Browsing Tag

rourakela news

ଶ୍ରଦ୍ଧାରେ ରାଜକିଶୋର ରାଜଗୁରୁ ମହାପାତ୍ରଙ୍କ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ପ୍ରତିବଦ୍ଧତା ଥିବା ସାମାଜିକ ଅନୁଷ୍ଠାନ ଶ୍ରଦ୍ଧାଠାରେ ଅନୁଷ୍ଠାନର ପ୍ରଥମ ସଭାପତି ଡା. ରାଜକିଶୋର ରାଜଗୁରୁ ମହାପାତ୍ରଙ୍କ ଅଷ୍ଟମ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ଅଧ୍ୟକ୍ଷତା
Read More...

ଆର୍‌ପିଭିଏ ଓ ପାଓ ପକ୍ଷରୁ ଦୁଇଦିନିଆ କର୍ମଶାଳା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଫୋଟୋଗ୍ରାଫରସ୍‌ ଓ ଭିଡିଓଗ୍ରାଫର୍ସ ଆସୋସିଏସନ୍‌ ବା (ଆର୍‌ପିଭିଏ) ଓ ଫୋଟୋଗ୍ରାଫିକ ଆସୋସିଏସନ୍‌ ଅଫ୍‌ ଓଡ଼ିଶା(ପିଏଓ)ର ମିଳିତ ଆନୁକୂଲ୍ୟରେ ଏକ ଦୁଇଦିନିଆ ସିନେମାଟିକ ଭିଡିଓ କର୍ମଶାଳା ଆୟୋଜିତ ହୋଇଯାଇଛି । ୨୪ ଓ ୨୫ ତାରିଖ ଦୁଇଦିନ ଧରି ଏହି
Read More...

ଟାଏକୋଣ୍ଡୋ କଲର୍ ବେଲ୍ଟ ଗ୍ରେଡ଼ିଂ ଟେଷ୍ଟିଂ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ଟାଏକୋଣ୍ଡୋ ୟୁନିଅନ ଦ୍ଵାରା ଛାତ୍ରଛାତ୍ରୀଙ୍କ କଲର୍ ବେଲ୍ଟ ପ୍ରୋମୋସନ ଟେଷ୍ଟ ରାଉରକେଲା ସ୍ଥିତ ସିଭିଲ ଟାଉନସିପଠାରେ ଇଣ୍ଡିଆନ୍ ଟାଏକୋଣ୍ଡୋ ୟୁନିଅନର ମୁଖ୍ୟ କାର୍ଯ୍ୟାଳୟରେ ସେକ୍ରେଟାରୀ ଜେନେରାଲ ମାଷ୍ଟର ମୁକେଶ କୁମାର ସାହୁଙ୍କର ତତ୍ୱାବଧାନରେ
Read More...

ଆର୍‌ପିଏର ଦୁଇ ଦିନିଆ ତାଲିମ ଶିବିର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ ୨୩ ଓ ୨୪ ଦୁଇ ଦିନ ଚାଲିଥିବା ଶିବିରକୁ ରାଉରକେଲା ଫୋଟୋଗ୍ରାଫର ଆସୋସିଏସନ୍ (ଆରପିଏ)ର ସଭାପତି ଅତୁଳ ସାଙ୍ଗଭି ଉଦ୍‌ଘାଟନ କରିଥିଲେ । ରାଉରକେଲା ଫଟୋଗ୍ରାଫର ସଂଘ ପକ୍ଷରୁ ସିନେମାଟୋଗ୍ରାଫି ତାଲିମ ଶିବିର ୨୪ ଜୁଲାଇ ସନ୍ଧ୍ୟାରେ ସେକ୍ଟର- ୫ ସ୍ଥିତ
Read More...

ଲାୟନ୍ସ କ୍ଲବ ରାଉରକେଲା ଛେଣ୍ଡର ୩୦ତମ ସ୍ଥାପନା ଦିବସ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାୟନ୍ସ କ୍ଲବ ରାଉରକେଲା ଛେଣ୍ଡର ୩୦ତମ ସ୍ଥାପନା ଦିବସ ରାଧିକା ରିଜେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୨୦୨୧-୨୨ର ସଭାପତି ଲାୟନ ଇନ୍ଦ୍ରମଣୀ ନାୟକ, ସଂପାଦକ ଲାୟନ ଝୁନୁ ନାୟକ ଓ କୋଷାଧ୍ୟକ୍ଷ ଲାୟନ ନାଫିସ ରବନୀ କ୍ରମାନ୍ୱୟରେ ୨୦୨୨-୨୩ର ନୂତନ
Read More...

ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟକୁ ନେଇ ଚିତ୍ରାଙ୍କନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟ ବସ୍ତୁକୁ ଆଧାର କରି ଚିତ୍ରାଙ୍କନ ପ୍ରତିଯୋଗିତାରେ ସେକ୍ଟର ୫ସ୍ଥିତ ଶ୍ରୀଅରବିନ୍ଦ ସ୍କୁଲଠାରେ ରାଉରକେଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ସ୍କୁଲର ଅଧ୍ୟକ୍ଷ ଗୋଦାବରୀଶ
Read More...

ଯୁବ ହଷ୍ଟେଲ ଓ କେୟାର ହସ୍ପିଟାଲ ତରଫରୁ ନିଃଶୁକ୍ଳ ସ୍ୱାସ୍ଥ୍ୟ ସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ଓ କେୟାର ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଯୁଵ ହଷ୍ଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । କରୋନା ଅନ୍ତରାଳରେ ସ୍ୱାସ୍ଥ୍ୟ ସମ୍ପନ୍ନ ରହିବା ପାଇଁ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ
Read More...

ଓୟୁଡବ୍ଲୁଜେ ପକ୍ଷରୁ ରାଜ୍ୟସ୍ତରୀୟ ସାମ୍ବାଦିକ ମହାଧିବେଶନ ଓ ୭ମ ପ୍ଲାନେରୀ ସେସନ୍ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଇଓଡବ୍ଲୁଜେ ସହବନ୍ଧିତ ଓୟୁଡବ୍ଲୁଜେ ପକ୍ଷରୁ ରାଜ୍ୟସ୍ତରୀୟ ସାମ୍ବାଦିକ ମହାଧିବେଶନ ଓ ୭ମ ପ୍ଲାନେରୀ ସେସନ୍ ଗତ ୨୨ ତାରିଖ ଦିନ ଝାରସୁଗୁଡାର ହୋଟେଲ କିଙ୍ଗ୍ ପ୍ୟାଲେସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ସୁସ୍ଥ ସମାଜ ଗଠନରେ
Read More...

ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ ବଣେଇ ବ୍ଲକର ବାବୁନୁଆଗାଁଠାରେ କୃଷକଙ୍କ ନିମନ୍ତେ କରାଯାଇଥିଲା । ଷ୍ଟେଟ ବ୍ୟାଙ୍କର ବଣେଇ ଶାଖା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଣେଇ ଓ ଗୁରୁଣ୍ଡିଆ ବ୍ଲକର କୃଷି, ଓଡିଶା
Read More...

ରାଉରକେଲା କଳାକାର ଆସୋସିଏସନର ପ୍ରଥମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଭିନ୍ନ ସଂଗଠନର କଳାକାରଙ୍କୁ ନେଇ ନବଗଠିତ ରାଉରକେଲା କଳାକାର ଆସୋସିଏସନର ପ୍ରଥମ ବାର୍ଷିକୋତ୍ସବ ସ୍ଥାନୀୟ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶଙ୍କର ଜେନାଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ଲୁଲୁ ସାହୁଙ୍କ
Read More...