆଇ ର ଡିଭିଜିନାଲ
Read More...

ଏକତ୍ରର ଦ୍ୱିଦିବସୀୟ ଏକକ ଅଭିନୟ ଉତ୍ସବ ସମ୍ପନ୍ନ ନାଟକ ସମାଜର ଦର୍ପଣ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ୨୬ଟି ନାଟ୍ୟ ଅନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ଦ୍ୱିଦିବସୀୟ ଏକକ ଅଭିନୟ ଉତ୍ସବ ସ୍ଥାନୀୟ ସିଭିକ ସେଣ୍ଟରଠାରେ ସମ୍ପନ୍ନ ହୋଇଯାଇଛି । ପ୍ରଥମ ଦିନରେ ୩୦ ବର୍ଷରୁ କମ ବୟସ୍କ ଅଭିନେତା ଅଭିନେତ୍ରୀ କୋଏଲ, ଶଙ୍ଖ, ସରସ୍ଵତୀ ଭାବେ ୩ ଭାଗରେ
Read More...

ବସୁଧୈବ କୁଟୁମ୍ବକମର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ବାସନ୍ତି କଲୋନୀ ସ୍ଥିତ ସରକାରୀ ହାଇସ୍କୁଲ ଠାରେ ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ
Read More...

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ କମ୍ୟୁନିଷ୍ଟ ପାର୍ଟି ରାଉରକେଲା ଆଞ୍ଚଳିକ କମିଟିର ସମ୍ମିଳନୀ ହରିବନ୍ଧୁ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଇସ୍ପାତ କାରଖାନାରେ ଖାଲି ପଡ଼ିଥିବା ପଦବୀ ପୁରଣ, ରାଉରକେଲା ମ୍ୟୁନିସିପାଲିଟି କର୍ପୋରେସନରେ ହୋଇଥିବା ଦୁର୍ନୀତିରେ ତଦନ୍ତ,
Read More...