Browsing Tag

rourakela news

ଅଗଷ୍ଟ କ୍ରାନ୍ତି କବିତା ପାଠୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗଷ୍ଟ ୧୫ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମରଣ ଉଦ୍ଦେଶ୍ୟରେ ସିଆଇଟିୟୁ, ଏଆଇକେଏସ୍, ଏଆଇଏଡବ୍ଲ୍ୟୁୟୁର ମିଳିତ ଆନୁକୂଲ୍ୟରେ ରାଉରକେଲା ସେକ୍ଟର ୨ ବସଷ୍ଟାଣ୍ଡଠାରେ ସମୂହ ଉଜାଗରରେ ଅଗଷ୍ଟ କ୍ରାନ୍ତି କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କବିତା
Read More...

ସ୍ଵସ୍ତିର ମାସିକ ସାହିତ୍ୟ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ସଭାଗୃହରେ ଶନିବାର ସନ୍ଧ୍ୟାରେ ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱସ୍ତିର ସଭାପତି ମହେନ୍ଦ୍ର କୁମାର
Read More...

ରାଷ୍ଟ୍ରୀୟ ସେବା ଯୋଜନାର ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନା(ଏନ୍.ଏସ୍.ଏସ୍.)ର ସଂଯୁକ୍ତ ଶାଖା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ତରଫରୁ 'ହର ଘର ତ୍ରିରଙ୍ଗା' କାର୍ଯ୍ୟକ୍ରମ
Read More...

ସରସ୍ୱତୀ ବିଦ୍ୟାପୀଠ ସ୍କାଉଟ୍‌ ଗାଇଡ୍ ଓ ଜୁନିଅର ରେଡକ୍ରସର ଦୀକ୍ଷାନ୍ତ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ସ୍ଥିତ ସରସ୍ୱତୀ ବିଦ୍ୟାପୀଠଠାରେ ବିଦ୍ୟାଳୟସ୍ତରୀୟ ଭାରତ ସ୍କାଉଟ୍‌ ଗାଇଡ୍ ଓ ଜୁନିଅର ରେଡକ୍ରସର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ରାଉରକେଲା ସ୍କାଉଟ୍ କମିଶନର ବ୍ରଜେନ୍ଦ୍ର ଦାଶ, ସଂପାଦକ
Read More...

ଉଦିତନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକଙ୍କ ପରଲୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଜଣାଶୁଣା ବ୍ୟକ୍ତିତ୍ୱ ତଥା ଉଦିତନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକ ବିଶ୍ୱନାଥ ମଲ୍ଲ ଓରଫ ଚୈତନ୍ୟ ବାବୁଙ୍କ ଗତ ଗୁରୁବାର ରାକ୍ଷୀ ପୂର୍ଣ୍ଣିମା ଦିନ ମହାପ୍ରୟାଣ ଘଟିଛି । ସ୍ୱର୍ଗତ ମଲ୍ଲ ଜଗତସିଂହପୁରର ମୂଳ ବାସିନ୍ଦା ହୋଇଥିଲେ ହେଁ ସେ
Read More...

ଏକତା ଗୃପର ବାଳସୁଧାର ଗୃହରେ ରାକ୍ଷୀ ବନ୍ଧନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସାମାଜିକ ଅନୁଷ୍ଠାନ ଏକତା ଗୃପ ତରଫରୁ ଟିସ୍କୋ କ୍ବାରୀ ସାଇଡିଂରେ ଥିବା ବାଳସୁଧାର ଗୃହଠାରେ ରାକ୍ଷୀ ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତୀ ମହାନ୍ତିଙ୍କ ଅଧ୍ୟକ୍ଷତା ଓ ସାଧାରଣ
Read More...

ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ର ପକ୍ଷରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ର ପକ୍ଷରୁ ଜେଲରୋଡ ସ୍ଥିତ ପଦ୍ମାବତୀ ସ୍ମୃତି ସଦନଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସାଧାରଣ ସଂପାଦକ ପ୍ରଫେସର ଡ. ସୁବାସ ଚନ୍ଦ୍ର ଲେଙ୍କାଙ୍କ
Read More...

ଅଜନ୍ତା ସର୍କସ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ବର୍ଷ ପରେ ରାଉରକେଲାର ସେକ୍ଟର ୧୩ ପଡିଆଠାରେ ପ୍ରସିଦ୍ଧ ଅଜନ୍ତା ସର୍କସ ଉଦ୍‌ଘାଟିତ ହୋଇଯାଇଛି । ଆରଏସପି ସହର ସେବା ପ୍ରଶାସନର ମୁଖ୍ୟ ମହାପ୍ରବନ୍ଧକ ଅଜୟ କୁମାର ନାୟକ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ସହର ସେବାର ଭାରପ୍ରାପ୍ତ ମହାପ୍ରବନ୍ଧକ
Read More...

ଶିରିଡି ଶ୍ରୀସାଇ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ଶିରିଡି ଶ୍ରୀସାଇ ଆଶ୍ରିତ ଟ୍ରଷ୍ଟ ପକ୍ଷରୁ ସେକ୍ଟର ୮ ଠାରେ ଶ୍ରୀସାଇ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ହରିହର ରାଉତରାୟଙ୍କ ଆବାହକତ୍ୱରେ ଆୟୋଜିତ ଏକ ନିରାଡମ୍ବର ଉତ୍ସବରେ ରାଉରକେଲା ଦୀପିକା ମହିଳା ସଂହତିର
Read More...

‘ବୈଜ୍ଞାନିକ ମନୋଭାବ’ ପତ୍ରିକା ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବୈଜ୍ଞାନିକ ମନୋଭାବ ବିକାଶ ନିମିତ୍ତ ଦାତବ୍ୟ ଟ୍ରଷ୍ଟ କେନ୍ଦ୍ର ପକ୍ଷରୁ ଜଗଦାର ମାନବ ସେବା ସଦନଠାରେ ତ୍ରୟମାସିକ ପତ୍ରିକା 'ବୈଜ୍ଞାନିକ ମନୋଭାବ' ଉନ୍ମୋଚିତ ହୋଇଯାଇଛି । ପତ୍ରିକାର ସଂପାଦକ ପ୍ରଫେସର ଡ. ଶଶିକାନ୍ତ ଆଚାର୍ଯ୍ୟଙ୍କ ସଭାପତିତ୍ୱ ତଥା କବି
Read More...